ବେକାବୁ କରୋନା: କୋରାପୁଟ ଜିଲାରୁ ଆଉ ୬୯ ପଜିଟିଭ୍‌

କୋରାପୁଟ,୨୭।୯,(ସ୍ବ.ପ୍ର.): କୋରାପୁଟ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଉଥିବା ବେଳେ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ମୁହାଁ ହୋଇଛି। ରବିବାର ଜିଲାରେ କରୋନାରେ ଆଉ ୬୯ ଜଣ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୫୨କୁ ବୃଦ୍ଧିପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୭ ଆହତ, ୩ ଗୁରୁତର

ଭଦ୍ରକ,୨୯।୮(ସନାତନ ରାଉତ): ଭଦ୍ରକ ଚରମ୍ପା ରେଳ ଓଭର ବ୍ରିଜ ନିକଟରେ ଦୁଇ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ଶୁକ୍ରବାର ରାତିରେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ କିନ୍ନର ଗୋଷ୍ଠୀ ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri