Posted inଜାତୀୟ

ରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ କଲେ ଭୋଟର

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ସୋନଭଦ୍ର ଜିଲାର ୪୮୧ ବୁଥ୍‌ରେ ଭୋଟର ରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ଏଠାରେ ଥିବା ସ୍ବେଚ୍ଛାସେବୀ ଭୋଟରଙ୍କୁ ମତଦାନ କେନ୍ଦ୍ରକୁ ପାଛୋଟି ନେଇ ଚେୟାରରେ ବସାଇ ପାନୀୟ ପିଇବାକୁ ଦେଇଛନ୍ତି। ପରେ ନମ୍ବର କ୍ରମରେ ଭୋଟରମାନେ ଭୋଟ ଦେଇଛନ୍ତି। ଏହି ବୁଥ୍‌କୁ ବିବାହ ମଣ୍ଡପ ଭଳି ସଜ୍ଜା ଯାଇଛି। ମତଦାନ ପରେ ଭୋଟରଙ୍କୁ ଗେଟ୍‌ ପର୍ଯ୍ୟନ୍ତ ଛାଡିବାକୁ ସ୍ବେଚ୍ଛାସେବୀମାନେ ଆସି ବିନମ୍ର ଭାବେ ବିଦାୟ ଜଣାଇଛନ୍ତି।


All Right Reserved By Dharitri.Com

୨୮ ମାଓବାଦୀଙ୍କ ଆମତ୍ସମର୍ପଣ

ଦାନ୍ତଓ୍ବୋଡା, ୨୧ା୧୦ : ଛତିଶଗଡ଼ର ଦାନ୍ତଓ୍ବୋଡ଼ା ଜିଲାରେ ୨୮ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସମ୍ପର୍କରେ ସୂଚନା ଦେଲେ ପୁରସ୍କାର ମିଳିବ...

ହାର୍ଟଆଟାକ୍‌ରୁ ଦୂରେଇ ରଖେ ଏହି ରସ…

ସକାଳେ ଅଧାକପ୍‌ କାକୁଡ଼ି ଜୁସ୍‌ ପିଇଲେ ଶରୀରର ବହୁ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ଜଳ, ଶ୍ୱେତସାର,ସ୍ନେହସାର, ପୁଷ୍ଟିସାର, ତନ୍ତୁଜ ରହିଥାଏ। ଏହାଛଡ଼ା ଏଥିରେ...

କର୍ନାଟକ ରାଜନୀତି ପୁଣି ସରଗରମ: ୧୪ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କଲେ ବାଚସ୍ପତି

ବେଙ୍ଗାଲୁର୍‌,୨୮।୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ାଛୁଟୁଛି। ଏଚ୍‌.ଡି କୁମାରସ୍ବାମୀଙ୍କ ରାଜନୀତି ଦୌଡ଼ରେ ପଛାର ପକାଇ ବି.ଏସ୍‌.ୟେଦୁରପ୍ପା କ୍ଷମତା ଦଖଲ କରିଥିଲେ। ଏହାପରେ ବାଚସ୍ପତି ଆର୍‌. ରମେଶ...

ମାଓବାଦୀଙ୍କ ଜୀବନ କାହାଣୀ: ପୋଲିସ ବିଭାଗ ପକ୍ଷରୁ ନିର୍ମିତ ହେଉଛି ଫିଲ୍ମ; ମୁଖ୍ୟ ଭୂମିକାରେ ଏସ୍‌ପି

ବିଳାସପୁର,୧୦।୭: ମାଓବାଦୀଙ୍କ ଜୀବନ କାହାଣୀ ଉପରେ ଛତିଶଗଡ଼  ପୋଲିସ ପକ୍ଷରୁ ଏକ କ୍ଷୁଦ୍ର ଫିଲ୍ମ ନିର୍ମାଣ କରାଯିବା ଯୋଜନା କରାଯାଇଛି। ଏଥିରେ ଏସ୍‌ପି ଡ. ଅଭିଷେକ...

କାଉଡିଆଙ୍କ ସେବା କଲେ ବିଦେଶୀ ମହିଳା

ମିରଟ,୨୯।୭: ଉତ୍ତର ପ୍ରଦେଶର ମିରଟରେ ଜଣେ ବିଦେଶୀ ମହିଳା ତାଙ୍କ ଶ୍ୱଶୁରଙ୍କ ସହ ମିଶି କାଉଡି ଯାତ୍ରାରେ ଯାଉଥିବା ଶିବ ଭକ୍ତଙ୍କର ସେବା କରିଛନ୍ତି। ଚେକୋସ୍ଲୋଭାକିଆର...

ସ୍ମୃତି ଇରାନୀଙ୍କ ମୁଖ୍ୟ ସହଯୋଗୀଙ୍କ ହତ୍ୟାକାରୀ ଗିରଫ

ଆମେଥି,୧।୬: ଉତ୍ତର ପ୍ରଦେଶ ଆମେଥି ଲୋକ ସଭା ଆସନର ଭାଜପା ନେତ୍ରୀ ସ୍ମୃତି ଇରାନିଙ୍କ ମୁଖ୍ୟ ସହଯୋଗୀ ସୁରେନ୍ଦ୍ର ସିଂଙ୍କୁ ହତ୍ୟା କରିଥିବା ମୁଖ୍ୟ ଅଭିଯୁକ୍ତଙ୍କୁ...

ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ: ଆଉ ଏକ ନୂଆ ଭିଡିଓ ଶେୟାର କଲେ ମୋଦି

ନୂଆଦିଲ୍ଲୀ,୧୮।୬: ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଆସନ୍ତା ୨୧ ତାରିଖରେ ପାଳନ ହେବାକୁ ଯାଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ପ୍ରତିଦିନ ସୋସିଆଲ ମିଡିଆରେ କିଛି...

କର୍‌ତାରପୁର ଯିବା ଲାଗି ଭାରତୀୟ ଶିଖ୍‌ଙ୍କୁ ପାସ୍‌ପୋର୍ଟ ଦରକାର ନାହିଁ

ଇସ୍‌ଲାମାବାଦ,୨ା୧୧(ପି.ଟି.): କର୍‌ତାରପୁର ଦର୍‌ବାର ସାହିବ ଗୁରୁଦ୍ୱାର ଯିବା ଲାଗି ଭାରତୀୟ ଶିଖ୍‌ ତୀର୍ଥଯାତ୍ରୀମାନଙ୍କ କ୍ଷେତ୍ରରେ ପାସ୍‌ପୋର୍ଟ ଆବଶ୍ୟକ ନାହିଁ। ଏଥିସହିତ ସେମାନଙ୍କୁ ୧୦ଦିନ ପୂର୍ବରୁ ଆଗୁଆ...

Leave a comment

Your email address will not be published. Required fields are marked *