ଆଜିଠୁ ୬,୮୯୧ ନବନିଯୁକ୍ତ ଶିକ୍ଷକଙ୍କୁ ମିଳିବ ପ୍ରଶିକ୍ଷଣ

ଭୁବନେଶ୍ବର,୧ା୮(ବ୍ୟୁରୋ): ରାଜ୍ୟ ସରକାର ୬,୮୯୧ ମାଧ୍ୟମିକ ଶିକ୍ଷୟିତ୍ରୀ ଏବଂ ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି। ଉକ୍ତ ନବନିଯୁକ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପ୍ରଶିକ୍ଷଣ ଦେବା ଲାଗି ଏକ ୨ ଦିନିଆ ଶିବିର ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମ ସୋମବାର ଅପରାହ୍ନ ୫ଟା ୧୦ ମିନିଟ୍‌ରେ କଳିଙ୍ଗ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ସମସ୍ତ ଶିକ୍ଷୟିତ୍ରୀ ଏବଂ ଶିକ୍ଷକଙ୍କୁ ଆସିବା ଲାଗି ବସ୍‌ ବ୍ୟବସ୍ଥା ମଧ୍ୟ କରାଯାଇଛିି। ଏପରିକି ସରକାରଙ୍କ ତରଫରୁ ସେମାନଙ୍କ ରହଣୀ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି କାର୍ଯ୍ୟକ୍ରମ କଳିଙ୍ଗ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବା ସହିତ କେତେଜଣଙ୍କୁ ନିଯୁକ୍ତି ପତ୍ର ମଧ୍ୟ ପ୍ରଦାନ କରିବେ। ଏହାପରେ ନୂତନ ଭାବେ ନିଯୁକ୍ତି ପାଇଥିବା ସମସ୍ତଙ୍କୁ ସେମାନଙ୍କ ଆଗାମୀ ଯୋଜନା ବିଷୟରେ କହିବାକୁ ସୁଯୋଗ ଦିଆଯିବ। ଏହାସହ ପିଲାମାନଙ୍କୁ ପାଠ ପଢାଇବା କ୍ଷେତ୍ରରେ ୫-ଟି ସ୍କୁଲରେ ଯେଉଁସବୁ ବ୍ୟବସ୍ଥା ହୋଇଛି ତା’ର ଉପଯୁକ୍ତ ବ୍ୟବହାର ଆଦି ସମ୍ପର୍କରେ ପ୍ରଶିକ୍ଷଣ ଦିଆଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri