ରାଜ୍ୟରେ ୬୯ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୭ ହଜାର ୯୨୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୧୪ ଥିବା ବେଳେ ଅନୁଗୋଳରୁ ୫, ବାଲେଶ୍ୱରରୁ ୬, ବଲାଙ୍ଗୀରରୁ ୧, କଟକରୁ ୧୧, ଦେବଗଡ଼ରୁ ୨, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୧, କେନ୍ଦୁଝରରୁ ୩, ଖୋର୍ଦ୍ଧରୁ ୫, କୋରାପୁଟରୁ ୧, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୧, ପୁରୀରୁ ୧, ସମ୍ଭଲପୁରରୁ ୪ ଆକ୍ରାନ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri