ମିଳିଲା ୭ କୋଟି ବର୍ଷ ପୁରୁଣା ଡାଇନୋସର ଅଣ୍ଡା

ବେଜିଂ,୨୩।୧୨: ବୈଜ୍ଞାନିକମାନେ ଚାଇନାରେ ଏକ ଡାଇନୋସର ଅଣ୍ଡାର ଜୀବାଶ୍ମ ଉଦ୍ଧାର କରିଛନ୍ତି। ଏହି ଅଣ୍ଡା ଭିତରେ ଏକ ଭଲ ସଂରକ୍ଷିତ ଡାଇନୋସର ଭ୍ରୁଣ ଥିବା ବୈଜ୍ଞାନିକମାନେ କହିଛନ୍ତି। ବିଶ୍ୱାସ କରାଯାଏ ଯେ ଡାଇନୋସର ଅଣ୍ଡା ୬୬-୭୨ ମିଲିୟନ୍‌ (୭ କୋଟି ୨୦ ଲକ୍ଷ) ବର୍ଷ ପୁରୁଣା। ବୈଜ୍ଞାନିକମାନେ ଏହି ଭ୍ରୁଣର ନାମ ରଖିଛନ୍ତି ‘ବେବି ୟିଙ୍ଗଲିଆଙ୍ଗ’ ‘Baby Yingliang’। ଚାଇନାର ଜିଆଙ୍ଗସି ପ୍ରଦେଶର ଗାନଜୋ ସହରରେ ବୈଜ୍ଞାନିକମାନେ ଏହି ଅଣ୍ଡା ପାଇଛନ୍ତି। ଏହି ଅଣ୍ଡା ଗାନଜୋ ସହରର ଶାହେ ଇଣ୍ଡଷ୍ଟ୍ରିଆଲ ପାର୍କରେ ଥିବା ‘ହେକୋଉ ଫର୍ମେସନ’ର ପଥରରେ ପଡ଼ି ରହିଥିଲା।
ବର୍ମିଂହାମ ବିଶ୍ୱବିଦ୍ୟାଳୟର ପାଲିଓଣ୍ଟୋଲୋଜିଷ୍ଟମାନେ ମିଳିଥିବା ଭ୍ରୁଣ ବିଷୟରେ ଅନେକ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ଏହି ଡାଇନୋସର ଭ୍ରୁଣ ଓଭିରାପ୍ଟୋରୋସର ପ୍ରଜାତିର ଅଟେ। ଏହି ପ୍ରଜାତିର ଡାଇନୋସରମାନଙ୍କର ଦାନ୍ତ ନ ଥିଲା କିନ୍ତୁ ଏକ ଥଣ୍ଟ ଥିଲା। ଓଭିରାପ୍ଟୋରୋସର ବଂଶ ଏସିଆ ଏବଂ ଉତ୍ତର ଆମେରିକାର ପଥରରେ ମିଳିଥିଲା। ସେମାନଙ୍କର ଥଣ୍ଟ ଏବଂ ଶରୀରର ଆକାର ଭିନ୍ନ ଥିଲା। ଏହା ତାଙ୍କୁ ବିଭିନ୍ନ ପ୍ରକାରର ଖାଦ୍ୟ ଖାଇବାକୁ ଅନୁମତି ଦେଲା। ଚାଇନାରେ ମିଳୁଥିବା ଏହି ଡାଇନୋସର ଭ୍ରୁଣ ଏପର୍ଯ୍ୟନ୍ତ ସବୁଠାରୁ ଜଣାଶୁଣା ଭ୍ରୁଣ ଅଟେ। ବୈଜ୍ଞାନିକମାନେ ‘ବେବି ୟିଙ୍ଗଲିଆଙ୍ଗ’ର ଆବିଷ୍କାରକୁ ନେଇ ବହୁତ ଉତ୍ସାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri