ବିଦେଶୀ ଯାତ୍ରୀଙ୍କ ପାଇଁ ୭ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ

ନୂଆଦିଲ୍ଲୀ, ୨୨।୭: କରୋନା ସଂକ୍ରମଣ ଯୋଗୁ ଦିଲ୍ଲୀର ସ୍ଥିତି ଅଣାୟତ୍ତ ରହିଛି। ଏପରିସ୍ଥଳେ ଅଧିକ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦିଲ୍ଲୀ ବିମାନ ବନ୍ଦର ପକ୍ଷରୁ ବିଦେଶୀ ଯାତ୍ରୀଙ୍କ ଲାଗି ନୂଆ ମାର୍ଗଦର୍ଶିକା ଜାରି କରାଯାଇଛି। ଏଣିକି ବିଦେଶୀ ଯାତ୍ରୀ ୭ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନରେ ରହିବେ। ଏହାପରେ ସେମାନଙ୍କୁ ନିଜ ଘରେ ଏକ ସପ୍ତାହ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିବ। ସମସ୍ତ ଖର୍ଚ୍ଚ ଯାତ୍ରୀ ବହନ କରିବେ ବୋଲି ଏଥିରେ ଦର୍ଶାଯାଇଛି। ଏଥିପାର୍ଇ ଯାତ୍ରୀମାନଙ୍କୁ ଏକ ଅଣ୍ଡରଟେକିଂ ମଧ୍ୟ ସ୍ବାକ୍ଷର କରିବାକୁ ପଡ଼ିବ ବୋଲି ଦିଲ୍ଲୀ ବିମାନ କର୍ତ୍ତୃପକ୍ଷ ସୂଚିତ କରିଛନ୍ତି। ତେବେ ଗର୍ଭବତୀ ଏବଂ ୧୦ ବର୍ଷରୁ କମ୍‌ ବୟସ୍କଙ୍କ କ୍ଷେତ୍ରରେ କେତେକ ସସର୍ତ୍ତ କୋହଳ ବ୍ୟବସ୍ଥା ଲାଗୁ ହେବ ବୋଲି ମାର୍ଗଦର୍ଶିକାରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଟିକାକରଣରେ ଭାରତ ରଚିଲା ଇତିହାସ: ଟପ୍ ୧୦ରେ ରହିଲେ ଏହିସବୁ ରାଜ୍ୟ

ନୂଆଦିଲ୍ଲୀ,୨୧ ।୧୦: କରୋନା ମହାମାରୀକୁ ଦୂରେଇବା ପାଇଁ ଦେଶରେ ଆରମ୍ଭ କରାଯାଇଥିବା ଟିକାକରଣ କାର୍ଯ୍ୟକ୍ରମ ଇତିହାସ ରଚିଛି । ଜାନୁୟାରୀ ୧୬ରୁ ଆରମ୍ଭ କରାଯାଇଥିବା ଏହି...

କରୋନା ଲଢେଇରେ ଜିତିଲେ ୮ ଦିନର ଶିଶୁ

ଗାଜିଆବାଦ,୨୯।୪:କଥାରେ ଅଛି ଯିଏ ଜିତେ, ସେ ସିକନ୍ଦର। ଏହି ଉକ୍ତିର ପ୍ରମାଣ କରି ଦେଖାଇଛନ୍ତି ଜଣେ ଆଠ ଦିନର ନିରୀହ ଶିଶୁ। କରୋନା ମହାମାରୀ ସହ...

ପରେଡ ପରେ ରାଜପଥରେ ଚାଲି ଚାଲି ଯାଇ ଜନତାଙ୍କ ଅଭିବାଦନ ଗ୍ରହଣ କଲେ ମୋଦି

ନୂଆଦିଲ୍ଲୀ,୨୬।୧: ଭାରତ ରବିବାର ୭୧ତମ ସାଧାରଣତନ୍ତ୍ର ଦିବସ ପାଳନ କରିଛି। ଏହି ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ସେନା ତା’ର ଶକ୍ତି ପ୍ରଦର୍ଶନ କରିବା ସହ...

ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୮।୨: ଆମ ଆଦମୀ ପାର୍ଟି ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲଙ୍କ ଉପରେ କୁମାର ବିଶ୍ୱାସଙ୍କ ଦ୍ୱାରା ଲଗାଯାଇଥିବା ଅଭିଯୋଗକୁ ନେଇ ରାଜନୀତି ତୀବ୍ର ହୋଇଛି। କେଜ୍‌ରିୱାଲଙ୍କ ବିରୋଧରେ...

ଟିକା ଭୟରେ ଡ୍ରମ ପଛରେ ଲୁଚିଲେ ବୃଦ୍ଧା

ଲକ୍ଷ୍ନୌ, ୩।୬: ଲୋକସଂଖ୍ୟା ଓ ଆକାର ଦୃଷ୍ଟିରୁ ଦେଶର ସବୁଠୁ ବଡ଼ ରାଜ୍ୟରେ ଟିକାକରଣ ପାଲଟିଛି ଏକ ବଡ଼ ଚ୍ୟାଲେଞ୍ଜ। ରାଜ୍ୟର ଗ୍ରାମାଞ୍ଚଳରେ ଲୋକଙ୍କୁ ଟିକାକରଣ...

ଅକ୍ଟୋବର ୧୬ରୁ ଖୋଲିବ ସାବରିମାଲା ମନ୍ଦିର: ପ୍ରତିଦିନ ୨୫୦ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ପାଇଁ ମିଳିବ ଅନୁମତି

ନୂଆଦିଲ୍ଲୀ,୧୫।୧୦-କେରଳର ସାବରିମାଲା ମନ୍ଦିର ଆସନ୍ତା ଅକ୍ଟୋବର ୧୬ରୁ ପାଞ୍ଚ ଦିନ ଭକ୍ତଙ୍କ ପାଇଁ ଖୋଲିବାକୁ ଯାଉଛି। ଏଥିପାଇଁ ଟ୍ରାଭାନକୋର ଦେବସୋମ ବୋର୍ଡ (ଟିବିଡି) ପକ୍ଷରୁ ଗାଇଡଲାଇନ...

ପରପାରିରେ ଶିଲା ଦୀକ୍ଷିତ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶିଲା ଦୀକ୍ଷିତଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା।...

ବିଦ୍ୟୁତ୍‌ ବିଲ୍‌ ଦେଖି ପ୍ରସିଦ୍ଧ କବିଙ୍କୁ ଲାଗିଲା ଝଟ୍‌କା

ପ୍ରସିଦ୍ଧ କବି ମଞ୍ଜର ଭୋପାଳୀଙ୍କୁ ବିଜୁଳି ବିଭାଗ ପକ୍ଷରୁ ଏକ ବଡ଼ ଝଟକା ଲାଗିଛି। ଜୁନ ମାସରେ ମଞ୍ଜର୍‌ଙ୍କ ବିଦ୍ୟୁତ୍‌ ବିଲ୍‌ ୩୬ ଲକ୍ଷ ଟଙ୍କାରୁ...

Advertisement
Archives

Model This Week