ଅନୁଗୋଳର ନୂତନ ଏସ୍‌ପି ଭାବେ କାର୍ଯ୍ୟରେ ଯୋଗଦେଲେ ଜଗମୋହନ ମୀନା: କହିଲେ ଲୋକଙ୍କ ପାଇଁ ମୋ ଦୁଆର ୨୪ଘଣ୍ଟା ଖୋଲା

ଅନୁଗୋଳ ଅଫିସ,୨୩।୮: ଅନୁଗୋଳର ନୂତନ ଏସ୍‌ପି ଭାବେ ୨୦୧୩ ବ୍ୟାଚର ଆଇପିଏସ୍‌ ଅଫିସର ଜଗମୋହନ ମୀନା ଶୁକ୍ରବାର କାର୍ଯ୍ୟରେ ଯୋଗଦେଇଛନ୍ତି। ଜିଲା ପୋଲିସ ମୁଖ୍ୟାଳୟରେ ବିଦାୟୀ ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସ୍ବତନ୍ତ୍ର ଦୃଷ୍ଟିଦେବା ସହ ଟେକ୍ନୋଲୋଜିକୁ ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି। ଏଥିସହ ଲୋକଙ୍କ ପାଇଁ ମୋ ଦୁଆର ୨୪ଘଣ୍ଟା ଖୋଲା ରହିବ ବୋଲି ସେ କହିଛନ୍ତି।


All Right Reserved By Dharitri.Com

ଆଦର୍ଶ ପଞ୍ଚାୟତଭାବେ ବାଲିବିଲି ପୁରସ୍କୃତ

ବରୀ, ୯ା୯(ସ୍ବ.ପ୍ର.)- ରାଜ୍ୟ ସରକାରଙ୍କ ପିଠା କାର୍ଯ୍ୟକ୍ରମ ଓ ଆମ ଗାଁ ଆମ ବିକାଶ ଯୋଜନାର ସଫଳତା ପାଇଁ ବରୀ ବ୍ଲକ ଅଧୀନ ବାଲିବିଲି ପଞ୍ଚାୟତକୁ...

ଦେବଗଡ଼ ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା କୃଷକ ସଂଘର୍ଷ ସଂଘ

ଦେବଗଡ଼,୧୧।୯(ଡି.ଏନ୍‌.ଏ.): ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବିରେ ବୁଧବାର ଜିଲା କୃଷକ ସଂଘର୍ଷ ସଂଘ ପକ୍ଷରୁ ଜିଲାପାଳଙ୍କ ଅଫିିସ ଘେରାଉ କରାଯାଇଛି। ସ୍ଥାନୀୟ ଗୋପାଳଜୀଉ ମନ୍ଦିରରୁ...

ଜନସ୍ବାସ୍ଥ୍ୟ ବିଭାଗର ମନମୁଖି କାର୍ଯ୍ୟ: ଦୁଇ ଦିନ ହେଲା ସହରକୁ ଜଳଯୋଗାଣ ବନ୍ଦ

ଫୁଲବାଣୀ ଅଫିସ, ୮ା୧-ଫୁଲବାଣୀ ସହରରେ ଦୁଇ ଦିନ ହେଲା ଜନସ୍ବାସ୍ଥ୍ୟ ଉପବିଭାଗ ପକ୍ଷରୁ ଜଳ ଯୋଗାଣ ହେଉ ନ ଥିବାରୁ ଲୋକେ ନାହିଁ ନ ଥିବା...

ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ

ଜୁନାଗଡ,୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରସ୍ଥିତ ସଂସ୍କୃତି ଭବନଠାରେ ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଜୁନାଗଡ ସରକାରୀ...

ସେମିଷ୍ଟର ପରୀକ୍ଷା ବିରୋଧରେ ବିକ୍ଷୋଭ

କଟକ ଅଫିସ, ୪।୧୨: ରାଜାବଗିଚାସ୍ଥିତ ନେତାଜୀ ସୁଭାଷ ମେମୋରିଆଲ ସିଟି କଲେଜରେ ସେମିଷ୍ଟର ପରୀକ୍ଷା ପ୍ରତିବାଦରେ ବୁଧବାର ଛାତ୍ରୀଛାତ୍ରମାନେ କଳେଜ ମୁଖ୍ୟ ଫାଟକ ସମ୍ମୁଖରେ ବିକ୍ଷୋଭ...

ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ

ଦିଗପହଣ୍ଡି/ପାଟପୁର,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିପୁର ଗ୍ରାମ ନିକଟ ମୁହାଣ ନାଳରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ନିସ୍ତିପୁର...

ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ସ୍ତ୍ରୀ, ଜେଲ ଗଲେ ସ୍ବାମୀ

ଗଞ୍ଜାମ,୭।୭(ଡି.ଏନ.ଏ.)-ଗଞ୍ଜାମ ଥାନା ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ କାର୍ଯ୍ୟରତ କର୍ମଚାରୀ ଅଧିକ ଯୌତୁକ ଦାବିକରି ନିଜ ସ୍ତ୍ରୀଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗରେ ଜେଲ ଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ...

ଅଗ୍ନିକାଣ୍ଡରେ ଜଣଙ୍କ ଘର ଧୂଳିସାତ

ବେଗୁନିଆପଡା,୩।୬(ଡି.ଏନ.ଏ.)-ରବିବାର ବିଳମ୍ବିତ ରାତିରେ ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ମର୍ଦ୍ଦକୋଟ ପଞ୍ଚାୟତର ଓଡ଼ନଇ ଗ୍ରାମରେ ଅଗ୍ନିକାଣ୍ଡ ଘଟି ଗ୍ରାମର ଜଣଙ୍କ ଘର ନିଆଁରେ ପୋଡି ସମ୍ପୂର୍ଣ ଧ୍ୱଂସ...

Leave a comment

Your email address will not be published. Required fields are marked *