ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଗଭୀର ପ୍ରେମ କରୁଥିଲେ ଏହି ମୁସଲମାନ ନେତା

ଆଜି ସାରା ଦେଶରେ ଜନ୍ମାଷ୍ଟମୀ ଧୁମଧାମରେ ପାଳନ କରାଯାଉଛି। ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତମାନେ ମନ୍ଦିରରେ ଭିଡ ଜମାଇଛନ୍ତି। ତେବେ ଶ୍ରୀକୃଷ୍ଣଙ୍କୁ କେବଳ ହିନ୍ଦୁମାନେ ନୁହନ୍ତି, ମୁସଲମାନମାନେ ବି ଭକ୍ତି କରୁଥିବାର ଦେଖାଯାଏ। ସ୍ବାଧୀନତା ସଂଗ୍ରାମୀ, ସାମ୍ବାଦିକ, ରାଜନେତା ତଥା ଶାୟର ମୌଲାନା ହସରତ ମୋହାନି ଶ୍ରୀକୃଷ୍ଣଙ୍କୁ ଏତେ ପ୍ରେମ କରୁଥିଲେ ଯେ, ତାଙ୍କ ନାଁ ବଦଳାଇ ହସରତ କୃଷ୍ଣା କରିଦେଇଥିଲେ। ସାରା ଜୀବନ କୃଷ୍ଣଙ୍କ ଭକ୍ତ ଭାବେ ସେ ଅନେକ କବିତା, ଗଜଲ୍‌ ଏବଂ ଶାୟରି ଲେଖିଥିଲେ। ହସରତଙ୍କ ପିଲାଦିନ କୃଷ୍ଣଙ୍କ ଜନ୍ମସ୍ଥାନ ମଥୁରାରେ କଟିଥିଲା। ମାତ୍ର ୨୦ ବର୍ଷ ବୟସରେ ସେ ବ୍ରିଟିଶ୍‌ ବିରୋଧରେ ସ୍ବର ଉତ୍ତୋଳନ କରିଥିଲେ। ସମୟ ମିଳିଲେ ସେ ମନ୍ଦିରରେ ବସି କୃଷ୍ଣଙ୍କ ପ୍ରବଚନ ଶୁଣୁଥିଲେ।


All Right Reserved By Dharitri.Com

ଜମି ବିବାଦକୁ ନେଇ ରକ୍ତ ସଂଘର୍ଷ: ୯ ମୃତ, ୨୫ ଆହତ

ଲକ୍ଷ୍ନୌ, ୧୭।୭: ଉତ୍ତର ପ୍ରଦେଶର ସୋନଭଦ୍ରରେ ବୁଧବାର ଏକ ଜମି ବିବାଦକୁ ଏକ ବିରାଟ ସଂଘର୍ଷ ଉପୁଜିଛି। ଉଭୟ ପକ୍ଷରୁ ହୋଇଥିବା ଗୁଳିବର୍ଷଣରେ ୯ ଜଣଙ୍କ...

ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ପ୍ରକାଶ: ୧୯ ଲକ୍ଷ ୬ ହଜାର ୬ଶହ ୫୭ଙ୍କ ନାମ ନାହିଁ

ଗୁଆହାଟୀ,୩୧।୮: ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ଶନିବାର ପ୍ରକାଶ ପାଇଛି। ତାଲିକାରେ ୩ କୋଟି ୧୧ ଲକ୍ଷ ୨୧ ହଜାର ୪ ଜଣଙ୍କୁ ସାମିଲ୍‌ କରାଯାଇଛି।...

ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନା: ଜିରୋ ବାଲାନ୍ସ୍‌ ଖାତାରେ ଜମା ହୋଇଛି ଏକ ଲକ୍ଷ କୋଟିରୁ ଅଧିକ

ନୂଆଦିଲ୍ଲୀ,୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନାରେ ଜିରୋ ବାଲାନ୍ସ୍‌ ଖାତାରେ ଇତିମଧ୍ୟରେ ଏକ ଲକ୍ଷ କୋଟିରୁ ଅଧିକ...

ସବୁ ଏକ୍‌ଜିଟ୍‌ ପୋଲ୍‌ ଭୁଲ୍‌: ଶଶି ଥରୁର

ନୂଆଦିଲ୍ଲୀ,୨୦।୫: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର ସୋମବାର ସମସ୍ତ ଏକ୍‌ଜିଟ୍‌ ପୋଲ୍‌ର ଆକଳନକୁ ଭୁଲ୍‌ ବୋଲି କହିଛନ୍ତି। ସେ କହିଛନ୍ତି, ମେ ୨୩ ପର୍ଯ୍ୟନ୍ତ...

ଛତିଶଗଡ଼ ଏନ୍‌କାଉଣ୍ଟର: ୨ଯବାନ ଶହୀଦ

ବିଜାପୁର,୨୮।୬: ଛତିଶଗଡ଼ର କେଶକୁତୁଲ ଅଞ୍ଚଳରେ ଶୁକ୍ରବାର ମାଓବାଦୀ ଓ ସିଆର୍‌ପିଏଫ୍‌ ଯବାନଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ସିଆର୍‌ପିଏଫ୍‌ର...

ଭାରତ ମହାସାଗରରେ ଚାଇନା ଯୁଦ୍ଧ ଜାହାଜ

ନୂଆଦିଲ୍ଲୀ,୧୬।୯: ଭାରତ ମହାସାଗରରେ ନିଜର କାୟା ବିସ୍ତାର କରୁଥିବା ଚାଇନାର ଯୁଦ୍ଧ ଜାହାଜକୁ ନଜର କରିଛି ଭାରତୀୟ ନୌସେନା। ଭାରତୀୟ ଜଳସୀମା ନିକଟରେ ଚାଇନାର ଜାହାଜକୁ...

କରହନିଆରେ ଉତ୍କଟ ଜଳ ସଙ୍କଟ: ପୁଅଙ୍କୁ ଝିଅ ଦେବାକୁ ରାଜି ହେଉ ନାହାଁନ୍ତି କନ୍ୟାଘର

ବିଳାସପୁର,୧୯।୫: ଛତିଶଗଡ଼ରେ ଦେଖାଦେଇଛି ଜଳ ସଙ୍କଟ। ଏହାଯୋଗୁ କେତେକ ଅଞ୍ଚଳରେ ଝିଅ ବିବାହ ଦେବାକୁ କନ୍ୟାଘର ଲୋକେ ଅମଙ୍ଗ ହେଉଥିବା ଦେଖିବାକୁ ମିଳୁଛି। ସ୍ଥାନୀୟ ଆଦିବାସୀ...

ଜମ୍ମୁ-କଶ୍ମୀରରେ ଆଜି ଖୋଲିବ ସ୍କୁଲ

ଶ୍ରୀନଗର,୯।୮:ସମ୍ବିଧାନ ଅନୁଚ୍ଛେଦ ୩୭୦କୁ ବିଦାୟ ଦେଇ ଜମ୍ମୁ-କଶ୍ମୀର ଓ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ ପରେ ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *