Posted inଜାତୀୟ

ଡ୍ରେନ୍‌ ସଫାକଲେ ଜିଲାପାଳ

ରାମପୁର,୨୪।୮: ଉତ୍ତର ପ୍ରଦେଶ ରାମପୁର ଜିଲାର ଜିଲାପାଳ ଅନଜାନେୟ କୁମାର ସିଂ ଡ୍ରେନ୍‌ ସଫା କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ଜିଲାପାଳ କହିଛନ୍ତି ଡ୍ରେନ୍‌ ସଫା ରଖିଲେ ହିଁ ଲୋକେ ସୁସ୍ଥ ରହିବେ। ଜିଲାକୁ ରୋଗମୁକ୍ତ ରଖିବାକୁ ଏହି ଅଭିଯାନ ଆରମ୍ଭ ହୋଇଥିବା ଜିଲାପାଳ ପ୍ରକାଶ କରିଛନ୍ତି। ଜନ୍ମାଷ୍ଟମୀ ଅବସରରେ ଏହି କାମ ଆରମ୍ଭ କରାଯାଇଥିବା ବେଳେ ଗୋଟିଏ ସପ୍ତାହ ମଧ୍ୟରେ ଏହା ସମ୍ପୂର୍ଣ୍ଣ ହେବ ବୋଲି ସେ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେଉଁମାନେ ଡ୍ରେନ୍‌ ସଫା କରୁଛନ୍ତି ସେମାନେ ମଧ୍ୟ ଆମ ଭଳି ମଣିଷ। ତେଣୁ ସେମାନେ ଏହି କାମ କରିବା ସମୟରେ ସେମାନଙ୍କୁ କେତେ କଷ୍ଟ ହେଉଥିବ ତାହା ମୁଁ ସହଜରେ ଅନୁମାନ କରିପାରୁଛି ବୋଲି ଜିଲାପାଳ କହିଛନ୍ତି।


All Right Reserved By Dharitri.Com

କାଜୁ ବିକ୍ରି କରି ଘର ଚଳାଉଥିବା ଏହି ଝିଅ ଏବେ ଯିବେ ନାସା

କଥାରେ ଅଛି ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସେ ଏବଂ କଠିନ ପରିଶ୍ରମ ଦ୍ୱାରା ସାରା ଜଗତକୁ ମଧ୍ୟ ଜିଣିହୁଏ। ଏହି ଉକ୍ତିଟିର ସଫଳ...

ଲୋକ ସଭା ନିର୍ବାଚନ: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ

ନୂଆଦିଲ୍ଲୀ,୧୭।୪: ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ ଆସନରେ...

ମୁମ୍ବାଇରେ ପ୍ରବଳ ବର୍ଷା : ୩ ମୃତ, ୫ ଆହତ

ମୁମ୍ବାଇ,୨୯ା୬(ପି.ଟି.): ମୁମ୍ବାଇରେ ଶୁକ୍ରବାର ପ୍ରବଳ ବର୍ଷାରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୫ ଆହତ ହୋଇଛନ୍ତି। ଚଳିତ ବର୍ଷ ବହୁ ବିଳମ୍ବରେ ମୌସୁମୀ ମହାରାଷ୍ଟ୍ର...

ଧନତେରସରେ ଘରକୁ ଆଣନ୍ତୁ ନାହିଁ ଏସବୁ ଜିନିଷ

ଧନତେରସରେ ବିଭିନ୍ନ ଜିନିଷ କିଣାକିଣି କଲେ ଘରକୁ ଲକ୍ଷ୍ମୀ ଆସିଥାଆନ୍ତି ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଲୋକେ ସୁନାରୂପା କିଣିବାର ବିଧି ରହିଛି। ହେଲେ ଏବେ...

ବନ୍ୟାରୁ ଏକ ମାସର ଶିଶୁକୁ ‘ବସୁଦେବ’ଙ୍କ ଭଳି ଉଦ୍ଧାର କଲେ ପୋଲିସ ଅଧିକାରୀ

ବଡୋଦରା, ୨।୮: ଗୁଜରାଟର ବଡୋଦରାରେ ବନ୍ୟା ପରିସ୍ଥିତି ସଙ୍ଗୀନ ହୋଇପଡିଛି। ବନ୍ୟା ପାଣି ଘରେ ପଶିଯିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସାମ୍ନା କରୁଛନ୍ତି।...

ବସ୍‌ ଷ୍ଟପ୍‌ରୁ ମିଳିଥିବା ୪୦ ହଜାର ଫେରାଇଲେ ଶ୍ରମିକ: ପୁରସ୍କାର ଭାବେ ବସ୍‌ ଭଡ଼ା ପାଇଁ ନେଲେ କେବଳ ୭ ଟଙ୍କା

ମୁମ୍ବାଇ,୪।୧୧: କୁହାଯାଏ ଅଭାବରୁ ସ୍ବଭାବ ନଷ୍ଟ। ତେବେ ଏହା ମହାରାଷ୍ଟ୍ରର ଜଣେ ଶ୍ରମିକଙ୍କ ପାଖରେ ମିଥ୍ୟାରେ ପରିଣତ ହୋଇଛି। ସ୍ଥାନୀୟ ସାତାରାରେ ବାସ କରୁଥିବା ୫୪...

ଚଳିତ ବର୍ଷ ଶେଷ ସୁଦ୍ଧା ଜମ୍ମୁ-କଶ୍ମୀରରେ ହେବ ସାଧାରଣ ନିର୍ବାଚନ: ଶାହ

ନୂଆଦିଲ୍ଲୀ,୨୮।୬: ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନକୁ ଆଉ ୬ ମାସ ବୃଦ୍ଧି କରିବା ସହ ଚଳିତ ବର୍ଷ ଶେଷ ସୁଦ୍ଧା ସେଠାରେ ସାଧାରଣ ନିର୍ବାଚନ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀ...

ଦିଲ୍ଲୀରେ ବିଏସ୍‌ପି ପ୍ରାର୍ଥୀଙ୍କ ପାଇଁ ଷ୍ଟାର ପ୍ରଚାରକ ସାଜିବେ ମାୟାବତୀ

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ଫେବୃୟାରୀ ୮ରେ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କୁ ଜନତାଙ୍କ ସହ ନିକଟତର...

Leave a comment

Your email address will not be published. Required fields are marked *