ରାଜ୍ୟରୁ ଆଜି ୭ ପଜିଟିଭ୍‌ ଚିହ୍ନଟ: ୧୨,୮୮,୩୧୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟରୁ ସୋମବାର ୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୧୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨ ଜଣ ଶିଶୁ ବି ଅଛନ୍ତି।

ଗଞ୍ଜାମ ଏବଂ ସମ୍ବଲପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର, ଖୋର୍ଦ୍ଧା ଏବଂ କଟକରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୧୧ରେ ପହଞ୍ଚିଥିବା ବେଳେ ୧୨,୭୯,୦୦୦ ଜଣ ସୁସ୍ଥ ହୋଇଛନ୍ତି। ୧୩୨ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri