Posted inଜାତୀୟ

ଏମ୍ସରେ ଭର୍ତ୍ତି ହେଲେ ରାମଦେବଙ୍କ ମୁଖ୍ୟ ସହଯୋଗୀ

ନୂଆଦିଲ୍ଲୀ,୨୩।୮: ଯୋଗଗୁରୁ ବାବା ରାମଦେବଙ୍କ ମୁଖ୍ୟ ସହଯୋଗୀ ବାଲକ୍ରିଷ୍ଣନ ଶୁକ୍ରବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହରିଦ୍ୱାରରେ ଥିବା ଅଲ୍‌ ଇଣ୍ଡିଆା ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। ୪୭ ବର୍ଷୀୟ ବାଲକ୍ରିଷ୍ଣନଙ୍କୁ ଜରୁରୀକାଳୀନ ସେବା ଯୋଗାଇ ଦିଆଯିବା ସହ ଏକ ଡାକ୍ତରୀ ଦଳ ତାଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିଛନ୍ତି। ଯୋଗଗୁରୁ ବାବା ରାମଦେବ ମଧ୍ୟ ତାଙ୍କ ସହ ଉପସ୍ଥିତ ଅଛନ୍ତି। ହେଲେ ଏବେ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ସେମିତି କିଛି ଖବର ହସ୍ତଗତ ହୋଇନାହିଁ।


All Right Reserved By Dharitri.Com

ମହିଳାଙ୍କ ସୁରକ୍ଷାକୁ ନେଇ ଟୁଇଟ୍‌ କଲେ ଶିଳ୍ପା

ମୁମ୍ବାଇ,୮।୧୨: ଦେଶରେ ମହିଳାଙ୍କ ଉପରେ ବଢିଚାଲିଥିବା ଅପରାଧକୁ ଦେଖି ଏବେ ସୋସିଆଲ ମିଡିଆରେ ନିଜର ମତ ରଖିଛନ୍ତି ବଲିଉଡ୍‌ ଫିଟ୍‌ କୁଇନ୍‌ ଶିଳ୍ପା ସେଟ୍ଟି। ପ୍ରଧାନମନ୍ତ୍ରୀ...

କରୋନା ଭାଇରସକୁ ‘ରାଜ୍ୟ ବିପତ୍ତି’ ଘୋଷଣା କଲେ କେରଳ ସରକାର

ଥିରୁଭାନନ୍ତପୁରମ,୪।୨: ଚାଇନାରୁ ସୃଷ୍ଟି ହୋଇଥିବା ଭୟଙ୍କର କରୋନା ଭାଇରସ ଧୀରେ ଧୀରେ ବିଭିନ୍ନ ଦେଶକୁ ମାଡିଚାଲିଛି। ଭାରତରେ ମଧ୍ୟ କରୋନା ସଂକ୍ରମିତ ରୋଗୀ ଚିହ୍ନଟ କରାଯାଇଛି।...

ଅର୍ଥ ବ୍ୟବସ୍ଥାକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ମନମୋହନ

ମୁମ୍ବାଇ,୧୭।୧୦: ଦେଶର ଆର୍ଥିିକ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ମହାରାଷ୍ଟ୍ରରେ ସେ ଯୋଗ ଦେଇଥିବା ଏକ...

ଉତ୍ତର-ପୂର୍ବରେ ନାଗରିକତ୍ୱ ବିଲ୍‌ ନିଆଁ: ପୋଲିସ ଗୁଳିରେ ୨ ମୃତ

ଗୁଆହାଟୀ/ନୂଆଦିଲ୍ଲୀ,୧୩।୧୨(ପି.ଟି./ଆଇଏଏନ୍‌ଏସ୍‌):ନାଗରିକତ୍ୱ ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ଏହାକୁ ନେଇ ବିରୋଧ ତେଜିବାରେ ଲାଗିଛି। ଆସାମରେ ଗୁରୁବାର ସ୍ଥିତି ଅଣାୟତ୍ତ ହୋଇପଡ଼ିଛି।...

ଟ୍ରିପଲ୍‌ ତଲାକ୍‌ ବିଲ୍‌କୁ ବିରୋଧ କରିବ ଜେଡିୟୁ

ପାଟନା, ୧୪।୬: କେନ୍ଦ୍ର କ୍ୟାବିନେଟ ଟ୍ରିପିଲ ତଲାକ ବିଲକୁ ମଞ୍ଜୁରୀ ଦେଇଛି। ଅଗାମୀ ସଂସଦୀୟ ଅଧିବେଶନରେ ଏହି ବିଲ୍‌ ଆସିବ ବୋଲି ପଥ ପରିଷ୍କାର ହୋଇଛି।...

ପରିତ୍ୟକ୍ତା ହିନ୍ଦୁ ମହିଳାଙ୍କୁ ନ୍ୟାୟ ମିଳିବା ପାଇଁ ଅଣାଯିବ ଆଇନ: ଯୋଗୀ

ନୂଆଦିଲ୍ଲୀ,୨୫।୯: ପରିତ୍ୟକ୍ତା ହିନ୍ଦୁ ମହିଳାଙ୍କୁ ନ୍ୟାୟ ମିଳିବା ପାଇଁ ଆଇନ ଅଣାଯିବ। ବୁଧବାର ତିନି ତଲାକ୍‌ ପୀଡ଼ିତା ମହିଳାଙ୍କୁ ଭେଟି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

୭୦ ବର୍ଷ ଭିତରେ ସବୁଠୁ ଖରାପ ସ୍ଥିତିରେ ଚାଲିଛି ଦେଶର ଅର୍ଥନୀତି:ରାଜୀବ କୁମାର

ନୂଆଦିଲ୍ଲୀ,୨୩।୮: ଦୀର୍ଘ ୭୦ ବର୍ଷ ଭିତରେ ସବୁଠୁ ଖରାପ ସ୍ଥିତି ଦେଇ ଦେଶର ଅର୍ଥ ବ୍ୟବସ୍ଥା ଗତି କରୁଛି ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ...

୨୧ ବର୍ଷରେ ବିଚାରପତି

ଜୟପୁର,୨୨-୧୧:ରାଜସ୍ଥାନ ରାଜଧାନୀ ଜୟପୁରର ମାନସରୋବର ବାସିନ୍ଦା ୨୧ ବର୍ଷୀୟ ମୟଙ୍କ ପ୍ରତାପ ସିଂ ଦେଶର ସର୍ବକନିଷ୍ଠ ବିଚାରପତି ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେ ପ୍ରଥମ...

Leave a comment

Your email address will not be published. Required fields are marked *