କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଜମୁଛି ପ୍ରଚାର

କେନ୍ଦ୍ରାପଡ଼ା ଅଫିସ୍‌, ୧୭।୪: ଆସନ୍ତା ୧୮ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୧୬ ତାରିଖରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏବେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ଉପରେ ରାଜନୈତିକ ଦଳଗୁଡ଼ିକର ଫୋକସ୍‌ ରହିଛି। କେନ୍ଦ୍ରାପଡ଼ା ଜିଲାରେ  ୪ର୍ଥ ତଥା ଶେଷ ପର୍ଯ୍ୟାୟରେ ସାଧାରଣ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ତେବେ ଏକଦା ମନ୍ତ୍ରୀପଡ଼ା ଆଖ୍ୟା ପାଇଥିବା ଏହି କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀ ଅଧୀନ ୭ ବିଧାନସଭା ଆସନରେ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବାକୁ ସବୁ ଦଳର ହେଭିଓ୍ବେଟଙ୍କ ଭିଡ଼ ଜମୁଛି। ପ୍ରଚାରରେ ହେଭିଓ୍ବେଟମାନେ ସାମିଲ ହେଉଥିବା ବେଳେ ଲୋକଙ୍କ ମଧ୍ୟରେ ଏ ନେଇ ଉତ୍ସୁକତା ବଢ଼ୁଛି।


All Right Reserved By Dharitri.Com

ବିଧାୟିକା ହେବା ପରେ ବରୀ ବ୍ଲକ ଅଧ୍ୟକ୍ଷା ପଦରୁ ସୁନନ୍ଦା ଦାସଙ୍କ ଇସ୍ତଫା

ବରୀ,୨୮ା୫(ସ୍ବ.ପ୍ର.)- ବରୀ ବିଧାୟିକା ଭାବେ ନିର୍ବାଚିତ ହେବା ପରେ ସୁନନ୍ଦା ଦାସ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା ପଦବୀରୁ ଇସ୍ତଫା ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ବୁଧବାର...

ବିଡିଓ ଅନୁପସ୍ଥିତ: ଅଭିଯୋଗ ପାଇଁ ଆସି ଲୋକେ ନିରାଶ

ନୂଆଗାଁ,୨ା୭ (ଡି.ଏନ.ଏ.)- ନୟାଗଡ଼ ଜିଲା ନୂଆଗାଁ ବ୍ଲକର ବିଭିନ୍ନ ପଞ୍ଚାୟତରୁ ଲୋକେ ଅଭିଯୋଗ ଧରି ସୋମବାର ବିଡିଓଙ୍କୁ ଭେଟିବାକୁ ଆସିଥିଲେ। କିନ୍ତୁ ବିଡିଓ ଅନୁପସ୍ଥିତ ଥିବାରୁ...

ଆଠମଲ୍ଲିକରେ ରମେଶ ସାଏ ୩୧୬୭୩ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୨୩ ରାଉଣ୍ଡ ଶେଷସୁଦ୍ଧା ୩୧୬୭୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର...

ନିରାମୟ କେନ୍ଦ୍ରରେ କର୍ମଚାରୀ, ଔଷଧ ଅଭାବ

ପାରାଦୀପ,୧୦ା୬(ସ୍ବ.ପ୍ର.): ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିରାମୟ କେନ୍ଦ୍ର ଖୋଲାଯାଇ ରୋଗୀଙ୍କୁ ମାଗଣା ଔଷଧ ପ୍ରଦାନ କରାଯାଉଛି। ପ୍ରାଥମିକ ପର୍ଯ୍ୟାୟରେ ଏହି ସରକାରୀ ଔଷଧ ପ୍ରତି ଲୋକେ ବିଶେଷ...

୨ବର୍ଷ ବିତିଲା ହୋଇପାରୁନି ନୂତନ ଷ୍ଟ୍ରକ୍‌ଚର କାର୍ଯ୍ୟକ୍ଷମ: ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୧୯।୬-ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଗୋଡ଼ିପଡ଼ା ପଞ୍ଚାୟତ ଜାଗିରି ଖଇରପଟିଠାରେ ଏକ ନୂତନ ବିଦ୍ୟୁତ ଷ୍ଟ୍ରକଚର ନିର୍ମାଣ ହେବାର ୨ ବର୍ଷ ବିତିଲାଣି। ହେଲେ...

ଏସ୍‌ବିଆଇ ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ: ନାହାନ୍ତି ସୁରକ୍ଷା କର୍ମୀ, ସିିସି କ୍ୟାମେରା ଅଚଳ

ନିରାକାରପୁର,୨୫ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ କାଜ ନିକଟ ନୂଆ ଜଗନ୍ନାଥ ଜାତୀୟ ରାଜପଥ ପାର୍ଶ୍ୱ ଏସ୍‌ବିଆଇ ଏଟିଏମ୍‌ରୁ ଟଙ୍କା ଲୁଟ୍‌ ଉଦ୍ୟମ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର...

ଶାସନ୍ଦା ସଂଖ୍ୟାଲଘୁ ବସ୍ତି ପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତ: କ୍ଷେତ୍ର ପରିଦର୍ଶନ କଲେ ବିଧାୟିକା

ବିଞ୍ଝାରପୁର,୨୨ା୬(ଡି.ଏନ,ଏ): ବିଞ୍ଝାରପୁର ବିଧାୟିକା ତଥା ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ରଖିବା ପାଇଁ ଶାସନ୍ଦା ଗ୍ରାପର ସଂଖ୍ୟାଲଘୁ ବସ୍ତିର...

୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଲାଇନ୍‌ ମ୍ୟାନ୍‌ ମୃତ

ଆଳି,୨୩।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଲାଇନ୍‌ ମ୍ୟାନ୍‌ଙ୍କ ମୃତ୍ୟୁ ଘଟିଛି। ସେ...

Leave a comment

Your email address will not be published. Required fields are marked *