Posted inଜାତୀୟ

ଗୋଆରେ କଂଗ୍ରେସକୁ ଲାଗିପାରେ ବଡ଼ ଝଟ୍‌କା

ପାଣାଜୀ,୧୦।୭: ମହାରାଷ୍ଟ୍ର ସଙ୍କଟ ପରେ ଏବେ ଗୋଆ କଂଗ୍ରେସର ମଧ୍ୟ ଫାଟ ସୃଷ୍ଟି ହୋଇଛି। ଦଳର ୯ ବିଧାୟକ ଭାଜପାରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଛି। ଏବେ ରାଜ୍ୟରେ କଂଗ୍ରେସର ୧୧ ବିଧାୟକ ଅଛନ୍ତି। ଯଦି ୯ ବିଧାୟକ ଭାଜପାରେ ଯୋଗ ଦିଅନ୍ତି ତେବେ କଂଗ୍ରେସର ମାତ୍ର ୨ ବିଧାୟକ ରହିବେ। ବିଧାନସଭା ଆରମ୍ଭ ପୂର୍ବରୁ ଡକାଯାଇଥିବା ପାର୍ଟି ବୈଠକରେ ୯ ବିଧାୟକ ସାମିଲ ନ ଥିଲେ। କୁହାଯାଉଛି ଯେ, ବୈଠକକୁ ଆସି ନ ଥିବା ବିଧାୟକ ମାନେ ଭାଜପାରେ ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ସହ ଚାଟିଂ ପାଇଁ ପୁଅକୁ ମାରିଦେଲେ

ବୁର୍ହାନପୁର(ମଧ୍ୟପ୍ରଦେଶ),୧୮।୧: ଅନ୍ୟ ମହିଳାଙ୍କ ସହ ଚାଟିଂ କରିବା ପାଇଁ ୨୫ ବର୍ଷୀୟ ଯୁବକଙ୍କୁ ହତ୍ୟା କରିଛନ୍ତି ତାଙ୍କ ବାପା ମା’ ଓ ଭଉଣୀ। ଏଭଳି ଘଟଣା...

ୟୁଏଇ ବିସ୍ଫୋରଣରେ ୨ ଭାରତୀୟ ମୃତ

ନୂଆଦିଲ୍ଲୀ,୧୭।୧: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ରାଜଧାନୀ ଆବୁଧାବିରେ ପେଟ୍ରୋଲ ଟ୍ୟାଙ୍କ ବିସ୍ଫୋରଣରେ ୨ ଭାରତୀୟଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ଆହୁରି...

ଗୋଲ୍ଡ, ସିଲ୍‌ଭର ପ୍ଲେଟେଡ୍‌ ବାସନରେ ଟ୍ରମ୍ପ ଦମ୍ପତିଙ୍କୁ ପରସା ଯିବ ଖାଦ୍ୟ

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଆସନ୍ତା ୨୪-୨୫ ତାରିଖରେ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି...

ଦଉଡ଼ି ଡିଆଁ ଖେଳିଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୯।୮: କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ରବିବାର ‘ଫିଟ ଇଣ୍ଡିଆ ମୋବାଇଲ ଆପ’ ଲଞ୍ଚ କରିଛନ୍ତି। ଦୁଇ ବର୍ଷର ଫିଟ ଇଣ୍ଡିଆ କାର୍ଯ୍ୟକ୍ରମ ଶେଷ...

ପିନାକା-ଇଆର୍‌ ରକେଟର ସଫଳ ପରୀକ୍ଷଣ, ସେନାର ଶକ୍ତିରେ ବୃଦ୍ଧି…

ପୋଖରନ୍‌,୧୧।୧୨: ପିନାକା ରକେଟ ଲଞ୍ଚର୍‌ ସିଷ୍ଟମର ସାମର୍ଥ୍ୟକୁ ବୃଦ୍ଧି କରିବା ଲାଗି ଡିଆର୍‌ଡିଓ ପକ୍ଷରୁ ପୋଖରାନ ରେଞ୍ଜରେ ପିନାକାର ଏକ୍ସଟେଣ୍ଡ୍‌ ରେଞ୍ଜ (ପିନାକା-ଇଆର୍‌) ମଲ୍ଟି ବ୍ୟାରେଲ...

ଲୋକ ସଭାର ଅସ୍ଥାୟୀ ବାଚସ୍ପତି ନିଯୁକ୍ତ ହେଲେ ମାନେକା ଗାନ୍ଧୀ

ନୂଆଦିଲ୍ଲୀ, ୩୧।୫: ୧୭ତମ ଲୋକସଭାରେ ଅସ୍ଥାୟୀ ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି ଏମ୍‌ପି ମାନେକା ଗାନ୍ଧୀ। ମୋଦି ଦ୍ୱିତୀୟ ପାଳି ସରକାରରେ ମନ୍ତ୍ରୀ ପଦ ପାଇ...

ପରିସିମନ୍‌ କମିଶନ ବିରୋଧରେ ପିଟିଶନ ଦାଖଲ…

ନୂଆଦିଲ୍ଲୀ, ୨୯।୩ : କେନ୍ଦ୍ରଶାସିତ ପ୍ରଦେଶ ଜମ୍ମୁ-କଶ୍ମୀରରେ ବିଧାନସଭା ଆସନ ସଂଖ୍ୟାକୁ ୮୩ ରୁ ୯୦ କୁ ଏବଂ ପାକିସ୍ତାନ ଅଧିକୃତ କାଶ୍ମୀରରେ ୨୪ ଆସନ...

ପଡୋଶୀ ଝିଅଙ୍କୁ କମେଣ୍ଟ ମାରିବାରୁ ପୁଅକୁ ହତ୍ୟା କଲେ ପିତା

ଲକ୍ଷ୍ନୌ, ୧୦।୭: ଉତ୍ତରପ୍ରଦେଶର ଅମରୋହା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପଡୋଶୀ ଝିଅଙ୍କୁ କମେଣ୍ଟ ମାରିବାରୁ ପୁଅକୁ ହତ୍ୟା କରିଦେଇଛନ୍ତି ପିତା। କ୍ରୋଧରେ ହତ୍ୟା...

Advertisement
Archives

Model This Week