ସରକାରଙ୍କୁ ୬୯୫୯ କୋଟି ଟଙ୍କା ଦେଲା SBI, ଜାଣନ୍ତୁ କାହିଁକି ?

ନୂଆଦିଲ୍ଲୀ, ୨୨।୬: ଦେଶର ସବୁଠାରୁ ବଡ଼ ବ୍ୟାଙ୍କ SBI ସରକାରଙ୍କୁ ରେକର୍ଡ ପରିମାଣର ଡିଭିଡେଣ୍ଡ୍‌ ଦେଇଛି । ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ୍‌ର ଚେୟାରମ୍ୟାନ୍‌ ଦୀନେଶ ଖାରା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ୬୯୫୯.୨୯ କୋଟି ଟଙ୍କାର ଚେକ୍‌ ଦେଇଛନ୍ତି । ଏନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଅର୍ଥମନ୍ତ୍ରୀ ସୂଚନା ଦେଇଛନ୍ତି । ଏହି ଡିଭିଡେଣ୍ଡ ୨୦୨୩-୨୪ ବର୍ଷର । SBI ଛଡ଼ା ବ୍ୟାଙ୍କ୍‌ ଅଫ୍‌ ମହାରାଷ୍ଟ୍ର ମଧ୍ୟ ଡିଭିଡେଣ୍ଡର ଘୋଷଣା କରିଛି ।

SBI ମଧ୍ୟ ଏହାର ସେୟାର ହୋଲ୍ଡର ବା ଅଂଶୀଦାର ମାନଙ୍କୁ ସେୟାର ପ୍ରତି ୧୩.୭୦ ପଇସା ଡିଭିଡେଣ୍ଡ ଦେବା ନେଇ ମଧ୍ୟ ଘୋଷଣା କରିଛି । ୨୦୨୩ ଆର୍ଥିକ ବର୍ଷରେ ଷ୍ଟେଟ୍‌ ବ୍ୟାଙ୍କ୍‌ ପ୍ରତି ସେୟାର ପିଛା ୧୧.୩୦ ଟଙ୍କା ଡିଭିଡେଣ୍ଡ ଘୋଷଣା କରିଥିଲା । ୨୦୨୪ ଆର୍ଥିକ ବର୍ଷରେ SBIର ନେଟ୍‌ ଲାଭ ରେକର୍ଡ କରିଛି । ବ୍ୟାଙ୍କର ମୋଟ ୬୭,୦୮୫ କୋଟି ଲାଭ ହୋଇଛି । ଅନ୍ୟପଟେ ଏହାର ପୂର୍ବ ଆର୍ଥିକ ବର୍ଷରେ ଲାଭ ୫୫,୬୪୮ କୋଟି ଟଙ୍କା ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri