ଶିଶୁକନ୍ୟାକୁ ଜନ୍ମ ଦେଇ ମା’ ମୃତ

ସଜନାଗଡ଼, ୨୪।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ନରଣପୁର ପଞ୍ଚାୟତର ବିଜିରାସାହି ଗ୍ରାମର ସୁନି ମାଝି(୪୫) ନାମ୍ନୀ ମହିଳା ଏକ ଶିଶୁ କନ୍ୟାକୁ ଜନ୍ମ ଦେବାପରେ ମୃତ୍ୟୁବରଣ କରିଛନ୍ତି। ସୁନି ବାପଘରେ ରହି ଆସୁଥିଲେ। ଶୁକ୍ରବାର ରାତିରେ ତାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ଘରେ ଏକ ଶିଶୁ କନ୍ୟା ଜନ୍ମ ଦେଇଥିଲେ। ପରେ ଅତ୍ୟଧିକ ରକ୍ତସ୍ରାବ ହେବା ସହ ବନ୍ଦ ହୋଇ ନ ଥିଲା। ଶନିବାର ପୂର୍ବାହ୍ନରେ ୧୦ଟା ବେଳେ ତାଙ୍କୁ ପରିବାର ଲୋକେ ୧୦୮ ଯୋଗେ ନୀଳଗିରି ମେଡ଼ିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏ ନେଇ ବରହମପୁର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।


All Right Reserved By Dharitri.Com

କେନ୍ଦୁଝରରେ ୭୮.୧୬% ମତଦାନ: ମହିଳା ଭୋଟର ସଂଖ୍ୟା ଅଧିକ

କେନ୍ଦୁଝର,୨୫ା୪ (ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଲୋକ ସଭା ନିର୍ବାଚନ ମଙ୍ଗଳବାର ଶେଷ ହୋଇଛି ା ଜିଲାରେ ମୋଟ ୭୮.୧୬ ପ୍ରତିଶତ ମତଦାନ ହୋଇଛି। ନିର୍ବାଚନ ବିଭାଗ ତଥ୍ୟ...

ଶହୀଦ ଦିବସ ଉପଲକ୍ଷେ ବିଏସ୍‌ଏଫ୍‌ ପକ୍ଷରୁ ପାନୀୟ ଜଳ ବଣ୍ଟନ

ମାଲକାନଗିରି,୨୦।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାର ଏମ୍‌ଭି-୩ସ୍ଥିତ ବିଏସ୍‌ଏଫ୍‌ର ୧୬୦ ବାଟାଲିୟନ ପକ୍ଷରୁ ସୋମବାର ୫ମ ଗୁରୁ ଶହୀଦ ଅର୍ଜୁନ ଦେବ ସାହାବଙ୍କ ଶହୀଦ ଦିବସ...

ମହିଳା ଜୀବିକା ସୁରକ୍ଷା ମଞ୍ଚର ବିକ୍ଷୋଭ

ଫିରିଙ୍ଗିଆ, ୨୭ା୯- ଭୂମିହୀନଙ୍କୁ ଜମି ପଟ୍ଟା ପ୍ରଦାନ ଦାବିରେ ଫିରିଙ୍ଗିଆ ମହିଳା ଜୀବୀକା ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ତହସିଲ...

ସଞ୍ଜୀବ, ପ୍ରଫୁଲ୍ଲ, ବ୍ୟୋମକେଶ ବିଜୟୀ

ଭଦ୍ରକ ଅଫିସ,୨୪।୫: ଭଦ୍ରକ ସଂସଦୀୟ କ୍ଷେତ୍ର ଅଧୀନ ୫ ବିଧାନସଭା ଆସନ ମଧ୍ୟରୁ ଭଦ୍ରକ ସଦର, ଚାନ୍ଦବାଲି ଏବଂ ଭଣ୍ଡାରିପୋଖରୀ ଆସନର ଫଳାଫଳ ପ୍ରକାଶ ପାଇଛି।...

ବାୟୋମେଟ୍ରିକ୍‌ ଉପସ୍ଥାନ, ପରିଚୟପତ୍ର ବାଧ୍ୟତାମୂଳକ

ଛତ୍ରପୁର, ୮।୭(ଡି.ଏନ.ଏ)-ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ କାର୍ଯ୍ୟାଳୟକୁ ଠିକ୍‌ ସମୟରେ ଆସିବା ଓ ପରିଚୟପତ୍ର ରଖିବା ବାଧ୍ୟତାମୂଳକ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ...

ରାତି ହେଲେ ହାତୀପଲ ଗଁ। ମୁହାଁ

କେନ୍ଦୁଝର, ୭ା୯ (ସ୍ବ.ପ୍ର.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନରଣପୁର ଓ ମଇଦାନକେଲ ଫରେଷ୍ଟ ବିଟ ଅଧୀନ ଅଞ୍ଚଳରେ ଗତ କିଛି ଦିନ ହେବ ହାତୀ...

ଛାତ୍ରୀବାସରେ ଦୀପାବଳି ପାଳନ କରି ମଧ୍ୟାହ୍ନଭୋଜନ ଖାଇଲେ ଜିଲାପାଳ

ମାଲକାନଗିରି,୨୮।୧୦(ଡି.ଏନ୍‌.ଏ.): ଦୀପାବଳିରେ ରାଜ୍ୟର ବିଭିନ୍ନ ଅନାଥାଶ୍ରମ, ଛାତ୍ରାବାସରେ ମନ୍ତ୍ରୀ, ଜିଲାପାଳମାନେ ଦୀପାବଳି ପାଳନ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ମାଲକାନଗିରି ଜିଲାପାଳ...

୨୨ ମାଓବାଦୀଙ୍କ ନାଁରେ ପୁରସ୍କାର ରାଶି ଘୋଷଣା

ବାଲିଗୁଡା,୩୦ା୧୦(ଡି.ଏନ୍‌.ଏ.):ରାଜ୍ୟ ସରକାରଙ୍କ ଦ୍ବାରା ୨୨ ଜଣ କେକେବିଏନ୍‌ (କଳାହାଣ୍ଡି-କନ୍ଧମାଳ-ବୌଦ୍ଧ-ନୟାଗଡ) କ୍ୟାଡର ମାଓବାଦୀଙ୍କ ପାଇଁ ପୁରସ୍କାର ରାଶି ମଙ୍ଗଳବାର ଘୋଷଣା କରାଯାଇଛି। ଏନେଇ କନ୍ଧମାଳ ପୋଲିସ ପକ୍ଷରୁ...

Leave a comment

Your email address will not be published. Required fields are marked *