ସାନିଟାଇଜର ପିଇ ୭ ମୃତ

ୟବତମାଲ, ୨୫ା୪: ମହାରାଷ୍ଟ୍ରରେ କର୍ଫ୍ୟୁ ଯୋଗୁ ମଦ ଦୋକାନ ବନ୍ଦ ଥିବାବେଳେ ସାନିଟାଇଜର ପିଇ ୟବତମାଲ ଜିଲାର ୭ ଜଣଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସମସ୍ତଙ୍କ ବୟସ ୩୫ରୁ ୪୭ ବର୍ଷ ମଧ୍ୟରେ ହେବ। ରାତିରେ ପାର୍ଟି କରିବାକୁ ଏକାଠି ହୋଇଥିବାବେଳେ କେହି ଜଣେ ୨୫୦ ମିଲିଲିଟର ମଦ ବଦଳରେ ୩୦ ମିଲି ସାନିଟାଇଜର ପିଇହେବ ବୋଲି ସେମାନଙ୍କୁ କହିଥିଲେ। ସାନିଟାଇଜରରେ ଆଲକହଲ ଥିବାରୁ ସେମାନେ ୫ ଲିଟର ସାନିଟାଇଜର କିଣିଥିଲେ। ଏହା ପିଇସାରିବା ପରେ ସେମାନେ ଗୁରୁତର ହୋଇପଡ଼ିଥିଲେ। ସ୍ଥାନୀୟ ହସ୍ପିଟାଲରେ ଜଣେ ପରେ ଜଣଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରୁ ୩ ଜଣଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଥିବାବେଳେ ସାନିଟାଇଜର ପିଇ ସେମାନଙ୍କ ମୃତ୍ୟୁ ଘଟିଥିବା ପୋଲିସ କହିଛି। ଅନ୍ୟ ୪ ଜଣଙ୍କ ମୃତଦେହ ପରିବାର ଲୋକେ ସତ୍କାର କରିଦେଇଥିବାରୁ ବ୍ୟବଚ୍ଛେଦ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri