ଦକ୍ଷିଣ ଭାରତ ବଜାରରେ ରୋଲ୍ସ-ରଏସ୍‌ ସ୍ପେକ୍ଟ୍ରେ, ମୂଲ୍ୟ ୭.୫ କୋଟି

ନୂଆଦିଲ୍ଲୀ,୨୮।୧: ବିଶ୍ୱର ଅଗ୍ରଣୀ ପ୍ରିମିୟମ କାର୍‌ ତଥା ରୋଲ୍ସ ରଏସ୍‌ ମୋଟର କାର୍‌ସ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ତଥା ପ୍ରଥମ ଧରଣର ବୈଦ୍ୟୁତିକ ଯାନ (ଇଭି) ‘ସ୍ପେକ୍ଟ୍ରେ’କୁ ନିକଟରେ ଓ୍ବାଲର୍ଡ ଓ୍ବାଇଡ୍‌ ଉନ୍ମୋଚନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ରୋଲ୍ସ ରଏସ୍‌ର ଭାରତ ବଜାର ବା ଦକ୍ଷିଣ ଭାରତ ବଜାର(ଚେନ୍ନାଇ)ରେ ରୋଲ୍ସ ରଏସ୍‌ ସ୍ପେକ୍ଟ୍ରେର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା ହୋଇଥିଲା। ଉଲ୍ଲେଖଯୋଗ୍ୟ, ଦକ୍ଷିଣ ଭାରତ ବଜାରରେ ସ୍ପେକ୍ଟ୍ରେର ପ୍ରଥମ ସମ୍ପୂର୍ଣ୍ଣ ଇଲେକ୍‌ଟ୍ରିକ ରୋଲ୍ସ ରଏସ୍‌ ୨୦୨୪ ଜାନୁଆରୀରେ ଡେବ୍ୟୁ କରିଥିଲା।

ଏ ସମ୍ପର୍କରେ ରୋଲ୍ସ ରଏସ୍‌ ମୋଟର କାର୍‌ସ ଚେନ୍ନାଇର ଡିଲର ପ୍ରିନ୍ସିପାଲ ବାସନ୍ତୀ ଭୂପତି କହିଛନ୍ତି, ଦକ୍ଷିଣ ଭାରତ ବଜାରରେ ସ୍ପେକ୍ଟ୍ରେ୍‌କୁ ଉନ୍ମୋଚନ କରି ଆମେ ବହୁତ ଉତ୍ସାହିତ ଅଛୁ। ଏପରିକି ସ୍ପେକ୍ଟ୍ରେ ଏକ ଆଧୁନିକ ଡିଜାଇନ ଓ ଇଞ୍ଜିନିୟରିଂ ଦକ୍ଷତାକୁ ନେଇ ନିର୍ମିତ ହୋଇଛି। ଏହା ସମସ୍ତଙ୍କ ହୃଦୟକୁ ଛୁଇଁପାରିବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଉଲ୍ଲେଖଯୋଗ୍ୟ, ରୋଲ୍ସ ରଏସ୍‌ ସ୍ପେକ୍ଟ୍ରେରେ ଅନେକ ଅତ୍ୟାଧୁନିକ ଫିଚର ସହ ଆକର୍ଷଣୀୟ କଲର ଗ୍ରାହକଙ୍କୁ ବେଶ୍‌ ଆକୃଷ୍ଟ କରିବ। ଉକ୍ତ ମଡେଲର ଡିଜାଇନ ବେଶ୍‌ ମନଲୋଭା ହୋଇଥିବାବେଳେ ଏହାର ପ୍ରାରମ୍ଭିକ ବଜାର ମୂଲ୍ୟ ୭.୫ କୋଟି (ଏକ୍ସ ଶୋ ରୁମ୍‌) ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

‘ପୁରୁଷଙ୍କ କୋଠରୀରୁ ଆରମ୍ଭ ହୁଏ ମହିଳାଙ୍କ ରାଜନୀତି’ ପପୁ ଯାଦବଙ୍କ ବୟାନକୁ ନେଇ ହଙ୍ଗାମା

ପାଟନା,୨୧।୪: ଏମପି ପପୁ ଯାଦବ ଏକ ବିବାଦୀୟ ବୟାନ ଦେଇଛନ୍ତି, ଯାହାକୁ ନେଇ ହଇଚଇ ସୃଷ୍ଟି କରିଛି। ମହିଳା କମିଶନ ଏହି ମନ୍ତବ୍ୟ ଉପରେ ଆକ୍ସନ ମୋଡକୁ…

ରଣବୀରଙ୍କ ଭଉଣୀ ରିଦ୍ଧିମାଙ୍କ ଅଭିନୟରେ ଡେବ୍ୟୁ, ଟ୍ରେଲର ରିଲିଜ ପରେ ବଢ଼ିଲା ଚର୍ଚ୍ଚା

ମୁମ୍ବାଇ: ଅଭିନୟ ଜଗତରେ ପାଦ ଥାପିଛନ୍ତି ରଣବୀର କପୁରଙ୍କ ଭଉଣୀ ରିଦ୍ଧିମା କପୁର। ତାଙ୍କର ପ୍ରଥମ ଫିଲ୍ମ ‘ଦାଦି କି ଶାଦୀ’ର ଟ୍ରେଲର ଆଜି ରିଲିଜ ହୋଇଯାଇଛି।…

ଫସିଲେ Prakash Raj, ଭିଡିଓ ଭାଇରାଲ ପରେ ମାମଲା ରୁଜୁ

ହାଇଦ୍ରାବାଦ,୨୧।୪: ପୁଣି ଥରେ ବିବାଦରେ ପ୍ରକାଶ ରାଜ (Prakash Raj) । ନିଜର ସ୍ପଷ୍ଟବାଦୀ ମନ୍ତବ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି ଦକ୍ଷିଣ ଭାରତୀୟ ଅଭିନେତାଙ୍କ…

୪ ଦିନ ରହିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା; ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ । ମଝିରେ ଆଉ ୪ ଦିନ ରହିଥିବା ବେଳେ ପ୍ରସ୍ତୁତି ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri