Posted inଜାତୀୟ

ବୁଡ଼ିଗଲା ନିବେଶକଙ୍କ ୭.୫୯ ଲକ୍ଷ କୋଟି…

ମୁମ୍ବାଇ,୨୪।୨ : ଭାରତୀୟ ଦଲାଲ ଷ୍ଟ୍ରିଟ୍‌ର ଷ୍ଟକ ମାର୍କେଟରେ ଗୁରୁବାର ଦେଖାଦେଇଥିବା ପତନ ଯୋଗୁ ନିବେଶକମାନେ ଏକ ବଡ଼ ଧରଣର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କର ସମ୍ପତ୍ତିର ବହୁ ଲକ୍ଷ କୋଟି ଟଙ୍କା ବୁଡି ଯାଇଛି।

ବିଏସଇରେ ତାଲିକାଭୁକ୍ତ କମ୍ପାନୀଗୁଡିକର ମାର୍କେଟ କ୍ୟାପ ହ୍ରାସ ଯୋଗୁ ନିବେଶକଙ୍କର ୭.୫୯ ଲକ୍ଷ କୋଟି ଟଙ୍କା ପାଣିରେ ପଡ଼ିଛି। ନିବେଶକଙ୍କ ସମ୍ପତ୍ତି ଗୁରୁବାର ୨୪୮.୦୯ ଲକ୍ଷ କୋଟି ଟଙ୍କାକୁ ଖସି ଆସିଛି। ଏହା ବୁଧବାର ୨୫୫.୬୮ ଲକ୍ଷ କୋଟି ଟଙ୍କା ଥିଲା।

ରୁଷିଆ ୟୁକ୍ରେନ ଯୁଦ୍ଧ ଯୋଗୁ ଷ୍ଟକ ମାର୍କେଟ କ୍ରାଶ୍‌ ହୋଇଛି। ଷ୍ଟକ୍‌ ବଜାରରେ ନିବେଶକମାନେ ଖୋଲିବାର କିଛି ମିନିଟ ମଧ୍ୟରେ ୭.୫୯ ଲକ୍ଷ କୋଟି ଟଙ୍କା ହରାଇଛନ୍ତି। ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର୍‌ ପୁଟିନ୍‌ଙ୍କ ଯୁଦ୍ଧ ଘୋଷଣା ପରେ ପରେ ଶେୟାର ବଜାରରେ ସୂଚକାଙ୍କ ତାଲିକାରେ କେବଳ ଲାଲ ଚିହ୍ନ ଭରି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri