ବରଗଡ଼ରେ ୭ କରୋନା ପଜିଟିଭ୍‌ ଚିହ୍ନଟ: ସମସ୍ତେ ସ୍ଥାନୀୟ ଆକ୍ରାନ୍ତ

ବରଗଡ଼ ଅଫିସ,୨୬।୭: ବରଗଡ଼ ଜିଲାରେ ରବିବାର ପୁଣି ୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣ ବରପାଲି ବ୍ଲକ ଅନ୍ତର୍ଗତ ଟିଙ୍ଗିପାଲି ଗ୍ରାମର ହୋଇଥିବା ବେଳେ ଅନ୍ୟ ୨ଜଣ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ. ୧ ବ୍ରହ୍ମନଗର ଅଟନ୍ତି। ସେମାନେ ସମସ୍ତେ ସ୍ଥାନୀୟ ଆକ୍ରାନ୍ତ। ସମସ୍ତଙ୍କୁ ବରଗଡ଼ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି।
ଆଜିର ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ୍‌ ସଂଖ୍ୟା ୩୫୩ରେ ପହଞ୍ଚିଛି। ସେଥିରୁ ୨୫୬ ଜଣ ସୁସ୍ଥ ହୋଇ ଥିବା ବେଳେ ୯୬ ଜଣ ଚିକିତ୍ସାଧୀନ ଅଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri