ବଲାଙ୍ଗୀର ୪ ଦିନ ଶଟ୍‌ଡାଉନ୍‌ ଘୋଷଣା: ବନ୍ଦ ରହିବ ଏସବୁ କାର୍ଯ୍ୟ

ବଲାଙ୍ଗୀର ଅଫିସ,୬।୮: ବଲାଙ୍ଗୀର ଜିଲାକୁ ଗୁରୁବାର ୪ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଅଗଷ୍ଟ ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ନେଇ ଜିଲାପାଳ ଘୋଷଣା କରିଛନ୍ତି। ଏହି ସମୟରେ ଜିଲା ଭିତରେ ସମସ୍ତ ପରିବହନ କାର୍ଯ୍ୟ ବନ୍ଦ ରହିବ। ଦୋକାନ ବଜାର, ସରକାରୀ ଓ ଘରୋଇ ପ୍ରତିଷ୍ଠାନ ବନ୍ଦ ରହିବ। ମେଡିକାଲ, ଜଳାଯୋଗାଣ, ପରିମଳ ଆଦି ଜରୁରୀ ସେବା ଚାଲୁ ରହିବ। ଏହାଛଡ଼ା ମାଲବାହୀ ଗାଡ଼ି, ଶିଳ୍ପ ପ୍ରତିଷ୍ଠାନ, ନିର୍ମାଣ କାର୍ଯ୍ୟକୁ ଅନୁମତି ଦିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri