Posted inଜାତୀୟ

ଦହିହାଣ୍ଡି ଭଙ୍ଗା ଉତ୍ସବରେ ୧୩୩ ଆହତ

ମୁମ୍ବାଇ, ୨୫।୮: ମହାରାଷ୍ଟ୍ର ମୁମ୍ବାଇରେ ଦହିହାଣ୍ଡି ଭଙ୍ଗା ଉତ୍ସବରେ ବିଭିନ୍ନ ସ୍ଥାନରେ ହ୍ୟୁମାନ ପିରାମିଡ୍‌ ଭାଙ୍ଗିଯିବାରୁ ୧୩୩ ଜଣ ଆହତ ହୋଇଛନ୍ତି। ମୁମ୍ବାଇରେ ୧୧୯ ଜଣ ଆହତ ହୋଇଥିବାବେଳେ ଥାନେ ଅଞ୍ଚଳରେ ୧୪ ଜଣ ଆହତ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜନ୍ମାଷ୍ଟମୀ ଉତ୍ସବ ପାଳନ ଅବସରରେ ଏଠାରେ ଦହିହାଣ୍ଡି ଭଙ୍ଗା ଉତ୍ସବ ପାଳିତ ହେଉଥିବାବେଳେ ଏଭଳି ଘଟିଥିବା କୁହାଯାଉଛି।


All Right Reserved By Dharitri.Com

ଭିଆଇପି ସୁରକ୍ଷାରୁ ହଟିବେ ଏନ୍‌ଏସ୍‌ଜି କମାଣ୍ଡୋ

ନୂଆଦିଲ୍ଲୀ,୧୩।୧: କିଛିଦିନ ତଳେ ଗାନ୍ଧୀ ପରିବାରର ସୁରକ୍ଷା ବ୍ୟବସ୍ଥାକୁ କମାଇ ଦେବା ପରେ ଏବେ କେନ୍ଦ୍ର ସରକାର ଏନ୍‌ଏସ୍‌ଜି କମାଣ୍ଡୋଙ୍କୁ ଏହି କାମରୁ ସମ୍ପୂର୍ଣ୍ଣ ଭାବେ...

ଚାଷୀଙ୍କ ପାଇଁ ହଜାରେ କୋଟିର କଲ୍ୟାଣ ପାଣ୍ଠି ଘୋଷଣା କଲେ ଗେହଲଟ୍‌ ସରକାର

ଜୟପୁର,୧୦।୭: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାର ଚାଷୀଙ୍କ ପାଇଁ ହଜାରେ କୋଟି ଟଙ୍କାର କଲ୍ୟାଣ ପାଣ୍ଠି ଗଠନ ସମ୍ପର୍କରେ ଘୋଷଣା କରିଛନ୍ତି। ବୁଧବାର ରାଜ୍ୟ...

କାରଗୀଲ୍‌ ବିଜୟ ଦିବସକୁ ପୂରିଲା ୨୦ ବର୍ଷ: ମିରାଜ୍‌ ଯୁଦ୍ଧ ବିମାନର ପ୍ରଦର୍ଶନ କଲା ଭାରତୀୟ ବାୟୁସେନା

ଗ୍ବାଲିୟର,୨୪।୬: କାରଗୀଲ୍‌ ବିଜୟ ଦିବସକୁ ସୋମବାର ୨୦ ବର୍ଷ ପୂରିଛି। ଏହି ଅବସରରେ ମଧ୍ୟପ୍ରଦେଶ ଗ୍ବାଲିୟରସ୍ଥିତ ଭାରତୀୟ ବାୟୁସେନାର ମହାରାଜପୁର ଏୟାରବେସ୍‌ଠାରେ ଯୁଦ୍ଧରେ ଅଂଶଗ୍ରହଣ କରିଥିବା...

ଆପୋଲୋ ୧୧ ମିଶନ୍‌କୁ ୫୦ବର୍ଷ

ଓ୍ବାଶିଂଟନ୍‌,୧୧ା୭(ଆଇଏଏନ୍‌ଏସ୍‌): ଆମେରିକାର ଆପୋଲୋ ୧୧ ମିଶନ୍‌ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ୫୦ବର୍ଷ ପୂର୍ତ୍ତି ପାଳିତ ହେଉଛି। ସ୍ମାରକୀ ସ୍ବରୂପ ଏହି ମହାକାଶ ଯାନକୁ ଓ୍ବାଶିଂଟନ୍‌ ମନୁମେଣ୍ଟ୍‌ର...

ଚାଇନାରୁ ସ୍ବଦେଶ ଫେରିଥିବା ଭାରତୀୟ କରୋନା ମୁକ୍ତ: ବହିର୍ବ୍ୟାପାର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୬।୨: ଚାଇନାରୁ ସ୍ବଦେଶ ଫେରିଥିବା ୬୪୦ ଭାରତୀୟ କରୋନା ମୁକ୍ତ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ଭାରତୀୟଙ୍କ ସହିତ ଥିବା ମାଳଦୀପର...

କାର୍‌ ଛାତ ଭାଙ୍ଗି ପଶିଲା ବ୍ଲାଷ୍ଟିଂ ପଥର: ଘଟଣାସ୍ଥଳରେ ବ୍ୟକ୍ତିଙ୍କ ମୃତ୍ୟୁ

ଭୋପାଳ,୧୫।୧୦: କୁହାଯାଏ ମୃତ୍ୟୁ କେଉଁଠାରେ ଓ କିଭଳି ଆସିବ ତାହା କେହି ଭାବି ବି ନ ଥିବେ। କିଛି ଏଭଳି ଘଟଣା ସାମ୍ନାକୁ ଆସିଛି ମଧ୍ୟପ୍ରଦେଶରୁ।...

ଇଦ୍‌-ଉଲ୍‌-ଜୁହା ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଇଦ୍‌-ଉଲ୍‌-ଜୁହା ବା ବକ୍ରି ଇଦ୍‌ ପାଇଁ ଦେଶବାସୀ ବିଶେଷ କରି ମୁସଲମାନ...

ଅଦାଲତଙ୍କୁ ଜଣାଇଲେ ଆନ୍ନା ହାଜାରେ: ମୋତେ ହତ୍ୟା କରିବାକୁ ଠିକା ଦିଆଯାଇଥିଲା

ମୁମ୍ବାଇ,୧୦ା୭ (ଆଇଏଏନ୍‌ଏସ୍‌): ଦୁର୍ନୀତି ବିରୋଧରେ ମୁହଁଖୋଲୁଥିବା ସାମାଜିକ କର୍ମୀ ଆନ୍ନା ହାଜାରେଙ୍କୁ ମାରିବା ଲାଗି ଠିକା ଦିଆଯାଇଥିଲା। ଏନେଇ ସେ ମଙ୍ଗଳବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ...

Leave a comment

Your email address will not be published. Required fields are marked *