ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି ସତର୍କତା ଜାରି କରାଯାଇଛି।

ଭୂକମ୍ପର କେନ୍ଦ୍ରସ୍ଥଳ ହୋକାଇଡୋ ଉପକୂଳରୁ ଏବଂ ଆମୋରୀ ସହର ନିକଟରେ ସମୁଦ୍ର ପୃଷ୍ଠରୁ ପ୍ରାୟ ୫୦ କିଲୋମିଟର ତଳେ ଥିଲା। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୨ ରେକର୍ଡ କରାଯାଇଛି। ଜାପାନ ପାଣିପାଗ ଏଜେନ୍ସି ଏହି ଅଞ୍ଚଳ ପାଇଁ ୩ ମିଟର ଉଚ୍ଚର ସୁନାମି ଲହରୀ ଆସିବାର ସମ୍ଭାବନା ଥିବା ନେଇ ସତର୍କତା ଜାରି କରିଛି।

ସରକାରୀ ପ୍ରସାରକ NHK ରିପୋର୍ଟ ଅନୁଯାୟୀ, ଅଞ୍ଚଳର ଆଣବିକ ଶକ୍ତି କେନ୍ଦ୍ରଗୁଡ଼ିକରେ ସୁରକ୍ଷା ଯାଞ୍ଚ କରାଯାଉଛି। ଭୂକମ୍ପ ପରେ ଅଧିକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି ଏବଂ ସ୍ଥାନୀୟ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି: ଜେଲ୍‌ରୁ ବାହାରିବେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୧୪।୩: ଲଦାଖରେ ହିଂସା ଘଟଣାରେ ଗିରଫ ହୋଇଥିବା ସାମାଜିକ କର୍ମୀ ତଥା ଇଞ୍ଜିନିୟର ସୋନମ ୱାଙ୍ଗଚୁକଙ୍କୁ ଜେଲ୍‌ରୁ ମୁକ୍ତି ଦେବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସରକାର…

LPG ସଙ୍କଟକୁ ନେଇ ମୋଦିଙ୍କ ବଡ଼ ବୟାନ, ମିଳିବ…

ନୂଆଦିଲ୍ଲୀ,୧୪।୧: ଆସାମର ସିଲଚରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବିଶ୍ୱ ଉତ୍ତେଜନା ଏବଂ ଯୁଦ୍ଧ ଭଳି…

ଦୋହଲିଗଲା ଖାର୍ଗ ଦ୍ୱୀପ! ଟ୍ରମ୍ପଙ୍କ ଦାବି: ସମସ୍ତ ଇରାନୀ ସାମରିକ ଘାଟି ଧ୍ୱଂସ; ଜାରି କଲେ ଭିଡିଓ

ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନର ଖାର୍ଗ ଦ୍ୱୀପରେ ଆମେରିକାର ସେନା ପ୍ରବଳ ବୋମାମାଡ଼ କରିଛି। ଟ୍ରମ୍ପଙ୍କ ଅନୁଯାୟୀ, ଏହି ଆକ୍ରମଣରେ…

ଭାରତ ସାମ୍ନାରେ ହାତ ପତାଉଛି ଆମେରିକା! ଯୁଦ୍ଧ ମଧ୍ୟରେ କାହିଁକି ଏମିତି କହିଲେ ଇରାନ ବୈଦେଶିକ ମନ୍ତ୍ରୀ? ଜାଣନ୍ତୁ…

ତେହରାନ୍‌,୧୪।୩: ଆମେରିକାର ଆକ୍ରମଣ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି, ରୁଷୀୟ ତୈଳ ସମ୍ପର୍କରେ ୱାଶିଂଟନକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଟ୍ରମ୍ପ…

ହର୍ମୁଜକୁ କବଜା କରିବ ଆମେରିକା? ପୂର୍ବତନ ଆମେରିକୀୟ ନୌସେନା ଅଧିକାରୀ ଦେଲେ ଚମକାଇବା ଭଳି ଖବର

ଓ୍ବାଶିଂଟନ,୧୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ମାର୍ଚ୍ଚ ୧୩) ଘୋଷଣା କରିଛନ୍ତି ଯେ ଆମେରିକୀୟ ସେନା ଇରାନର ଖାର୍ଗ…

‘ଯୁଦ୍ଧରେ ସମ୍ପୂର୍ଣ୍ଣ ଭାବରେ ହାରିବା ପରେ ଏବେ ସାଲିସ କରିବାକୁ ଚାହୁଁଛି ଇରାନ’: ଟ୍ରମ୍ପ

ଓ୍ବାଶିଂଟନ,୧୪।୩: ଶନିବାର ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷର ୧୪ତମ ଦିନ। ଆମେରିକା ତେହେରାନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଏହି ମଧ୍ୟରେ,…

ଆମେରିକାକୁ ଖୋଲା ଧମକ: ଖାର୍ଗ ଉପରେ ଆକ୍ରମଣ ପରେ ତାତିଲା ଇରାନ

ତେହରାନ,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମେରିକାର ସେନା ଇରାନର ଖାର୍ଗ ଦ୍ୱୀପରେ ପ୍ରବଳ ବୋମା…

‘୧୪ ଦିନରେ ଆମେରିକାକୁ ଭିକ ମଗାଇ ଦେଲୁ’, ଖାର୍ଗ ଦ୍ୱୀପ ଧ୍ୱଂସ ହେବାକୁ ନେଇ କାହିଁକି ଏତେ କନଫିଡେଣ୍ଟରେ ରହିଛି ଇରାନ, ଜାଣନ୍ତୁ…

ତେହରାନ୍‌,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ମଧ୍ୟରେ, ଏହା ସହିତ ବୟାନବାଜି ମଧ୍ୟ ଯଥେଷ୍ଟ ତୀବ୍ର ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନର ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri