ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାର ରହସ୍ୟ ଖୋଲିବ ୭ ସାଇକେଲ୍‌!

ବାଲେଶ୍ୱର,୨୨ା୭(ବାଞ୍ଛାନିଧି ଦେ):କ୍ରାଇମବ୍ରାଞ୍ଚର ସିଏଡବ୍ଲ୍ୟୁ ଆଣ୍ଡ ସିଡବ୍ଲ୍ୟୁ ଶାଖା ଡିିଏସ୍‌ପି ଇମାନ କଲ୍ୟାଣ ନାୟକ, ଇନ୍ସପେକ୍ଟର ପାଞ୍ଚାଳି ରାଉତ ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ପହଞ୍ଚତ୍ ୨ଘଣ୍ଟା ଧରି ଘଟଣାର ବିଭିନ୍ନ ଦିଗ ଉପରେ ତଦନ୍ତ କରିଥିଲେ। ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ଫିରୋଜ ପାଢ଼ୀ, ଆଇସିସି ସଦସ୍ୟା ଓ କେତେଜଣ ଛାତ୍ରୀଛାତ୍ରଙ୍କୁ ପଚରାଉଚରା କରିଥିଲେ। କଲେଜ ଷ୍ଟୋର୍‌ ରୁମ୍‌ରେ ଥିବା ୭ଟି ସାଇକେଲକୁ ନେଇ ସନ୍ଦେହ ଦେଖାଦେଇଛି। ଘଟଣା ଘଟିବା ଦିନ ଠାରୁ ଛାତ୍ରୀଛାତ୍ର ଏହି ୭ଟି ସାଇକେଲ କଲେଜରୁ ନ ନେଇ ପଳାଇଥିବା ଦେଖିବାକୁ ମିଳିଥିଲା। ଏହାପରେ କଲେଜ କର୍ତ୍ତୃପକ୍ଷ ଷ୍ଟୋର ରୁମ୍‌ରେ ସାଇକେଲଗୁଡ଼ିକୁ ନେଇ ରଖିଥିଲେ। ସେବେଠାରୁ ସାଇକେଲଗୁଡ଼ିକ କାହାର, କାହଁିକି ନେଉ ନାହାନ୍ତି, ହୁଏତ ସେମାନେ ଘଟଣାର ପ୍ରତ୍ୟକ୍ଷଦର୍ଶୀ ଥାଇପାରନ୍ତି ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri