ବରଗଡ଼ରେ ଆଜି ୬୯ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୭୭୬୭ରେ ପହଞ୍ଚିଲା

ବରଗଡ଼ ଅଫିସ,୧୫ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଜିଲାରେ ପୁଣି ୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକରୁ ୪, ବରଗଡ଼ ପୌରାଞ୍ଚଳରେ ୫, ବରଗଡ଼ ବ୍ଲକର ୪, ଅତାବିରା ବ୍ଲକର ୮, ଅତାବିରା ଏନ୍‌ଏସିର ଜଣେ, ପଦ୍ମପୁର ବ୍ଲକର ୮, ପଦ୍ମପୁର ଏନ୍‌ଏସିର ୫, ବରପାଲି ବ୍ଲକର ୮, ଭଟଲି ବ୍ଲକର ୧୦, ପାଇକମାଳ ବ୍ଲକର ୪, ଅମ୍ବାଭୋନା ୩, ବିଜେପୁର ବ୍ଲକର ୪, ଗାଇସିଲେଟ ବ୍ଲକର ୪, ଝାରବନ୍ଧ ବ୍ଲକର ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ, ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୭୬୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬୯୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟ ୮୧୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ ଏବଂ ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସିତ ହେଉଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri