ଜଣା ଗାଡ଼ି ଧକ୍କାରେ ୭ ଗୋରୁଙ୍କ ମୃତ୍ୟୁ

ଢେଙ୍କାନାଳ ଅଫିସ, ୮।୧୦: ଢେଙ୍କାନାଳ ଜିଲା କଣ୍ଟା ବଣିଆ ଥାନା ଅଞ୍ଚଳର ୫୫ ଜାତୀୟ ରାଜପଥରେ ଶନିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ୭ ଗୋରୁଙ୍କ ମୃତ୍ୟୁ ଘଟିଛି । ସେମାନଙ୍କ ମଧ୍ୟରେ ୩ ଗାଈ, ୩ ଷଣ୍ଡ, ଗୋଟିଏ ବଳଦ ଥିବା ଜଣାପଡିଛି । ରାଜପଥ ଉପରେ ଗାଇ ଗୋରୁଗୁଡ଼ିକ ଥିବା ବେଳେ କୌଣସି ଅଜଣା ଗାତି ଧକ୍କା ଦେଇ ପଳାଇଛି । ଗୋରୁ ଗୁଡ଼ିକ ନିକଟସ୍ଥ ନରେନ୍ଦ୍ରପୁର ଗ୍ରାମର କିଛି ଗ୍ରାମବାସୀ ଙ୍କର ବୋଲି ଜଣାପଡିଛି । ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡିକ ରାଜପଥରୁ ହଟାଇବା ପରେ ରାଜପଥରେ ଗାଡି ଚଳାଚଳ ସ୍ବଭାବିକ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀ ବିଶ୍ରାମାଗାର ପୁନଃ ନିର୍ମାଣ ଦାବି

କୁଜଙ୍ଗ,୩ା୧୨(ଡି.ଏନ୍‌.ଏ.): କୁଜଙ୍ଗ ବଜାରସ୍ଥିତ କଟକ-ପାରାଦୀପ ରାଜ୍ୟ ରାଜପଥ କଡ଼ରେ ଥିବା ଏକ ସ୍ଥାୟୀ ଯାତ୍ରୀ ବିଶ୍ରାମାଗାରକୁ ବ୍ଲକ ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇ ଦୋକାନ ଘର...

ପ୍ରେମ ପାଇଁ ମହାଭାରତ: ଝିଆରୀକୁ ଦାଦା ହତ୍ୟା କରିଥିବା ଅଭିଯୋଗ

ନବରଙ୍ଗପୁର, ୧୦।୭(ବି.ପ୍ର.): ପ୍ରେମ ପାଇଁ ଝିଆରୀକୁ ହତ୍ୟା କଲେ ସମ୍ପର୍କୀୟ ଦାଦା। ଏ ନେଇ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନାରେ ଶୁକ୍ରବାର ଅଭିଯୋଗ ହୋଇଛି। ପ୍ରକାଶ...

ପାରାଦୀପରେ କାଉ ମଡ଼କ ଜାରି, ବାର୍ଡ ଫ୍ଲୁ ସନ୍ଦେହ

ପାରାଦୀପ, ୩୦ା୧(ସ୍ବ.ପ୍ର.): ପାରାଦୀପରେ ଗତ ଜାନୁୟାରୀ ୩ରୁ କାଉମଡ଼କ ଜାରି ରହିଥିଲେ ସୁଦ୍ଧା ଏ କ୍ଷେତ୍ରରେ କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ଏପରି କି ପ୍ରାଣୀଧନ...

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତତ୍ପରତା

ନୟାଗଡ଼ ଅଫିସ,୨୨।୧: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଚେଇଁ ଶୋଇଥିବା ନୟାଗଡ଼ ଜିଲା ପ୍ରଶାସନ ତତ୍ପର ହୋଇଛି। ଗୁରୁବାର ସନ୍ଧ୍ୟାରେ ପାଣିପୋଇଲାସ୍ଥିତ ଚିନିକଳକୁ ଜିଲାପାଳ ପୋମା ଟୁଡୁ,...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ୨ ମୃତ, ୨ ଗୁରୁତର

କେନ୍ଦୁଝର, ୧୧। ୨(ସ୍ବ.ପ୍ର.): ପଣ୍ଡାପଡା ଥାନା ଅନ୍ତର୍ଗତ ରୁଟିଶିଳା କ୍ରସର ନିକଟରେ ଶୁକ୍ରବାର ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୨ ଜଣଙ୍କର ମୃତ୍ୟୁ...

ଖସୁଛି ଭୂତଳ ଜଳସ୍ତର

ଯାଜପୁର ଅଫିସ,୧୫ା୩: ଭୂତଳ ଜଳ ବ୍ୟବହାରକୁ ନେଇ ହୋଇଥିବା କଟକଣାକୁ କେହି ମାନୁନାହାନ୍ତି। ଏଥିଯୋଗୁ ଭୂତଳ ଜଳସ୍ତର ନିମ୍ନଗାମୀ ହେଉଛି। ଫଳରେ ଗ୍ରୀଷ୍ମମାସରେ ଜଳସ୍ତର ଅଧିକ...

ଲଣ୍ଡା ଡଙ୍ଗରକୁ ସବୁଜ ଜଙ୍ଗଲରେ ପରିଣତ କଲେ ବୁଟି

ଟିକିରି,୫।୬(ଡି.ଏନ୍‌.ଏ.): ପ୍ରାକୃତିକ ଜଙ୍ଗଲ ନଷ୍ଟ କରି କଂକ୍ରିଟ ଜଙ୍ଗଲ ସୃଷ୍ଟି କରିବାରେ ସମସ୍ତେ ବ୍ୟସ୍ତ। ଏହାଦ୍ୱାରା ତାପମାତ୍ରା ବୃଦ୍ଧି ପାଇବା ସହ ବନ୍ୟଜନ୍ତୁଙ୍କ ଜୀବନ ବିପଦରେ...

ମାଟିତଳୁ ଦେଢ଼ମାସ ଶିଶୁର ମୃତଦେହ ଜବତ କଲା ପୋଲିସ

ଭଦ୍ରକ ଅଫିସ,୯।୯ : ସୋମବାର ସକାଳୁ ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ପୋଲିସ ଗେଲଟୁଆ ନୂଆସାହିରୁ ଦେଢ଼ମାସର ଶିଶୁପୁତ୍ରର ଗଳିତ ମୃତଦେହକୁ ସାଇଣ୍ଟିଫିକ୍‌ ଟିମ୍‌ ଓ...

Advertisement
Archives

Model This Week