Posted inଜାତୀୟ

ବିହାର ନିର୍ବାଚନ: ଲଢିବା ପୂର୍ବରୁ ମଉଳିଗଲା ୭ ପ୍ରାର୍ଥୀଙ୍କ ସ୍ୱପ୍ନ

ପାଟନା, ୧୧ ।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥିପତ୍ର ଦାଖଲ ହୋଇଛି । ହେଲେ ଏଥିରେ ୭ ଜଣ ପ୍ରାର୍ଥୀଙ୍କ ସ୍ୱପ୍ନ ନିର୍ବାଚନ ଲଢିବା ପୂର୍ବରୁ ମଉଳି ଯାଇଛି । ବକ୍ସର ନିର୍ବାଚନ ମଣ୍ଡଳୀର ପ୍ରାର୍ଥିପତ୍ର ଯାଞ୍ଚ ସମୟରେ ୭ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ରଦ୍ଦ ହୋଇଯାଇଛି । ଏହାପରେ ଏହି ଆସନରେ କେବଳ ୧୬ ପ୍ରାର୍ଥୀ ମଇଦାନକୁ ଓହ୍ଲାଇବେ ବୋଲି ଜଣାପଡିଛି । ରଦ୍ଦ ହୋଇଥିବା ପ୍ରାର୍ଥିପତ୍ର ମଧ୍ୟରେ ନ୍ୟାଶନାଲ ଡେମୋକ୍ରାଟିକ ଏଲାଏନ୍ସ(ଏନ୍‌ଡି)ର ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ ପର୍ଶୁରାମ ଚତୁର୍ବେଦୀ ଓ ଭାରତୀୟ ଜାତୀୟ କଂଗ୍ରେସର ସଞ୍ଜୟ କୁମାର ତିୱାରୀ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ର ଅସ୍ତ୍ରଭର୍ତ୍ତି ଡ୍ରୋନ୍‌କୁ ଖସାଇଲା ବିଏସ୍‌ଏଫ୍‌

ଜମ୍ମୁ,୨୧ା୬(ପି.ଟି.): ଅନ୍ତର୍ଜାତୀୟ ସୀମା ନିକଟବର୍ତ୍ତୀ ଜମ୍ମୁ-କଶ୍ମୀରର କଠୁଆ ଜିଲା ଉପରେ ଉଡ଼ୁଥିବା ପାକିସ୍ତାନର ଏକ ଡ୍ରୋନ୍‌କୁ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଶନିବାର ଖସାଇଦେଇଛି।...

ଉହାନ ପାଲଟିଲା ବିହାରର ସିଓ୍ବାନ !

ପାଟନା,୯।୪: ଚାଇନାର ଉହାନ ସହରରେ ପ୍ରଥମେ ହାହାକାର ସୃଷ୍ଟି କରିଥିବା କରୋନା ଭାଇରସ ଏବେ ୨ଶହରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପି ସାରିଲାଣି। ଏବେ ବିହାରର ଜଣେ...

ସାମ୍ନାକୁ ଆସିଲା ସୀମା-ସଚିନଙ୍କ ବିବାହର ଫଟୋ, ମଥାରେ ସିନ୍ଦୁର ଲଗାଇ…

ନୋଏଡା,୨୧।୭: ପ୍ରେମ ପାଇଁ ପାକିସ୍ତାନରୁ ଭାରତ ଆସିଥିବା ସୀମା ହାଇଦାରଙ୍କୁ ନେଇ ଲଗାତାର ଅନୁସନ୍ଧାନ ଜାରି ରହିଛି। ସୀମା ନେପାଳ ଦେଇ ପାକିସ୍ତାନରୁ ଆସି ଗ୍ରେଟର...

ମନୁଷ୍ୟ ଶରୀରରେ ଘୁଷୁରି ହାର୍ଟ

ନ୍ୟୁୟର୍କ,୧୩।୭: ମାନବ ଅଙ୍ଗର ଅଭାବକୁ ଦୂର କରିବା ପାଇଁ ଘୁଷୁରି ଅଙ୍ଗ ବ୍ୟବହାର କରିବାର ଲକ୍ଷ୍ୟ ଦିଗରେ ଆଉ ଏକ ପଦକ୍ଷେପ ଗ୍ରହଣ କରିଛି ନ୍ୟୁୟର୍କ...

ମହାରାଷ୍ଟ୍ରରେ କାମ କଲା ମୋଦିଙ୍କ ଯାଦୁ: ବଲିଉଡ୍‌ ପ୍ରଯୋଜକ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଏବେ ଅନେକ ସ୍ଥାନରେ ଭାଜପା ଏକ ପ୍ରକାର ବିଜୟ ଉତ୍ସବ ପାଇଁ ପ୍ରସ୍ତୁତ ହୋଇ ସାରିଥିବା...

‘ବିଚାରପତି ନିର୍ବାଚନର ସମ୍ମୁଖୀନ ହୁଅନ୍ତି ନାହିଁ’

ନୂଆଦିଲ୍ଲୀ,୨୩।୧: ବିଚାରପତିମାନଙ୍କୁ ନିର୍ବାଚନ କିମ୍ବା ଜନସାଧାରଣଙ୍କ ଯାଞ୍ଚର ସମ୍ମୁଖୀନ ହେବାକୁ ପଡ଼ି ନ ଥାଏ ବୋଲି କେନ୍ଦ୍ର ଆଇନମନ୍ତ୍ରୀ କିରେନ୍‌ ରିଜିଜୁ କହିଛନ୍ତି। ତଥାପି ସେମାନେ...

କପିଲ ଗୁଜ୍ଜର ଏଏପି ସଦସ୍ୟ

ନୂଆଦିଲ୍ଲୀ, ୫ା୨: ଦିଲ୍ଲୀର ଶାହିନ୍‌ବାଗରେ ଗତ ସପ୍ତାହରେ ହୋଇଥିବା ସିଏଏ ବିରୋଧୀ ବିକ୍ଷୋଭ ବେଳେ ଗୁଳି ଫୁଟାଇ ଗିରଫ ହୋଇଥିବା ୨୩ ବର୍ଷୀୟ କପିଲ ଗୁଜ୍ଜର...

କଂଗ୍ରେସ ନେତାଙ୍କୁ ସୋନିଆଙ୍କ ନିର୍ଦ୍ଦେଶ:ମତଭେଦ ଭୁଲି ବୟାନ ଦେବାରୁ ବିରତ ରୁହନ୍ତୁ

ନୂଆଦିଲ୍ଲୀ, ୬।୯: ମଧ୍ୟ ପ୍ରଦେଶରେ କଂଗ୍ରେସରେ ଲାଗି ରହିଥିବା ମଦଭେଦକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତିତ ଅଛନ୍ତି। ସମସ୍ତ ମତଭେଦ ଭୁଲି ସାର୍ବଜନୀନ...

Advertisement
Archives

Model This Week