Odisha Elections 2024

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ ନିକଟରୁ ୭.୪ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ ହୋଇଛି। ଗିରଫ ଅଭିଯୁକ୍ତ ଜଣକ ଲାଲବାଗ ଥାନା ଦିଓ୍ବାନ ବଜାର ଅଞ୍ଚଳର ବି. ତିରୁମାଳା(୨୦)। ଜଣେ ବ୍ରାଉନସୁଗାର ମାଫିଆ ସୋମବାର ସକାଳ ପ୍ରାୟ ୬.୪୫ ସମୟରେ ଏକ ପ୍ଲାଷ୍ଟିକ ଡବାରେ ୭୪ ଗ୍ରାମ ବ୍ରାଉନସୁଗାର ଧରି ସତ୍ୟବ୍ରତ ଷ୍ଟାଡିୟମ ନିକଟରେ ଠିଆ ହୋଇଥିବା ଜିଲା ଅବକାରୀ ମୋବାଇଲ ୟୁନିଟ ଖବର ପାଇଥିଲା। ଫଳରେ ମୋବାଇଲ ୟୁନିଟ୍‌ ଟିମ୍‌ ସେଠାରେ ଚଢ଼ାଉ କରିଥିଲା। ଅଭିଯୁକ୍ତ ଖସିଯିବାକୁ ଉଦ୍ୟମ କରୁଥିବା ବେଳେ ସେମାନେ ଧରି ପକାଇଥିଲେ। ଅଭିଯୁକ୍ତ ଜଣକ ବାଲେଶ୍ବରରୁ ବ୍ରାଉନସୁଗାର ଆମଦାନୀ କରି କଟକ ସହରରେ ପୁଡ଼ିଆ କରି କଲେଜ ଛାତ୍ରଙ୍କୁ ସତ୍ୟବ୍ରତ ଷ୍ଟାଡିୟମ, ବାଲିଯାତ୍ରା ପଡ଼ିଆ, ନରାଜ, ସିଡିଏ, କଲେଜ ଛକ ଅଞ୍ଚଳରେ ବିକ୍ରି କରୁଥିଲେ। ଅବକାରୀ ଆଇଆଇସି ଅଭିରାମ ସାହୁ, ରଙ୍କନିଧୀ ମଲ୍ଲିକ, ଏସ୍‌ଆଇ ଅଜିତ କୁମାର ପାତ୍ର, ଏଏସ୍‌ଆଇ ହେମନ୍ତ କୁମାର ମଲ୍ଲିକ, ଶୁଭଦର୍ଶନୀ ସାହୁଙ୍କ ସମେତ ଜିଲା ମୋବାଇଲ ୟୁନିଟର ଅନ୍ୟ କର୍ମଚାରୀମାନେ ଚଢ଼ାଉରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ଥୁଆମୂଳ ରାମପୁର, ୩୦ା୫:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୁଣୁପୁର ଥୁଆମୂଳ ରାମପୁର ମୁଖ୍ୟ ରାସ୍ତାରେ ଗୁରୁବାର ଏକ ବାଇକ୍‌ ଦୁର୍ଘଟଣା ଘଟିଛି...

ଶିଶୁପୁତ୍ରର ବେକରେ ଭୁଜାଲି ରଖି ଲୁଟିନେଲେ ଟଙ୍କା, ଅଳଙ୍କାର

ପାରଳାଖେମୁଣ୍ଡି,୩୦ା୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ବନାଥନଗରରେ ଗୁରୁବାର ଏକ ବଡ଼ ଧରଣର ଲୁଟପାଟ୍‌ ଘଟିଛି। ୪ଜଣ ଲୁଟେରା ଜଣେ ଶିଶୁପୁତ୍ରର ବେକରେ ଭୁଜାଲି...

ରାଜ୍ୟରେ ନବୀନ ବାଣ୍ଟିଛନ୍ତି କଂଗ୍ରେସ ଟିକେଟ୍‌: ଧମେନ୍ଦ୍ରଙ୍କ ବୟାନକୁ ନେଇ ରାଜନୀତିରେ ଚର୍ଚ୍ଚା

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ସମୟରେ ଅନେକ ନେତା ନବୀନଙ୍କୁ କାଉଣ୍ଟର କରୁଛନ୍ତି। ଏହି...

ଝିଅ, ମା,ବାପା ଘରେ ଥିଲେ: ପଡ଼ିଲା ବଜ୍ରପାତ

ବାଲିଗୁଡ଼ା,୩୦।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ଟିକାବାଲିରେ ଗୁରୁବାର ଅପରାହ୍ନରେ ଘଡଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ବଜ୍ରପାତରେ...

ମୁଖ୍ୟମନ୍ତ୍ରୀଙ୍କ ରୁମ୍‌ରୁ କଟାଯାଇଛି ଟେଲିଫୋନ, ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୁମ୍‌ରୁ ଟେଲିଫୋନ କଟାଯାଇଛି। ନବୀନଙ୍କ ସାକ୍ଷାତକାରରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ। ଧର୍ମେନ୍ଦ୍ର କହିଛନ୍ତି, ନବୀନ ନିବାସର ନବୀନଙ୍କ...

‘କେବଳ ଏକା ପାଣ୍ଡିଆନ୍‌ କାହିଁକି ମାଇକ୍‌ ଧରୁଛନ୍ତି’, ନବୀନଙ୍କ ସାକ୍ଷାତକାର ପରେ ହିମନ୍ତଙ୍କ ବଡ଼ ବୟାନ

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସାକ୍ଷାତକାର ପରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ପ୍ରତିକ୍ରିୟା ରଖିଛନ୍ତି। ହିମନ୍ତ କହିଛନ୍ତି, ନବୀନ ସାକ୍ଷାତକାରରେ ଦେଇଥିବା ଉତ୍ତର ଅଧିକ...

ଡାକ୍ତରଖାନାରେ ଆଟେଣ୍ଡାଣ୍ଟଙ୍କ ଦୁର୍ବ୍ୟବହାର: ସ୍ବାସ୍ଥ୍ୟକର୍ମୀଙ୍କୁ ତାଗିଦ କଲେ ଅଧୀକ୍ଷକ

ହିଞ୍ଜିଳିକାଟୁ,୩୦ା୫(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଡାକ୍ତରଖାନାରେ ଜଣେ ସ୍ବାସ୍ଥ୍ୟକର୍ମୀ ବୁଧବାର ରାତିରେ ଜଣେ ଗୁରୁତର ଆହତ ନାବାଳକଙ୍କୁ ଚିକିତ୍ସା ବଦଳରେ ତାଙ୍କ ସମ୍ପର୍କୀୟଙ୍କୁ ଦୁର୍ହବ୍ୟବହାର...

ଭଦ୍ରକ ଜିଲାରେ ୧୪୪ ଧାରା ଲାଗୁ, ୫ରୁ ଅଧିକ ଏକାଠି ହେବା, ବୁଲିବା ମନା

ଭୁବନେଶ୍ୱର,୩୦।୫: ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri