ପୋଖରୀରେ ବୁଡ଼ି ଶିଶୁକନ୍ୟା ମୃତ

ବଇଣ୍ଡା,୨୩।୮(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା କାଶୀନାଥପୁର ଗ୍ରାମରେ ଗୁରୁବାର ପୋଖରୀରେ ବୁଡ଼ି ଅକୁର ମାଝିଙ୍କ ଅଢେଇ ବର୍ଷର ଶିଶୁକନ୍ୟା ଶିଲା ମାଝିଙ୍କ ମୃତ୍ୟୁ ହୋଇଛି। ପୋଲିସ କହିଛି, ଶିଲା ତାଙ୍କ ଘର ବାରଣ୍ଡାରେ ଖେଳୁଥିବାବେଳେ ଘର ସାମ୍ନାରେ ଥିବା ପୋଖରୀକୁ ଭୁଲ ବଶତଃ ପଶି ଯାଇ ପାଣିରେ ବୁଡ଼ି ଯାଇ ମୃତ୍ୟୁବରଣ କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ନଂ. ୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


All Right Reserved By Dharitri.Com

ଆବାସ ଯୋଜନାରେ ସହାୟତା ପ୍ରଦାନରେ ବିଳମ୍ବ: ବିଡିଓଙ୍କୁ ଦାବିପତ୍ର ଦେଲେ ହିତାଧିକାରୀ

କୋରେଇ,୨୨ା୧୧(ସ୍ବ.ପ୍ର.): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଜହ୍ନା ପଞ୍ଚାୟତର ବହୁ ହିତାଧିକାରୀ ୧ ବର୍ଷ ହେବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ଆବାସ...

ଭଟଲିରେ ରଥଯାତ୍ରା ପ୍ରସ୍ତୁତି, ଜୋରଦାର ଚାଲିଛି ରଥଚକ ନିର୍ମାଣ: ସରକାରୀ ଅନୁଦାନ ମିଳୁ ନ ଥିବା ଅଭିଯୋଗ

ଭଟଲି,୧।୬(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶା ଶ୍ରୀକ୍ଷେତ୍ର ଭାବେ ପ୍ରସିଦ୍ଧି ଲାଭ କରିଛି ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ଧାମ। ଏଠାରେ ପୂଜା ପାଆନ୍ତି ଆରାଧ୍ୟ...

ବାଧକ ସାଜିଛି ନାରମୁଣ୍ଡା ନାଳ, ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର

ଝରିଗାଁ,୭।୮(ସ୍ବ.ପ୍ର.): ସ୍କୁଲକୁ ଯିବାକୁ ରାସ୍ତାଘାଟ ନାହିଁ, ପାଠ ପଢ଼ିବାକୁ ଇଚ୍ଛା ଥିଲେ ମଧ୍ୟ ନିୟମିତ ବିଦ୍ୟାଳୟକୁ ଯିବା ନେଇ ବାଧକ ସାଜିଛି ନାରମୁଣ୍ଡା ନାଳ। ବର୍ଷା...

ଟ୍ରେନ୍‌ରୁ ପଡି ଯୁବକ ଗୁରୁତର

ଯାଜପୁର ରୋଡ,୧୪ା୧୦(ନି.ପ୍ର.):  ଯାଜପୁର ରୋଡ ଷ୍ଟେଶନ ନିକଟରେ ରବିବାର ଜଣେ ଯୁବକ ଟ୍ରେନ୍‌ରୁ ଖସି ପଡି ଗୁୁରୁତର ହୋଇଛନ୍ତି। ଯୁବକ ଜଣଙ୍କ ବିହାର ରାଜ୍ୟର ଶୁମନ୍ତ...

ପରୀକ୍ଷା ଫି’ ବୃଦ୍ଧିକୁ ନେଇ ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି: ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା

ବୈସିଙ୍ଗା, ୧୮।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଯୁକ୍ତ ୩ କଳା ଓ ବିଜ୍ଞାନ ପାଠ୍ୟକ୍ରମ ଶେଷ ବର୍ଷ ବା ଷଷ୍ଠ ସେମିଷ୍ଟର...

ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ: ଖୁବଶୀଘ୍ର ଚାଇଲ୍ଡ ଲାଇନ ୧୦୯୮ ଆରମ୍ଭ ହେବ

ନୂଆପଡା ଅଫିସ,୨୯ା୮:  ଶିଶୁଙ୍କ ସେବା, ସୁରକ୍ଷା ଏବଂ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଖୁବଶୀଘ୍ର ଚାଇଲ୍ଡ ଲାଇନ ୧୦୯୮ ସେବା ଆରମ୍ଭ ହେବ ବୋଲି ଜିଲାପାଳ...

ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ରୂପ୍‌ସା, ୧୯।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ପରିକ୍ଷୀ ଫାଣ୍ଡି ଅନ୍ତଗର୍ର୍ତ ରଘୁନାଥପୁର ଗ୍ରାମର ହରିହର ତରେଇ (୪୬)ଙ୍କ ମୃତଦେହକୁ ରବିବାର ବୁଢ଼ାବଳଙ୍ଗ ନଦୀରୁ ପୋଲିସ ଉଦ୍ଧାର କରିଛି।...

ଜୁଆ ଆଡ୍ଡାରେ ଚଢ଼ାଉ: ୧୫ ଜୁଆଡ଼ି ଗିରଫ

ଭଞ୍ଜନଗର,୮।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ତାରସିଂ ପୋଲିସ ସୋମବାର ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ କରି ୧୫ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ନଗଦ ୧୦...

Leave a comment

Your email address will not be published. Required fields are marked *