କଶ୍ମୀର ପ୍ରସଙ୍ଗ: ଭାରତକୁ ଫ୍ରାନ୍ସର ସମର୍ଥନ

ପ୍ୟାରିସ୍‌, ୨୩।୮:ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତକୁ ସମର୍ଥନ ଜଣାଇଛି ଫ୍ରାନ୍ସ। ଉଭୟ ଭାରତ-ପାକିସ୍ତାନ ଦ୍ୱିପାକ୍ଷୀୟ କଥାବାର୍ତ୍ତା ଜରିଆରେ କଶ୍ମୀର ପ୍ରସଙ୍ଗ ସମାଧାନ ଆବଶ୍ୟକ। ଏଥିରେ ତୃତୀୟ ପକ୍ଷ ପଶିବା ଉଚିତ୍‌ ନୁହେଁ ବୋଲି ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ୍‌ ମ୍ୟାକ୍ରୋନ୍‌ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ପରେ ମ୍ୟାକ୍ରେନ୍‌ ଏହା କହିଛନ୍ତି। ମୋଦିଙ୍କୁ ଭେଟିବା ପରେ ସେ କଶ୍ମୀରୁ ୩୭୦ ଉଠିବା ପ୍ରସଙ୍ଗରେ ମୋତେ ଅବଗତ କରାଇଥିଲେ। କିଛିଦିନ ଭିତରେ ମୁଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ସହ ଆଲୋଚନା କରି ଏହି ପ୍ରସଙ୍ଗ ଦ୍ୱିପାକ୍ଷୀୟ ହେବାକୁ ନେଇ ଆଲୋଚନା କରିବି ବୋଲି ସେ କହିଛନ୍ତି।


All Right Reserved By Dharitri.Com

ସପ୍ତାହରେ ଥରେ କରନ୍ତୁ ଉପବାସ ମିଳିବ ଏସବୁ ଲାଭ…

ବିଭିନ୍ନ ପର୍ବ ପର୍ବାଣିରେ ମହିଳାମାନେ ଉପବାସ ରଖିଥାନ୍ତି । ସାଧାରଣତଃ ଉପବାସକୁ ଶ୍ରଦ୍ଧା ଓ ଭକ୍ତି ଭାବ ସହ ଯୋଡା ଯାଇଥାଏ । କିଛି ଲୋକ...

ଅଷ୍ଟ୍ରେଲିଆରେ ଉତ୍ସବ ମନାଇଲେ ଭାଜପା ସମର୍ଥକ

ସିଡ୍‌ନୀ,୨୩।୫: ଭାରତର ଲୋକ ସଭା ନିର୍ବାଚନ ଫଳାଫଳ ଉପରେ ସାରା ବିଶ୍ୱର ନଜର ରହିଛି। ଗୁରୁବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ଭାଜପା...

‘ଉତ୍ତେଜନା ହ୍ରାସ ପାଇଁ ବହୁତ କିଛି କରାଯାଇଛି’

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୭ା୯: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଖୁବ୍‌ଶୀଘ୍ର ସାକ୍ଷାତ୍‌ ହେବ। ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ହ୍ରାସ ପାଇଁ ଅନେକ କିଛି କରାଯାଇଛି ବୋଲି ମଙ୍ଗଳବାର...

କରୋନାଭାଇରସ: ମୃତ୍ୟୁ ସଂଖ୍ୟା ୧,୫୨୩ ସଂକ୍ରମିତ ୬୬ ହଜାର

ବେଜିଂ,୧୫।୨: ଚାଇନାରେ କରୋନାଭାଇରସର ଭୟାବହତା ଥମିବାର ନାଁ ନେଉନି। ଦିନକରେ ଶହ ଶହ ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟୁଥିବା ବେଳେ ଏବେ ସୁଦ୍ଧା ସେଠାରେ ୧,୫୨୩...

ଡରିଗଲାଣି ପାକିସ୍ତାନ: ଅଧଘଣ୍ଟା ଭାଷଣରେ ୧୨ଥର ମୋଦିଙ୍କ ନାଁ ନେଲେ ଇମ୍ରାନ୍‌

ଇସଲାମାବାଦ,୧୫।୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖଁା ଏବେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏମିତି ଡରି ଯାଇଛନ୍ତି ଯେ ସେ ତାଙ୍କର ଅଧ ଘଣ୍ଟାର ଭାଷଣରେ...

ଭାରତକୁ ଯୁଦ୍ଧ ଧମକ ଦେଲେ ଇମ୍ରାନ

ଇସ୍‌ଲାମାବାଦ,୧୩।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଭାରତ ବିରୋଧରେ ପୁଣି ସ୍ବର ଉଠାଇଛନ୍ତି। ଏଥର ସେ ଭାରତକୁ ଯୁଦ୍ଧ ଧମକ ଦେଇଛନ୍ତି। ଶୁକ୍ରବାର ସେ ପାକ୍‌...

ଡରିଲାଣି ପାକିସ୍ତାନ: ସର୍ତ୍ତ ରଖି କଥା ହେବାକୁ ଦେଉଛି ପ୍ରସ୍ତାବ

ଇସ୍‌ଲାମାବାଦ,୩୧।୮: ଭାରତକୁ ପରମାଣୁ ଯୁଦ୍ଧ ଧମକ ଦେଉଥିବା ପାକିସ୍ତାନ ଏବେ ଡରି ଯାଇଥିବା ଆଲୋଚନା ହେଉଛି। କାରଣ ସେ ଏବେ ଭାରତ ସହ ସର୍ତ୍ତମୂଳକ କଥା...

ମାସ୍କ ପିନ୍ଧି ନ ଥିବାରୁ ମହିଳାଙ୍କୁ ଧରିଲା ପୋଲିସ

ବେଜିଂ,୪।୨: ଚାଇନାରେ କରୋନା ଭାଇରସ୍‌କୁ ନେଇ ଆତଙ୍କ ଖେଳିଯାଇଛି। ଏହି ଭୂତାଣୁ ସଂକ୍ରମଣରେ ଏପର୍ଯ୍ୟନ୍ତ ଚାଇନାରେ ୪୨୬ ଜଣଙ୍କ ମୃତ୍ୟୁ ଘଟିଲାଣି। ଚାଇନା ସରକାର ଏହି...

Leave a comment

Your email address will not be published. Required fields are marked *