Odisha Elections 2024

୬ ଜୁଆଆଡ୍ଡାରୁ ୬୯ ହଜାର ୫୪୦ ଟଙ୍କା ଜବତ

ଛତ୍ରପୁର,୨୪।୧୦(ଦିଲ୍ଲୀପ ସାମଲ): ପାର୍ବଣକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ କଡାକଡି ପାଟ୍ରୋଲିଂ କରାଯାଉଛି। ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନା ଅଞ୍ଚଳରେଥିବା ଜୁଆଆଡ୍ଡା ଉପରେ ଘନଘନ ଚଢ଼ାଉ କରୁଛି l
ଏହି ପରିପ୍ରେକ୍ଷୀରେ ଗଞ୍ଜାମ ପୋଲିସ ଜିଲାର ହିଞ୍ଜିଳିକାଟୁ, ପାତ୍ରପୁର, କବିସୂର୍ଯ୍ୟନଗର, ଭଞ୍ଜନଗର ଓ ବେଲଗୁଣ୍ଠା ଥାନା ଅଞ୍ଚଳରେ ଚାଲିଥିବା ୬ଟି ଜୁଆଆଡ୍ଡା ଉପରେ ଚଢ଼ାଉ କରିଛିି। ଏହା ସହ ୬୯ ହଜାର ୫୪୦ ଟଙ୍କା ମଧ୍ୟ ଜବତହୋଇଛି। ୩୦ ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହିତ ୫ ଟି ମୋଟର ସାଇକେଲକୁ ଜବତ କରାଯାଇଥିବା ଗଞ୍ଜାମ ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆୟୁଷ ଡାକ୍ତରରେ ଚାଲିଛି ସ୍ବାସ୍ଥ୍ୟସେବା

ଭଦ୍ରକ,୧୮ା୫(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଅଡ଼ାଳପଙ୍କ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଆୟୁଷ ଡାକ୍ତରରେ ସ୍ବାସ୍ଥ୍ୟସେବା ଚାଲିଛି।...

ଜାମୁସାହିରେ ପାଣି ପାଇଁ ହାହାକାର

ଓଡ଼ଗାଁ,୧୮ା୫(ଆଦର୍ଶ କୁମାର ପଟ୍ଟନାୟକ): କିଛିଦିନ ତଳେ ପାଣି ଯୋଗାଣକୁ ନେଇ ରଙ୍ଗଣିପାଟଣା ପଞ୍ଚାୟତ ଜାମୁସାହି ଗ୍ରାମବାସୀ ବିଦ୍ୟୁତ୍‌ କାର୍ଯ୍ୟାଳୟ ଘେରାଉ କରି ଲାଇନ୍‌ ସଂଯୋଗ ପାଇଁ...

ଦୁର୍ଦ୍ଦଶାରେ ଡେରାବିଶ ଆଦର୍ଶ ବିଦ୍ୟାଳୟ

ଡେରାବିଶ, ୧୮ା୫(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ପ୍ରତିଷ୍ଠା ହୋଇଥିବା ଆଦର୍ଶ ବିଦ୍ୟାଳୟର ଦୁର୍ଦ୍ଦଶାର ଅନ୍ତ ଘଟୁନାହିଁ। ୨୦୨୨ ମସିହାରେ...

ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ମହିଳା

ରଘୁନାଥପୁର,୧୮ା୫(ରାଜେନ୍ଦ୍ର ନାରାୟଣ ସିଂହ):ପାଇଥିବା ମନିପର୍ସ ଫେରାଇ ସଚ୍ଚୋଟ ପଣିଆର ପରିଚୟ ଦେଇଛନ୍ତି ଜଣେ ମହିଳା। ସେ ହେଲେ ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ଗ୍ରାମର ଅହମ୍ମଦ ରାଜା...

୮୬୭ ବୁଥ୍‌ରେ ହେବ ୱେବ୍‌କାଷ୍ଟିଂ

କେନ୍ଦ୍ରାପଡ଼ା,୧୮ା୫(ଜଗନ୍ନାଥ ଧଳ): ଜୁନ୍‌ ୧ରେ ସାଧାରଣ ନିର୍ବାଚନର ମତଦାନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍‌ ୧୪୪୫ ମଧ୍ୟରୁ...

ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି...

ହୋଟେଲ ରୁମ୍‌ରେ ପୋଲିସ କନ୍‌ଷ୍ଟେବଲଙ୍କୁ ହତ୍ୟା

ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍‌ ନିକଟ ଏକ ହୋଟେଲ ରୁମ୍‌ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି।...

‘୬ଷ୍ଠ ଥର ନବୀନ ମୁଖ୍ୟମନ୍ତ୍ରୀ ହେଲେ ଜମିଜମା ସମସ୍ୟାର ସମାଧାନ କରାଯିବ’

ଜଟଣୀ,୧୮ା୫(ରବୀନ୍ଦ୍ରନାଥ ମହାକୁଡ଼): ଓଡ଼ିଶାରେ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେଲେ ଜଟଣୀରେ ରହିଥିବା ଜମିଜମା ସମସ୍ୟାର ସମାଧାନ କରାଯିବ। ସମସ୍ତ ଏସ୍‌ଏଚ୍‌ଜି ମହିଳାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri