Posted inଜାତୀୟ

୬ ମହଲା ବିଲ୍ଡିଂ ଭୁଶୁଡ଼ିବା ଘଟଣା, ଉଦ୍ଧାର ହେଲା ୭ ମୃତଦେହ

ସୁରତ, ୭।୭: ଗୁଜୁରାଟର ସୁରତ ଅଞ୍ଚଳରେ ଶନିବାର ଏକ ୬ ମହଲା ବିଲ୍ଡିଂ ଭୁଷୁଡ଼ିବା ଘଟଣାରେ ୭ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ଅଧିକାରୀକ ସ୍ତରରେ ସୂଚନା ଦିଆଯାଇଛି । ଏହି ବିଲ୍ଡିଂ ବେଆଇନ୍‌ ଭାବେ ୨୦୧୭ ମସିହାରେ ନିର୍ମାଣ କରାଯାଇଥିଲା । ସଚିନ୍‌ ପଲ୍ଲି ଭିଲେଜ୍‌ ଅଞ୍ଚଳରେ ନିର୍ମିତ ଏହି ବିଲ୍ଡିଂ ପ୍ରାୟତଃ ଫାଙ୍କା କରାଯାଇଥିବା ବେଳେ ୫ ଟି ଫ୍ଲାଟ୍‌ରେ ଲୋକେ ରହୁଥିଲେ ।

ବିଲ୍ଡିଂ ଭୁଶୁଡ଼ିବା ପରେ ଲୋକେ ଏହାର ତଳେ ଚାପି ହୋଇ ରହିଥିବାରୁ ରାତିସାରା ସର୍ଚ୍ଚ ଅପରେସନ୍‌ ଜାରି ରହିଥିଲା । ସକାଳ ସୁଦ୍ଧା ଭଗ୍ନାବଶେଷ ତଳୁ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ସୁରତର ମୁଖ୍ୟ ଅଗ୍ନିଶମ ଅଧିକାରୀ ସୂଚନା ଦେଇଛନ୍ତି ।

ଶନିବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଏହି ଘଟଣାରେ ୧୫ ଜଣ ଆହତ ହୋଇଥିଲେ । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଚାଇନା ପାଇଁ ଭାରତ କଲା ଏମିତି କାମ, କାବା ହେଇଗଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୨।୩: ନୂଆଦିଲ୍ଲୀର ନିବେଶ ସଚିବ କହିଛନ୍ତି ଯେ ଭାରତ ଏକ ଫାଷ୍ଟ-ଟ୍ରାକ ଅନୁମୋଦନ ବ୍ୟବସ୍ଥା ମାଧ୍ୟମରେ ଅଧିକ କ୍ଷେତ୍ରରେ ଚାଇନା ନିବେଶକୁ ଅନୁମତି ଦେବ। ଅମରଦୀପ ସିଂହ…

ଦୁଇ ଭିନ୍ନ ଦେଶ

ଚାଇନା ଓ ଭାରତକୁ ବହୁ ସମୟରେ ରାଜନୈତିକ ରୂପେ ସ୍ୱତନ୍ତ୍ର ତଥା ବିକାଶଶୀଳ ଦେଶ ଭାବେ ତୁଳନା କରାଯାଏ। ତାହା ଭ୍ରମାତ୍ମକ। ଚାଇନା ହେଉଛି ସର୍ୱପ୍ରଥମ ଓ…

ଯୁଦ୍ଧ ଭିତରେ ଭାରତକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ, ଚମକି ପଡିଲା ଚାଇନା

ନୂଆଦିଲ୍‌ଲୀ,୧୨।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ତାର ଶକ୍ତି ଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ରୁଷିଆରୁ ତୈଳ କ୍ରୟ ପୁନଃ ଆରମ୍ଭ କରିବାକୁ ନିଷ୍ପତ୍ତି…

ସିଲିଣ୍ଡରକୁ ନେଇ ଆସିଲା ପୁଣି ବଡ଼ ଖବର, ସରକାର କହିଦେଲେ କାଲିଠୁ…

ନୂଆଦିଲ୍ଲୀ ,୧୨ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ ନେଇ ଏବେ ତୈଳ ଏବଂ ଗ୍ୟାସ୍‌ ଯୋଗାଣ ଶୃଙ୍ଖଳ ଭାରି ମାତ୍ରାରେ ପ୍ରଭାବିତ ହୋଇଛି। ଏହାକୁ ନେଇ ଦେଶରେ ପେଟ୍ରୋଲିୟମଜାତ…

ଭୟଙ୍କର ଯୁଦ୍ଧ, ଟେନ୍‌ସନ୍‌ରେ ଭାରତ: ଖୋଲାଗଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଦୁବାଇ/ନୂଆଦିଲ୍ଲୀ,୧୨ା୩ (ଏ.ପି./ରଏଟର୍ସ):ମଧ୍ୟପ୍ରାଚ୍ୟର ଯୁଦ୍ଧର ଭୟଙ୍କର ପରିଣାମ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ଦେଖିବାକୁ ମିଳିଛି। ଏହି ସାମୁଦ୍ରିକ ଜଳପଥ ଦେଇ ଆସୁଥିବା ତୈଳ ପରିବହନକାରୀ ବାଣିଜି୍ୟକ ଜାହାଜଗୁଡ଼ିକୁ ଇରାନ୍‌…

ଫିଫା ବିଶ୍ୱକପ୍‌ରୁ ଓହରିଲା ଇରାନ

ତେହରାନ୍‌ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ…

ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍‌ ଜିତିବା ସତ୍ତ୍ୱେ ଚୁପ୍‌ ରହିଲେ…

ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ…

୧୨ ଦିନରେ ଯୁଦ୍ଧ: ଟାର୍ଗେଟ୍‌ରେ ଆର୍ଥିକ ଅନୁଷ୍ଠାନ, ବ୍ୟାଙ୍କ

ତେହରାନ୍‌ ,୧୧ା୩: ଇରାନ୍‌-ଆମେରିକା ଯୁଦ୍ଧ ୧୨ ଦିନରେ ପହଞ୍ଚି ଥିଲାବେଳେ ଉଭୟ ପକ୍ଷଙ୍କ ଆକ୍ରମଣ ଲକ୍ଷ୍ୟ ଦିନକୁ ଦିନ ବଦଳିବାରେ ଲାଗିଛି। ପ୍ରଥମେ ତୈଳ ରିଫାଇନେରିଗୁଡିକୁ ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri