ବରଗଡ଼ରୁ ୬୯ ନୂଆ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୬୨୭୪ରେ ପହଞ୍ଚିଲା

ବରଗଡ଼ ଅଫିସ,୨୯।୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର
ଜିଲାରେ ପୁଣି ୬୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭେଡେନ ବ୍ଲକର ୫, ବରଗଡ଼ ବ୍ଲକର ୩, ବରଗଡ଼ ପୌରାଞ୍ଚଳର ୭, ଅତାବିରା ବ୍ଳକର ୧୨, ଅତାବିରା ଏନ୍‌ଏସିର ୬, ବିଜେପୁର ବ୍ଳକର ୩, ବରପାଲି ବ୍ଲକର ଜଣେ,ବରପାଲି ଏନ୍‌ଏସିର ୪, ଅମ୍ବାଭୋନା ବ୍ଲକର ୨, ପଦ୍ମପୁର ବ୍ଲକର ୨, ପଦ୍ମପୁର ଏନଏସିର ୫, ଭଟଲି ବ୍ଲକର ୪ଜଣ, ପାଇକମାଲ ବ୍ଲକର ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୨୭୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୨ଜଣକର ମୃତ୍ୟୁ ହୋଇଥିବା ବେଳେ ୫୨୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟ ୯୭୨ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?