୬୯ ଛାତ୍ରୀ-ଛାତ୍ର ଶିକ୍ଷକ କରୋନା ପଜିଟିଭ୍‌…

ବେଙ୍ଗାଲୁରୁ,୫।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଭାରତର ଅନେକ ରାଜ୍ୟରେ ଆତଙ୍କ ସୃଷ୍ଟି କରିଛି। ଏହା ପ୍ରଥମେ କର୍ନାଟକ ରାଜ୍ୟରେ ପହଞ୍ଚିିଛି। ରାଜ୍ୟର ୬୯ ଜଣ ଛାତ୍ରୀ,ଛାତ୍ର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସ୍କୁଲ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିକକାମାଲୁରୁ ଜିଲାର ନାବୋଦୟ ବିଦ୍ୟାଲୟରେ ୪୦ ଜଣ ଛାତ୍ର ଏବଂ ଶିକ୍ଷକଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ ଆସିଛି।

ଅପରପକ୍ଷରେ, ଶିବମୋଗାସ୍ଥିତ ଏକ ନର୍ସିଂ ସ୍କୁଲରେ ୨୯ ଶିକ୍ଷାର୍ଥୀ ମଧ୍ୟ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଶିବମୋଗା ଡେପୁଟି କମିଶନର କେ.ବି ଶିବକୁମାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ପିଲାମାନେ ବିଭିନ୍ନ ରାଜ୍ୟରୁ ଏହି ଘରୋଇ ନର୍ସିଂ ସ୍କୁଲକୁ ଆସିଛନ୍ତି। ସୁରକ୍ଷା ଦୃଷ୍ଟିରୁ ହଷ୍ଟେଲ ପରିସରକୁ ସିଲ କରାଯାଇଥିବା ସେ କହିଛନ୍ତି। ଏହି ଘଟଣା ପରେ ଏହି ଅଞ୍ଚଳରେ ରହୁଥିବା ଲୋକଙ୍କ ନମୁନା ମଧ୍ୟ ନିଆଯାଇଛି।

ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶିକ୍ଷାନୁଷ୍ଠାନରେ କୌଣସି କାର୍ଯ୍ୟକ୍ରମ ଆୟୋଜନ ନ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଦୁଇମାସ ପାଇଁ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଯେ କୌଣସି ପ୍ରକାରର ସାମାଜିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ଉପରେ ରାଜ୍ୟ ସରକାର ପ୍ରତିବନ୍ଧକ ଲଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri