Posted inଖେଳ

ଶ୍ରୀସନ୍ତଙ୍କ ଘରେ ଲାଗିଲା ନିଆଁ

କୋଚି,୨୪।୮: ଭାରତୀୟ କ୍ରିକେଟ ଖେଳାଳି ଏସ୍‌ ଶ୍ରୀସନ୍ତଙ୍କ କେରଳର କୋଚିସ୍ଥିତ ଇଡାପାଲ୍ଲୀ ବାସଭବନରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଏକ ବଖରା ଘର ପୋଡିଯାଇଥିବା ସୂଚନା ମିଳିଛି। ଏହି ଅଗ୍ନିକାଣ୍ଡ ଘଟିବା ସମୟରେ ଘରେ ଶ୍ରୀସନ୍ତଙ୍କ ପରିବାର ସଦସ୍ୟ ଶୋଇଥିଲେ। ଘରେ ନିଆଁ ଲାଗିଥିବା ଦେଖି ସେମାନେ ତୁରନ୍ତ ଘରୁ ବାହାରକୁ ପଳାଇ ଆସିଥିଲେ। ଏହାପରେ ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଏବେ ବି ଏହି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ବେଳେ ବେଶୀ କିଛି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି।


All Right Reserved By Dharitri.Com

Posted inଖେଳ View All

ରୋହିତ ଶର୍ମାଙ୍କୁ ପ୍ରଶଂସାରେ ପୋତି ପକାଇଲେ ପାକିସ୍ତାନ କ୍ରିକେଟର୍‌

ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମେ ଓପନିଂ କରି ଶତକ ଅର୍ଜନ କରିଛନ୍ତି ହିଟ୍‌ମ୍ୟାନ୍‌ ରୋହିତ ଶର୍ମା। ତାଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି ପାକିସ୍ତାନର ପୂର୍ବତନ ବୋଲର୍‌...

ଧ୍ୟାନଚାନ୍ଦଙ୍କୁ ‘ଚାନ୍ଦ୍‌’ କହି ଡାକୁଥିଲେ ସାଥୀ ଖେଳାଳି

ଆଜି ହେଉଛି ଜାତୀୟ କ୍ରୀଡା ଦିବସ।୧୯୦୫ ମସିହା ଆହ୍ଲାବାଦର ପ୍ରୟାଗଠାରେ ହକିର ଯାଦୁଗର ଓ କିମ୍ବଦନ୍ତୀ ପୁରୁଷ ମେଜର ଧ୍ୟାନଚାନ୍ଦ ଏକ ରାଜପୁତ ପରିବାରରେ ଜନ୍ମଗ୍ରହଣ...

ଭାରତକୁ ଜିତାଇଲେ ଅଧିନାୟକ ପ୍ରିୟମ

ଓ୍ବସେଷ୍ଟର, ୨୫।୭ (ପି.ଟି.)- ଅଧିନାୟକ ପ୍ରିୟମ ଗର୍ଗଙ୍କ ଅପରାଜିତ ଶତକୀୟ ଇନିଂସ ବଳରେ ଯୁବ ଭାରତୀୟ କ୍ରିକେଟ୍‌ ଦଳ ଏଠାରେ ତାଲିଥିବା ୧୯ ବର୍ଷରୁ କମ୍‌...

ଦିଲ୍ଲୀ ଶୁଟିଂ ବିଶ୍ୱକପ୍‌ରୁ ଓହରିଲେ ଚାଇନା, ପାକିସ୍ତାନ

ପୁଣେ,୧୮।୨- ଆସନ୍ତା ମାର୍ଚ୍ଚରେ ନୂଆଦିଲ୍ଲୀ ସ୍ଥିତ ଡ. କାର୍ନି ସିଂ ଶୁଟିଂ ରେଞ୍ଜରେ ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ ଆୟୋଜନ ହେବ। ଇଭେଣ୍ଟ ପୂର୍ବରୁ ଆୟୋଜକଙ୍କୁ ବଡ଼ ଆଶ୍ୱସ୍ତି...

ହାତରେ ଓଡ଼ିଆ ଟାଟୁ କରି ଚର୍ଚ୍ଚାରେ ଥିଲେ ଭାରତର ପ୍ରସିଦ୍ଧ ଅଲରାଉଣ୍ଡର

ଭାରତୀୟ କ୍ରିକେଟ ଟିମ୍‌ର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସବୁବେଳେ ଚର୍ଚ୍ଚାରେ ଥାନ୍ତି। କେତେବେଳେ ନିଜ ଗର୍ଲଫ୍ରେଣ୍ଡ୍‌ ପାଇଁ ତ ଆଉ କେତେବେଳେ ନିଜ ଫ୍ୟାଶନ୍‌ ଷ୍ଟାଇଲ୍‌...

ବଶଫାୟାର ରିଲିଫ ମ୍ୟାଚ୍‌ ଖେଳିବେ ଲାରା

ସିଡ୍‌ନୀ,୧।୨- କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଧିନାୟକ ବ୍ରାଏନ ଲାରା ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ କ୍ଷୟକ୍ଷତି ଭରଣ ପାଇଁ ଚ୍ୟାରିଟି ମ୍ୟାଚ୍‌ରେ...

କୋହଲିଙ୍କୁ କ୍ଷମା ମାଗିଲେ ଷ୍ଟେନ୍‌

ଜୋହାନ୍ସବର୍ଗ,୧୪।୮- ଆହତ ସମସ୍ୟା ଯୋଗୁ ପେସର ଡେଲ ଷ୍ଟେନଙ୍କ ଅନ୍ତର୍ଜାତୀୟ କ୍ୟାରିୟର ବହୁ ମାତ୍ରାରେ ବାଧାପ୍ରାପ୍ତ ହୋଇଛି। ଏବେ ସମ୍ପୂର୍ଣ୍ଣ ଫିଟ୍‌ ଓ ଉପଲବ୍ଧ ଥିଲେ...

ଟେଷ୍ଟ କ୍ରିକେଟ୍‌ରେ ସବୁଠୁ ଅଧିକ ବଲ୍‌ର ସମ୍ମୁଖୀନ ହୋଇଥିବା ଖେଳାଳି ଜଣଙ୍କ କିଏ ଜାଣନ୍ତି

କ୍ରିକେଟ୍‌ରେ ଅନେକ ରେକର୍ଡ ସୃଷ୍ଟି ଏବଂ ଭାଙ୍ଗେ। କିନ୍ତୁ ଏମିତି କିଛି ରେକର୍ଡ ରହିଛି ଯାହା ଭାଙ୍ଗିବା କୌଣସି ଖେଳାଳିଙ୍କ ପାଇଁ କଷ୍ଟକର। ସେମିତି ଏକ...

Leave a comment

Your email address will not be published. Required fields are marked *