Posted inUncategorized

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ ଅନୁଗୋଳ ଛାତ୍ର ନେତାଙ୍କ ମଧ୍ୟରେ ଅସନ୍ତୋଷ: ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ଅନୁଗୋଳ ଅଫିସ, ୨୪।୮: ଆଗାମୀ ଛାତ୍ର ସଂସଦ ନିର୍ବାଚନକୁ ରାଜ୍ୟ ସରକାର ବାତିଲ କରିବା ପରେ ଅନୁଗୋଳ ଛାତ୍ରନେତାଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏ ନେଇ ଅନୁଗୋଳ ଜିଲା ଛାତ୍ର କଂଗ୍ରେସ କମିଟି ପକ୍ଷରୁ ଶନିବାର ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଏଥିସହ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।


All Right Reserved By Dharitri.Com

Posted inUncategorized View All

ଅକ୍ଟୋବର ୨୨ରେ ବିସିସିଆଇ ନିର୍ବାଚନ 

ନୂଆଦିଲ୍ଲୀ, ୨୧ା୫ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବହୁ ପ୍ରତିକ୍ଷୀତ କର୍ମକର୍ତ୍ତା ନିର୍ବାଚନ ଅକ୍ଟୋବର ୨୨ରେ ହେବ। ପ୍ରଶାସକ କମିଟି (ସିଓଏ) ମଙ୍ଗଳବାର ଏହା...

‘ଜଙ୍ଗଲରୁ ଆଦିବାସୀଙ୍କୁ ତଡ଼ିବାକୁ ଷଡ଼ଯନ୍ତ୍ର ଚାଲିଛି’

ବ୍ରହ୍ମପୁର ଅଫିସ୍‌, ୧୨ା୯-ଦେଶର ୧୧ ଲକ୍ଷରୁ ଊର୍ଦ୍ଧ୍ୱ ଆଦିବାସୀ ଓ ବନଜୀବୀଙ୍କୁ ଜଙ୍ଗଲ ଜମିରୁ ଉଚ୍ଛେଦର ଉଦ୍ୟମ ତଥା ଭାରତୀୟ ଜଙ୍ଗଲ ଆଇନ -୧୯୨୭ରେ ପ୍ରସ୍ତାବିତ...

୧୮ରେ ଆନ୍ଦୋଳନ କରିବ ଜିଲା କଂଗ୍ରେସ

କେନ୍ଦ୍ରାପଡା ଅଫିସ, ୫।୨:କେନ୍ଦ୍ରାପଡା ଜିଲା ସ୍ବାସ୍ଥ୍ୟସେବାର ବିକାଶ ପାଇଁ ମେଡିକାଲ କଲେଜ ପ୍ରତିଷ୍ଠା ଆବଶ୍ୟକ। ଏହି ଦାବିରେ ଆସନ୍ତା ୧୮ ତାରିଖରେ ଜିଲା କଂଗ୍ରେସ ପକ୍ଷରୁ...

ବିଦ୍ୟୁତ୍‌ ଆଘାତରେ ନାବାଳକଙ୍କ ମୃତ୍ୟୁ ଘଟଣା: ୪ ସପ୍ତାହରେ କ୍ଷତିପୂରଣ ଦେବାକୁ ଏନ୍‌ଏଚ୍‌ଆର୍‌ସିର ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): କଟକ ଜିଲା ବାଙ୍କୀର ନାବାଳକ ଶଙ୍କର ନାୟକଙ୍କର ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟଣା ନେଇ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) କ୍ଷୋଭ ପ୍ରକାଶ...

ଆଜି ହାଓଡି ମୋଦି କାର୍ଯ୍ୟକ୍ରମ

ହ୍ୟୁଷ୍ଟନ୍‌,୨୨ା୯(ଆଇଏଏନ୍‌ଏସ୍‌): ଆମେରିକାର ଟେକ୍ସାସ୍‌ ପ୍ରଦେଶ ଅନ୍ତର୍ଗତ ହ୍ୟୁଷ୍ଟନ୍‌ ସହରରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇବା ପାଇଁ ଅନୁଷ୍ଠିତ ହେବ ‘ହାଓଡି ମୋଦି’ କାର୍ଯ୍ୟକ୍ରମ।...

ନିଶାନ ପକ୍ଷରୁ ସହାୟତା

ଭୁବନେଶ୍ୱର,୧୫-୫: ଫନୀ ପ୍ରଭାବିତ ଲୋକଙ୍କୁ ସହାୟତା କରିବା ଲାଗି ନିଶାନ ଇଣ୍ଡିଆ ଆଗେଇ ଆସିଛି। କମ୍ପାନୀ ପକ୍ଷରୁ କଟକ ଏବଂ ଭୁବନେଶ୍ୱରରେ ଜରୁରୀକାଳୀନ ମରାମତି ଟିମ୍‌...

ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କ ଠାରୁ ଟଙ୍କା ନେବା ଭିଡିଓ ଭାଇରାଲ ପ୍ରସବ କରାଇଦେବା ପାଇଁ ନେଲେ ୫ ହଜାର

ନୟାଗଡ଼ ଅଫିସ,୩।୯-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ଅଭିଯୋଗ ହେଉଛି। ଜଣେ ମହିଳାଙ୍କୁ ପ୍ରସବ କରାଇଦେବା ପାଇଁ ଡାକ୍ତର, ଆଟେଣ୍ଡାଣ୍ଟ ଓ ଆଶା...

Leave a comment

Your email address will not be published. Required fields are marked *