ପ୍ରଣବଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ

ଭୁବନେଶ୍ୱର, ୧।୯ (ବ୍ୟୁରୋ): ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ରାଜ୍ୟ ସରକାର ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରିବାକୁ ଘୋଷଣା କରିଛନ୍ତି। ଅଗଷ୍ଟ ୩୧ ତାରିଖରୁ ସେପ୍ଟେମ୍ବର ୬ ତାରିଖ ପର୍ଯ୍ୟନ୍ତ ଏହି ଶୋକ ପାଳନ କରାଯିବ। ଏହି ସମୟରେ ସମସ୍ତ ସରକାରୀ କାର୍ଯ୍ୟାଳୟରେ ଉଡ଼ୁଥିବା ଜାତୀୟ ପତାକାକୁ ଅର୍ଦ୍ଧନମିତ କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ସୋମବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ଶୋକ ପାଳନ କରିବା ପାଇଁ ଗୃହ ବିଭାଗର ଅତିରିକ୍ତ ସଚିବ ଏସ୍‌.କେ. ମିଶ୍ର ରାଜସ୍ବ ପର୍ଷଦ ସଭ୍ୟ, ସମସ୍ତ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ଆଇଜି, ସମସ୍ତ ବିଭାଗର ସଚିବ, ଗୋଇନ୍ଦା ବିଭାଗର ନିର୍ଦ୍ଦେଶକ, ରାଜ୍ୟପାଳଙ୍କ ସଚିବ, କଟକ-ଭୁବନେଶ୍ୱର ପୋଲିସ କମିଶନର, ସମସ୍ତ ରାଜସ୍ବ କମିଶନର, ଜିଲାପାଳ, ଏସ୍‌ପିଙ୍କୁ ଏ ନେଇ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ବିଲ୍‌ ନାହିଁ: ଆବାସ ତାଲିକାରୁ ନାମ ବାଦ୍‌

ରଘୁନାଥପୁର,୧ା୧୦(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ପୁରଣାବସନ୍ତ ପଞ୍ଚାୟତର ବହୁ ଯୋଗ୍ୟ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ପାଇନାହାନ୍ତି। ଏଥିସହ ତାଲିକାରେ ସାମିଲ ହୋଇଥିବା...

ଏକାଦଶ, ଦ୍ୱାଦଶରେ ଉପସ୍ଥାନ କମିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ):ରାଜ୍ୟର ଶିକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ପାଇଁ ସରକାର ପ୍ରୟାସ ଚଳାଇଛନ୍ତି। ଏବେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀରେ ଉପସ୍ଥାନ ବୃଦ୍ଧି ପାଇଁ ବିଦ୍ୟାଳୟ ଓ...

ଭୁବନେଶ୍ୱରରୁ ଆଉ ୨୬୭ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୪୨

ଭୁବନେଶ୍ୱର, ୧୪।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୨୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା...

ଶର୍ମିଷ୍ଠାଙ୍କ ବିରୋଧରେ ଆଉ ଏକ ବଡ଼ ପ୍ରମାଣ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚକୁ ଆଉ ଏକ ବଡ଼ ପ୍ରମାଣ ମିଳିଛି। ମାନସଙ୍କ ମୃତଦେହ ନୟାଗଡ଼ରେ ପୋତିବା ପରେ ହତ୍ୟାକାଣ୍ଡରେ ବ୍ୟବହୃତ...

ରାଜ୍ୟରେ ବଢିବ ତାପମାତ୍ରା

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟରେ କମିବ ଶୀତ। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇବ। ଏଥିସହ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା...

ଡେପୁଟେଶନରେ ଗଲେ ମାଡ଼ ଖାଇଥିବା ଶିକ୍ଷୟିତ୍ରୀ-ଶିକ୍ଷକ

କେନ୍ଦୁଝର,୧୪ା୫(ସ୍ବ.ପ୍ର.): ସାହାରପଡ଼ା ବ୍ଲକ ଅନ୍ତର୍ଗତ ବିଲା ରାମଚନ୍ଦ୍ରପୁର ସରକାରୀ ହାଇସ୍କୁଲର ମାଟ୍ରିକ ପରୀକ୍ଷା ଦାୟିତ୍ୱରେ ଥିବା କେନ୍ଦ୍ର ଅଧୀକ୍ଷକ ଏବଂ ଡେପୁଟି କେନ୍ଦ୍ର ଅଧୀକ୍ଷକଙ୍କୁ ଜଣେ...

୨୮ ଲକ୍ଷର ବ୍ରାଉନସୁଗାର ଜବତ,୨ ଗିରଫ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜଧାନୀରୁ ବ୍ରାଉନସୁଗାର ଜବତ। ୟୁନିଟ ୮ ନାରାୟଣୀ ବସ୍ତିରୁ ୨୮୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ। ଏଥିରେ ଦୁଇ ଭାଇଙ୍କୁ ଗିରଫ...

ଜିଲା ପାଠାଗାରରେ ଅବ୍ୟବସ୍ଥା: ଆସୁଛନ୍ତି ହାତଗଣତି ପାଠକ

ନୟାଗଡ଼ ଅଫିସ,୨୮ା୧୧: ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିସରରେ ଥିବା ଜିଲା ପାଠାଗାର ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଭିତ୍ତିଭୂମି ସୁଦୃଢ଼ ଥିବା ସତ୍ତ୍ୱେ...

Advertisement
Archives

Model This Week