ଆଜି ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ, ୩୩୬୭୦୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୨।୨(ବ୍ୟୁରୋ): ସୋମବାର ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୭୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୮ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସମ୍ବଲପୁରରୁ ସର୍ବାଧିକ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧, ଝାରସୁଗୁଡ଼ାରୁ ଏବଂ ବରଗଡ଼ରୁ ୬ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨, ବାଲେଶ୍ୱର ୨, ବଲାଙ୍ଗୀର ୧, ବୌ୍‌Rଦ୍ଧ ୧, କଟକ ୨, ଦେବଗଡ଼ ୪, ଗଜପତି ୧, ଯାଜପୁର ୪, କଳାହାଣ୍ଡି ୧, ଖୋର୍ଦ୍ଧା ୩, ନୂଆପଡ଼ା ୫, ପୁରୀ ୨, ରାୟଗଡ଼ା ୨ ଏବଂ ସୋନପୁରରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୭୦୫ରେ ପହଞ୍ଚିଥିବା ବେଳେ ୩,୩୪,୧୦୭ ଜଣ ସୁସ୍ଥ ହୋଇଛନ୍ତି। ୬୩୧ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri