Posted inଜାତୀୟ

ବୁଡ଼ିଗଲା ନିବେଶକଙ୍କ ୭.୫୯ ଲକ୍ଷ କୋଟି…

ମୁମ୍ବାଇ,୨୪।୨ : ଭାରତୀୟ ଦଲାଲ ଷ୍ଟ୍ରିଟ୍‌ର ଷ୍ଟକ ମାର୍କେଟରେ ଗୁରୁବାର ଦେଖାଦେଇଥିବା ପତନ ଯୋଗୁ ନିବେଶକମାନେ ଏକ ବଡ଼ ଧରଣର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କର ସମ୍ପତ୍ତିର ବହୁ ଲକ୍ଷ କୋଟି ଟଙ୍କା ବୁଡି ଯାଇଛି।

ବିଏସଇରେ ତାଲିକାଭୁକ୍ତ କମ୍ପାନୀଗୁଡିକର ମାର୍କେଟ କ୍ୟାପ ହ୍ରାସ ଯୋଗୁ ନିବେଶକଙ୍କର ୭.୫୯ ଲକ୍ଷ କୋଟି ଟଙ୍କା ପାଣିରେ ପଡ଼ିଛି। ନିବେଶକଙ୍କ ସମ୍ପତ୍ତି ଗୁରୁବାର ୨୪୮.୦୯ ଲକ୍ଷ କୋଟି ଟଙ୍କାକୁ ଖସି ଆସିଛି। ଏହା ବୁଧବାର ୨୫୫.୬୮ ଲକ୍ଷ କୋଟି ଟଙ୍କା ଥିଲା।

ରୁଷିଆ ୟୁକ୍ରେନ ଯୁଦ୍ଧ ଯୋଗୁ ଷ୍ଟକ ମାର୍କେଟ କ୍ରାଶ୍‌ ହୋଇଛି। ଷ୍ଟକ୍‌ ବଜାରରେ ନିବେଶକମାନେ ଖୋଲିବାର କିଛି ମିନିଟ ମଧ୍ୟରେ ୭.୫୯ ଲକ୍ଷ କୋଟି ଟଙ୍କା ହରାଇଛନ୍ତି। ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର୍‌ ପୁଟିନ୍‌ଙ୍କ ଯୁଦ୍ଧ ଘୋଷଣା ପରେ ପରେ ଶେୟାର ବଜାରରେ ସୂଚକାଙ୍କ ତାଲିକାରେ କେବଳ ଲାଲ ଚିହ୍ନ ଭରି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ଚୌକିଦାର, ରାଫାଲ ସ୍ଲୋଗାନ ବିଫଳ: ୨୦୧୪ ତୁଳନାରେ ୧୧ଟି ଅଧିକ ଆସନରେ ଜିତିବ କଂଗ୍ରେସ

ନୂଆଦିଲ୍ଲୀ,୨୩ା୫(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଚୌକିଦାର ଏବଂ ରାଫାଲ ସ୍ଲୋଗାନ ବିଫଳ ହୋଇଛି। ନ୍ୟାୟ ଯୋଜନା ମଧ୍ୟ ଦଳ ପାଇଁ ଭୋଟ ସଂଗ୍ରହ କରିବାରେ...

ବିଜ୍ଞପ୍ତି ପ୍ରତ୍ୟାହାର ନ କଲେ ଅବମାନନା ନୋଟିସ ପଠାଯିବ

ନୂଆଦିଲ୍ଲୀ,୨୮ା୨: ଗୋଟିଏ ପାହ୍ୟା, ଗୋଟିଏ ପେନ୍‌ସନ (ଓଆର୍‌ଓପି)ରେ ସେନାବାହିନୀର ଯୋଗ୍ୟ ପେନସନ୍‌ଭୋଗୀଙ୍କୁ ୪ କିସ୍ତିରେ ବକେୟା ପୈଠ କରିବା ପାଇଁ ଏକ ବିଜ୍ଞପ୍ତି ଉପରେ ସୁପ୍ରିମକୋର୍ଟ...

ମୁସଓ୍ବୋଲା ହତ୍ୟା ମାମଲା: ବିଷ୍ଣୋଇ ଗ୍ୟାଙ୍ଗର ଦୁଇ ଗ୍ୟାଙ୍ଗଷ୍ଟର ଗିରଫ

ନୂଆଦିଲ୍ଲୀ,୩୧।୫: ଖ୍ୟାତନାମା ପଞ୍ଜାବୀ ଗାୟକ ସିଦ୍ଧୁ ମୁସଓ୍ବୋଲାଙ୍କ ହତ୍ୟା ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ମଙ୍ଗଳବାର ଭଟିଣ୍ଡା ଜେଲରେ ଥିବା ଗ୍ୟାଙ୍ଗଷ୍ଟାର ମନପ୍ରିତ ସିଂ...

କର୍ନାଟକ ସରକାର ପୁଣି ସଙ୍କଟରେ

ବେଙ୍ଗାଲୁରୁ,୬।୭: କର୍ନାଟକର ଶାସନ କ୍ଷମତାରେ ଥିବା କଂଗ୍ରେସ-ଜେଡିଏସ୍‌ ସରକାର ପୁଣି ସଙ୍କଟରରେ। କାରଣ ଶନିବାର କଂଗ୍ରେସର ୮ ବିଧାୟକ ଓ ଜେଡିଏସର ୩ ବିଧାୟକ ଇସ୍ତଫା...

ଦିଲ୍ଲୀରେ ହାଇ ଅଲର୍ଟ: ଘରଘର ବୁଲି ୭୦୦୦ ବ୍ରିଟେନ୍‌ ଫେରନ୍ତାଙ୍କର ହେବ ଯାଞ୍ଚ୍‌

ନୂଆଦିଲ୍ଲୀ,୨୩।୧୨: ବ୍ରିଟେନ୍‌ରେ କରୋନା ଭୂତାଣୁର ନୂଆ ରୂପ ଏବେ ମାରାତ୍ମକ ସ୍ଥିତି ସୃଷ୍ଟି କରିଛି। ଏହାକୁ ନେଇ ଭାରତ ସରକାରଙ୍କ ପକ୍ଷରୁ ସୁରକ୍ଷା ପଦକ୍ଷେପ ଗ୍ରହଣ...

ରାଜନୈତିକ ଲାଭ ପାଇଁ ଜନସାଧାରଣଙ୍କ ଟଙ୍କାର ବ୍ୟବହାର କରାଯାଉଛି…

କୋଲକାତା,୧୯।୨ : ପଶ୍ଚିମବଙ୍ଗ ର ବିରୋଧୀ ଦଳର ନେତା ସୁଭେନ୍ଦୁ ଅଧିକାରୀ ରାଜ୍ୟ ମୁଖ୍ୟମନ୍ତ୍ରୀ ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ଏକ ଟୁଇଟ ଜରିଆରେ...

ଇତିହାସ ରଚିବେ କୋବ୍ରା ବାଟାଲିୟନର ମହିଳା କମାଣ୍ଡୋ

ନୂଆଦିଲ୍ଲୀ,୬।୨: ଦେଶର ସର୍ବବୃହତ କେନ୍ଦ୍ରୀୟ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌)ର ମହିଳା କମାଣ୍ଡୋ ଏକ ଇତିହାସ ସୃଷ୍ଟି କରିବାକୁ ଯାଉଛନ୍ତି। ଦୀର୍ଘଦିନର କଠିନ ପ୍ରଶିକ୍ଷଣ ପରେ କୋବ୍ରା ବାଟାଲିୟନ୍‌ରେ...

ଏମ୍‌ପି, ବିଧାୟକଙ୍କ ସଦସ୍ୟତା ରଦ୍ଦକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ, ୨୬।୩(ପି.ଟି.): ବିଧାୟକ କିମ୍ବା ଏମ୍‌ପି କୌଣସି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ କିମ୍ବା ତଦୂର୍ଦ୍ଧ୍ୱ ଜେଲଦଣ୍ଡ ପାଇଥିଲେ ଲୋକ ପ୍ରତିନିଧି ଆଇନର...

Advertisement
Archives

Model This Week