Posted inଜାତୀୟ

୭ ରାଜ୍ୟର ଉପ ନିର୍ବାଚନରେ ଏନଡିଏକୁ ଝଟ୍‌କା! ସଞ୍ଜୟ ସିଂ କହିଲେ ଭାଜପା ବୁଝିବା ଦରକାର…

ନୂଆଦିଲ୍ଲୀ,୧୩।୭: ଦେଶର ୭ ଟି ରାଜ୍ୟର ୧୩ ଟି ଆସନରେ ଉପ-ନିର୍ବାଚନରେ ଏନଡିଏ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ଜଣାପଡିଛି। ୧୩ଟି ସିଟ ମଧ୍ୟରୁ କଂଗ୍ରେସ ୨ଟି ଜିତିଥିବାବେଳେ ଆମ ଆଦମୀ ପାର୍ଟି ପ୍ରାର୍ଥୀ ଗୋଟିଏରେ ଜିତିଛି। ଏଥି ସହ ଭାଜପା ପ୍ରାର୍ଥୀ ଗୋଟିଏ ଆସନ ଜିତିଛନ୍ତି। ଅବଶିଷ୍ଟ ୯ ଟି ସିଟ ମଧ୍ୟରୁ ଇଣ୍ଡିଆ ମିଳିତ ମଞ୍ଚ ୭ ଟି ସିଟରେ ଆଗୁଆ ରହିଛ। ୨ ଟି ଆସନରେ ଏନଡିଏ ଅଗ୍ରଣୀ ରହିଛି।

ଉପ-ନିର୍ବାଚନ ଫଳାଫଳକୁ ନେଇ ଏଏପି ଏମପି ସଞ୍ଜୟ ସିଂ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଆଜି ଜଲନ୍ଧର ଉପ-ନିର୍ବାଚନର ଫଳାଫଳ ଆସିଛି। ଆମେ ପ୍ରାୟ ୩୮ ହଜାର ଭୋଟରେ ଜିତିଲୁ । ପଞ୍ଜାବର ଲୋକମାନେ ଆମ ସହିତ ଅଛନ୍ତି। ସେ କହିଛନ୍ତି, ସମଗ୍ର ଦେଶରେ ଇଣ୍ଡିଆ ସହଯୋଗୀ ଦଳ ଜିତୁଛି। ଭାଜପା ବୁଝିିବା ଉଚିତ ଯେ ଖାଲି ପ୍ରତିଶୃତି ଏବଂ ମିଥ୍ୟାରେ ଜନସାଧାରଣ ଭୋକରେ ଅଛନ୍ତି। ଆଜି ଦେଶର ଯୁବକମାନେ ଅସୁବିଧାରେ ପଡ଼ିଛନ୍ତି। ଅଗ୍ନିବୀର ପରି ସ୍କିମ ବନ୍ଦ କରିବାର ଆବଶ୍ୟକତା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri