ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୯୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କେବଳ ଖୋର୍ଦ୍ଧାରୁ ୬ ଜଣ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।