Posted inଭଦ୍ରକ

ପୋଖରୀରେ ପଡ଼ି ମହିଳା ମୃତ

ତିହିଡ଼ି, ୨୪।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧା ପଞ୍ଚାୟତ ଖରିଦାସାହି ଗ୍ରାମର ମୌନାବତୀ ସାହୁ(୫୦) ଶନିବାର ପୋଖରୀରେ ପଡ଼ି ପ୍ରାଣ ହରାଇଛନ୍ତି। ସେ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ପାଣିରେ ପଡ଼ିଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପୋଖରୀରୁ ଉଦ୍ଧାର କରି ପରିବାର ଲୋକେ ତିହିଡି ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତିହିଡ଼ି ଥାନା ପୋଲିସ ଏ ନେଇ ଏକ ଅପମୃତ୍ୟୁ ମାମଲା(ନଂ.୩୯/୧୯) ରୁଜୁ କରିଛି।


All Right Reserved By Dharitri.Com

ମାସ୍କ, ସାନିଟାଇଜର ବାଣ୍ଟିଲେ ଏମ୍‌ପି

ଭଦ୍ରକ ଅଫିସ,୨୧।୪: ଭଦ୍ରକ ସହରର କାର୍ଯ୍ୟରତ ଖବରଦାତାଙ୍କୁ ଏମ୍‌ପି ମଞ୍ଜୁଲତା ମଣ୍ଡଳ ମାସ୍କ, ସାନିଟାଇଜର, ଗ୍ଳୋବ୍ସ ଓ ଟୋପି ବଣ୍ଟନ କରିଛନ୍ତି। ଜିଲା ଗ୍ରାମ୍ୟ ଉନୟନ...

ପାଟ୍ରୋଲିଂ ବେଳେ ମଦ ଜବତ: ଜଣେ ଗିରଫ

ଧାମନଗର,୧୮।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ପୋଲିସ ସୋମବାର ରାତିରେ ଭଗବାନପୁର ଛକ ନିକଟରୁ ଜଣଙ୍କୁ ଗିରଫ କରିଛି। ତାଙ୍କଠାରୁ ୩୧ ବୋତଲ (୬ ଲିଟର...

ରାସ୍ତାରୁ ଖୋଳା ଚାଲିଛି ନିମ୍ନମାନର ପିଚୁ

ଭଦ୍ରକ ଅଫିସ,୭।୩: ଭଦ୍ରକ ଗ୍ରାମ୍ୟ ଉନ୍ନୟନ ବିଭାଗ(୨) ଅଧୀନ ସଦର ବ୍ଲକର ସରଗଡ଼ିଆ-ଚନ୍ଦନପୁର ରାସ୍ତାକାମ ନିମ୍ନମାନର ହେଉଥିବା ନେଇ ଅଭିଯୋଗ ଉଠିଥିଲା। ଏହି ନିମ୍ନମାନର ରାସ୍ତାକାର୍ଯ୍ୟକୁ...

ସେବା ସମବାୟ ସମିତିରେ ଦୁର୍ନୀତି ଅଭିଯୋଗ: ଜିଲାପାଳଙ୍କଠାରେ ଫେରାଦ ହେଲେ ଚାଷୀ

ଭଦ୍ରକ ଅଫିସ,୧୭।୧୦- ଭଦ୍ରକ ବ୍ଲକ ଚୂଡ଼ାକୁଟି ସେବା ସମବାୟ ସମିତିରେ ବ୍ୟାପକ ଦୁର୍ନୀତି ହେଉଥିବା ନେଇ ଅଭିଯୋଗ କରାଯାଇଛି। ଏହି ସମବାୟ ସମିତି ଅଧୀନ ଚୂଡ଼ାକୁଟି,...

ସରପଞ୍ଚ, ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭଦ୍ରକ ଅଫିସ,୩୦।୮: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ସରପଞ୍ଚ ଓ ସେବା ସମବାୟ ସମିତିର ସମ୍ପାଦକଙ୍କ ଘରେ ଶୁକ୍ରବାର ସକାଳୁ ବାଲେଶ୍ୱର ଭିଜିଲାନ୍ସର ଏକ...

ଆଗରପଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ: ଶ୍ରେଣୀଗୃହରେ ଅଚେତ ହେଲେ ଛାତ୍ରୀ, ଚାଲିଛି ଚିକିତ୍ସା

ବନ୍ତ, ୧୪।୮(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୯ମ ଶ୍ରେଣୀ କକ୍ଷରେ ବୁଧବାର କେତେକ ଛାତ୍ରୀ ହଠାତ୍‌ ଅଣନିଃଶ୍ୱାସୀ ହୋଇ ଅଚେତ...

ପ୍ରକୃତି ବନ୍ଧୁ ବିଦ୍ୟାଳୟ

ଭଦ୍ରକ ସହର ଉପକଣ୍ଠ ତ୍ରିଶଳପୁରଠାରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅନ୍ୟମାନଙ୍କ ପାଇଁ ପାଲଟିଛି ଏକ ଆଦର୍ଶ ଶିକ୍ଷାନୁଷ୍ଠାନ। ସ୍କୁଲ ହତା ମଧ୍ୟରେ ସୁନ୍ଦର...

ଉଦ୍‌ଘାଟନର ୧୫ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ରକ୍ତଭଣ୍ଡାର

ବାସୁଦେବପୁର, ୬।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାର ଉଦ୍‌ଘାଟନ ହେବାର ୧୫ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରି ନାହିଁ।...

Leave a comment

Your email address will not be published. Required fields are marked *