Posted inଜାତୀୟ

ଅଜଣା ରୋଗ ନେଲାଣି ୭ ଶିଶୁଙ୍କ ଜୀବନ

ଜୟପୁର,୧୬।୪: ରାଜସ୍ଥାନର ସିରୋହିରେ ୨ରୁ ୧୪ ବର୍ଷ ବୟସର ୭ ଜଣ ପିଲା ଅଜଣା ରୋଗରେ ପ୍ରାଣ ହରାଇଛନ୍ତି। ଗୋଟିଏ ସପ୍ତାହ ମଧ୍ୟରେ ୭ ପିଲାଙ୍କ ମୃତ୍ୟୁ ଘଟିଛି। ଶିଶୁଙ୍କୁ ପ୍ରଥମେ ଜ୍ୱର ଏବଂ ବାନ୍ତି ଲକ୍ଷଣ ଦେଖିବାକୁ ମିଳିଥିଲା। ପରେ ଅବସ୍ଥା ଗୁରୁତର ହୋଇ ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଜଣାପଡ଼ି ନ ଥିବାସ୍ବାସ୍ଥ୍ୟ ବିଭାଗ ଯୁଗ୍ମ ସଚିବ ଜଗେଶ୍ୱର ପ୍ରସାଦ କହିଛନ୍ତି। ମୃତ ଶିଶୁଙ୍କ ମଧ୍ୟରୁ ୩ ଜଣ ଆଇସ୍‌କ୍ରିମ୍‌ ଖାଇବା ଦ୍ୱାରା ଅସୁସ୍ଥ ହୋଇଥିବା ଜଣାପଡ଼ିଛି। କୌଣସି ଫୁଡ ପଏଜନିଂ ଦ୍ୱାରା ମୃତ୍ୟୁ ହୋଇ ନ ଥିବା ଡାକ୍ତରଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ମନ୍ଦିର ଝାଁକରଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ସମ୍ବଲପୁର,୧୨।୫(ପ୍ରମୋଦ ବହିଦାର): କିଛିଦିନ ବ୍ୟବଧାନରେ ଭାଲୁପାଲି ଛକରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସୋମବାର ଅପରାହ୍ନରେ ଏକ ବୁଲେଟ ଧକ୍କାରେ ଗୁରୁତର ଆହତ ସମଲେଇ…

ଫ୍ଲୋର ଟେଷ୍ଟ ପୂର୍ବରୁ AIADMK ଦୁଇଟି ଗୋଷ୍ଠୀରେ ବିଭକ୍ତ, ଗୋଟିଏ ବିଜୟଙ୍କ TVK କୁ କରିବ ସମର୍ଥନ

ଚେନ୍ନାଇ,୧୨।୫: ତାମିଲନାଡୁ ରାଜନୀତିରେ ଏକ ବଡ଼ ଧରଣର ଓଲଟପାଲଟ ଦେଖିବାକୁ ମିଳିଛି। AIADMK ଭିତରେ ଚାଲିଥିବା ଆଭ୍ୟନ୍ତରୀଣ କନ୍ଦଳ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇଛି। ସୂତ୍ର…

ଦ୍ୱିତୀୟଥର ଲାଗି ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ, ମୋଦିଙ୍କ ସହ ଉପସ୍ଥିତ ରହିବେ ଅନେକ ବରିଷ୍ଠ ନେତା

ଗୁଆହାଟି,୧୨।୫: ଆସାମରେ, ହିମନ୍ତ ବିଶ୍ୱ ଶର୍ମା ମଙ୍ଗଳବାର ଲଗାତାର ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବେ। ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ସକାଳ…

ତୈଳ ସଙ୍କଟକୁ ନେଇ ବିଗିଡିଲାଣି ଅନେକ ଦେଶର ସ୍ଥିତି, ଭାରତକୁ ନେଇ ଇରାନ କହିଲା ଗୁରୁତ୍ୱପୂର୍ଣ୍ଣ କଥା

ତେହରାନ,୧୨।୫: ପଶ୍ଚିମ ଏସିଆରେ ଉତ୍ତେଜନା ଯୋଗୁ ବିଶ୍ୱ ଯୋଗାଣ ଶୃଙ୍ଖଳା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ପ୍ରଭାବ ଭାରତ ଉପରେ ମଧ୍ୟ ପଡ଼ିଛି। ଇରାନ ଏହି…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ୧୫ ଦିନ ଭିତରେ ହେବ…

ଚେନ୍ନାଇ,୧୨।୫: ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ, ଥାଲାପତି ବିଜୟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଧାର୍ମିକ ସ୍ଥଳ, ଶିକ୍ଷାନୁଷ୍ଠାନ ଏବଂ ବସ ଷ୍ଟାଣ୍ଡର ୫୦୦ ମିଟର…

ସାନି ଆବେଦନ ପାଇଁ ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୨ା୫(ପି.ଟି.): ପଶ୍ଚିମବଙ୍ଗର ୩୧ଟି ନିର୍ବାଚନମଣ୍ଡଳୀରେ ସଦ୍ୟସମାପ୍ତ ନିର୍ବାଚନରେ ବିଜୟ ବ୍ୟବଧାନ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ କଟିଥିବା ଭୋଟର ସଂଖ୍ୟାଠାରୁ କମ୍‌ ବୋଲି ଦାବି…

ଏହିସବୁ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବରଗଡ଼ ଏମ୍‌ପି

ବରଗଡ,୧୨।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ସୋମବାର ଭୁବନେଶରସ୍ଥିତ ବାସଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଥିଲେ। ସାକ୍ଷାତ ସମୟରେ ସେ ବରଗଡ଼ ସଂସଦୀୟ କ୍ଷେତ୍ରର…

ମୁଣ୍ଡରେ ପଗଡ଼ି ଭିଡ଼ି ଟ୍ରାକ୍ଟର ଚଳାଇଲେ ବିଧାୟକ: ଆଉ ତା’ପରେ ଘଟିଲା…

ବରଗଡ,୧୨।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ବରଗଡ଼ ନିୟନ୍ତ୍ରିତ ବଜାର କମିଟିରେ ଏହାର ଶୁଭାରମ୍ଭ କରିବା ଅବସରରେ ପୂଜାପାଠ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri