୨୪ ଘଣ୍ଟାରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୮୩ ପିଲା

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ ୧୮ ବର୍ଷରୁ କମ ବର୍ଗର। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୨୯୪ଟି ହେଉଛି ଲୋକାଲ କେସ୍‌।

ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୨୩ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୯୦, ଅନୁଗୋଳ ଜିଲାରୁ ୬, ବାଲେଶ୍ୱରରୁ ୩୦, ଭଦ୍ରକ ୧୩, ଦେବଗଡ଼ରୁ ଜଣେ, ଢେଙ୍କାନାଳ ୪, ଗଜପତି ୨, ଗଞ୍ଜାମ ୨, ଜଗତସିଂହପୁର ୨୫, ଯାଜପୁରରୁ ୩୯, ଝାରସୁଗୁଡ଼ାରୁ ୬, କଳାହାଣ୍ଡି ୨, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରରୁ ଜଣେ, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୧୮, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୩, ପୁରୀରୁ ୧୮, ରାୟଗଡ଼ାରୁ ୭, ସମ୍ବଲପୁରରୁ ୮, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୫ ଓ ଷ୍ଟେଟ୍‌ ପୁଲ୍‌ରୁ ୨୬ ଆକ୍ରାନ୍ତ ଅଛନ୍ତି।

ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୬୨୧ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୦,୦୫,୫୬୪ଜଣ ସୁସ୍ଥ ହୋଇସାରିଛନ୍ତି। ୫,୮୭୬ଜଣ ଏବେ ଚିକିତ୍ସାଧୀନ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri