Posted inଖେଳ

ପ୍ରଣୀଥଙ୍କୁ ବ୍ରୋଞ୍ଜ

ବାସେଲ(ସୁଇଜରଲାଣ୍ଡ),୨୪।୮(ପି.ଟି.): ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପରେ ପୁରୁଷ ସିଙ୍ଗଲ୍ସ ଖେଳାଳି ବି. ସାଇ ପ୍ରଣୀଥଙ୍କୁ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ସେମିଫାଇନାଲରେ ସେ ବିଶ୍ୱର ନଂ ୧ ଖେଳାଳି ଜାପାନର କେଣ୍ଟୋ ମୋମୋଟାଙ୍କଠାରୁ ୧୩-୨୧, ୮-୨୧ ଗେମ୍‌ରେ ହାରି ଯାଇଛନ୍ତି। ପ୍ରକାଶ ପାଦୁକୋନ୍‌(୧୮୮୩)ଙ୍କ ପରେ ଏହି ସମ୍ମାନଜନକ ଟୁର୍ନାମେଣ୍ଟରେ ପଦକ ହାସଲ କରିବାରେ ସେ ପ୍ରଥମ ଭାରତୀୟ ପୁରୁଷ ଖେଳାଳି।


All Right Reserved By Dharitri.Com

Posted inଖେଳ View All

ନେମାରଙ୍କ ପାଇଁ ବାଲେ, ଜେମ୍ସଙ୍କ ସହ ୧୦୦ ନିୟୁତ

ପ୍ୟାରିସ,୨୩।୮(ପିଟି): ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) ଷ୍ଟାର ଷ୍ଟ୍ରାଇକର ନେମାର ଜୁନିୟରଙ୍କୁ ଦଳରେ ନେବା ପାଇଁ ବହୁ ଦଳ ଆଗଭର ହୋଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛି...

କରୋନା ପୀଡ଼ିତ ପୂର୍ବତନ ରିୟଲ ମାଡ୍ରିଡ୍‌ ସଭାପତିଙ୍କ ପରଲୋକ

ମାଡ୍ରିଡ୍‌,୨୨।୩- ପୂର୍ବତନ ରିୟଲ ମାଡ୍ରିଡ୍‌ ସଭାପତି ୭୬ ବର୍ଷୀୟ ଲୋରେଞ୍ଜୋ ସାଞ୍ଜଙ୍କ ପରଲୋକ ଘଟିଛି। କରୋନା ଭାଇରସ ଯୋଗୁ ଶନିବାର ତାଙ୍କର ମୃତ୍ୟୁ ହୋଇଛି। ଏ...

ଦୁଲୀପ ଟ୍ରଫି: ଦ୍ୱିତୀୟ ଦିନର ଖେଳ ବାତିଲ

ବେଙ୍ଗାଲୁରୁ,୧୮।୮(ପି.ଟି.)- ସ୍ଥାନୀୟ ଜଷ୍ଟ କ୍ରିକେଟ ଏକାଡେମୀ ଗ୍ରାଉଣ୍ଡରେ ଇଣ୍ଡିଆ ବ୍ଲୁ ଓ ଇଣ୍ଡିଆ ଗ୍ରୀନ୍‌ ମଧ୍ୟରେ ଚାଲିଥିବା ଦୁଲୀପ ଟ୍ରଫି ଉଦ୍‌ଘାଟନୀ ମ୍ୟାଚର ଦ୍ୱିତୀୟ ଦିନ...

କୋଭିଡ୍‌-୧୯ ପ୍ରଭାବିତ ଦଳକୁ ଆର୍ଥିକ ସହାୟତା ଦେବ ଇଂଲିଶ ଫୁଟବଲ ଲିଗ୍‌

ଲଣ୍ଡନ, ୨୦।୩(ଏପି)- କୋଭିଡ-୧୯ ଦ୍ୱାରା ପ୍ରଭାବିତ କ୍ଲବଗୁଡ଼ିକ ପାଇଁ ଇଂଲିଶ ଫୁଟବଲ ଲିଗ୍‌ ୫୦ ନିୟୁତ ପାଉଣ୍ଡ୍ସର ଆର୍ଥିକ ସହାୟତା ଘୋଷଣା କରିଛି। ଏହା ଭାରତୀୟ...

ସୁପର ଓଭରରେ ଜିତିଲା ଜିମ୍ବାଓ୍ବେ

ଲଣ୍ଡନ,୨୬।୬- ଦିନିକିଆ ସିରିଜ୍‌ରେ ୨-୦ରେ ପରାସ୍ତ ହେବା ପରେ ସୁପର ଓଭର ଜରିଆରେ ଜିମ୍ବାଓ୍ବେ ପ୍ରଥମଥର ବିଜୟ ସ୍ବାଦ ଚାଖିଛି। ମଙ୍ଗଳବାର ଖେଳାଯାଇଥିବା ଟି୨୦ ମ୍ୟାଚ୍‌ରେ...

ବାର୍ଟି ବର୍ଷର ଶ୍ରେଷ୍ଠ ମହିଳା ଟେନିସ ଖେଳାଳି

ଲସ୍‌ ଏଞ୍ଜେଲ୍ସ, ୧୨।୧୨ (ଏଏଫ୍‌ପି)- ଚଳିତ ସିଜନରେ ଦମ୍‌ଦାର ପ୍ରଦର୍ଶନ କରିଥିବା ଅଷ୍ଟ୍ରେଲିଆର ମହିଳା ଟେନିସ ଖେଳାଳି ଆସଲେଇଘ ବାର୍ଟି ୨୦୧୯ ବର୍ଷ ଲାଗି ‘ଡବ୍ଲ୍ୟୁଟିଏ...

ପ୍ରସ୍ତୁତ ରୁହ : ବାତ୍ରା

ନୂଆଦିଲ୍ଲୀ, ୨୯ା୩ (ପି.ଟି.)- ପରିସ୍ଥିତିରେ ସୁଧାର ଆସିଲେ କୋଭିଡ୍‌-୧୯ ଯୋଗୁ ସ୍ଥଗିତ ରହିଥିବା ଟୋକିଓ ଅଲିମ୍ପିକ୍ସ କ୍ୱାଲିଫିକେଶନ ଇଭେଣ୍ଟଗୁଡ଼ିକ ଅନୁଷ୍ଠିତ ହେବ। ହେବାକୁଥିବା ଟୁର୍ନାମେଣ୍ଟଗୁଡ଼ିକର ଏକ...

କରୋନାଭାଇରସ୍‌ ଆତଙ୍କ: ଚାଇନିଜ୍‌ ଗ୍ରାଁ ପ୍ରି ଘୁଞ୍ଚିଲା

ପ୍ୟାରିସ୍‌,୧୩।୨(ଏଏଫ୍‌ପି)- କରୋନାଭାଇରସ୍‌ର ଆତଙ୍କ ଏବେ କ୍ରୀଡ଼ାକୁ ମଧ୍ୟ ପ୍ରଭାବିତ କରିଛି। ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହେବାକୁ ଥିବା ଚାଇନିଜ ଗ୍ରାଁ ପ୍ରିକୁ ଏଥିପାଇଁ ଘୁଞ୍ଚାଇ...

Leave a comment

Your email address will not be published. Required fields are marked *