ଅରୁନ୍ଧତୀର ୬ଷ୍ଠ ବାର୍ଷିକ ମହୋସତ୍ବ

ଭୁବନେଶ୍ୱର ,୨୩।୯: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ଆଉଟ୍‌ଲେଟ୍‌ (ଶୋ’ରୁମ୍‌)ର ୬ଷ୍ଠ ବାର୍ଷିକ ମହୋସତ୍ବ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଅରୁନ୍ଧତୀର ୬ଷ୍ଠ ବାର୍ଷିକ ସଫଳ ଯାତ୍ରାରେ ସାମିଲ ସମସ୍ତ ଗ୍ରାହକବନ୍ଧୁ ଓ ଶୁଭେଚ୍ଛୁମାନଙ୍କ ସ୍ନେହ, ଶ୍ରଦ୍ଧା ଓ ଭଲପାଇବା ସହ ଅରୁନ୍ଧତୀ ଉପରେ ଥିବା ଅତୁଟ ବିଶ୍ୱାସ ଯୋଗୁ ଅରୁନ୍ଧତୀକୁ ରାଜ୍ୟର ସର୍ବବୃହତ୍‌ ଓ ସର୍ବ ଶ୍ରେଷ୍ଠ ଜୁଏଲେରି ବ୍ରାଣ୍ଡ୍‌ ଭାବେ ପ୍ରତିଷ୍ଠିତ କରାଇପାରିଛି। ସେଥିପାଇଁ ସମସ୍ତ ଗ୍ରାହକବନ୍ଧୁଙ୍କୁ ଅରୁନ୍ଧତୀ ପରିବାର ପକ୍ଷରୁ ହୃଦୟର ଅନ୍ତରରୁ କୃତଜ୍ଞତା ଓ ଧନ୍ୟବାଦ ଜଣାଉଛୁ। ବିଶେଷକରି ଏହି ଷଷ୍ଠ ବାର୍ଷିକ ମହୋତ୍ସବକୁ ଚିରସ୍ମରଣୀୟ କରିବା ପାଇଁ ଅରୁନ୍ଧତୀ ପ୍ରଥମ ଥର ନିମନ୍ତେ ଓଡ଼ିଶାର ସର୍ବୋତ୍ତମ ଆନିଭସରି ଅଫର ସହ ସୁନ୍ଦର କାରୁକାର୍ଯ୍ୟଭରା ଟେମ୍ପଲ,ଆଣ୍ଟିକ ଓ ତୁର୍କି ଗହଣା ସମେତ ହାଇ ଆଣ୍ଡ୍‌ ଫ୍ୟାନ୍ସି ବିବାହ ଗହଣା ଉପରେ ଫ୍ଲାଟ୍‌ ୫୯୯ ଟଙ୍କାର ମେକିଂ ଚାର୍ଜ ଅଫର ପ୍ରଦାନ କରାଯାଉଛି। ଏହି ଅଫର ମାତ୍ର ୧୦୦ ଘଣ୍ଟା ପାଇଁ ଉପଲବ୍ଧ। ଏପରିକି ହୀରା ମୂଲ୍ୟ ଉପରେ ୨୫% ପର୍ଯ୍ୟନ୍ତ ଏବଂ ରୁପା ଗହଣାର ମେକିଂ ଚାର୍ଜ ଉପରେ ୫୦% ପର୍ଯ୍ୟନ୍ତ ରିହାତି ସହ ଆନିଭସରି ସ୍ପେଶାଲ ଆକର୍ଷଣୀୟ ଉପହାର ମଧ୍ୟ ଗ୍ରାହକମାନେ ପାଇପାରିବେ। ଏହି ବିଶେଷ ମୁହୂର୍ତ୍ତକୁ ଅବିସ୍ମରଣୀୟ କରିବା ପାଇଁ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ସମସ୍ତ ଗ୍ରାହକବନ୍ଧୁଙ୍କୁ ସାଦର ନିମନ୍ତ୍ରଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri