ସାନିଟାଇଜର ପିଇ ୭ ମୃତ

ୟବତମାଲ, ୨୫ା୪: ମହାରାଷ୍ଟ୍ରରେ କର୍ଫ୍ୟୁ ଯୋଗୁ ମଦ ଦୋକାନ ବନ୍ଦ ଥିବାବେଳେ ସାନିଟାଇଜର ପିଇ ୟବତମାଲ ଜିଲାର ୭ ଜଣଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସମସ୍ତଙ୍କ ବୟସ ୩୫ରୁ ୪୭ ବର୍ଷ ମଧ୍ୟରେ ହେବ। ରାତିରେ ପାର୍ଟି କରିବାକୁ ଏକାଠି ହୋଇଥିବାବେଳେ କେହି ଜଣେ ୨୫୦ ମିଲିଲିଟର ମଦ ବଦଳରେ ୩୦ ମିଲି ସାନିଟାଇଜର ପିଇହେବ ବୋଲି ସେମାନଙ୍କୁ କହିଥିଲେ। ସାନିଟାଇଜରରେ ଆଲକହଲ ଥିବାରୁ ସେମାନେ ୫ ଲିଟର ସାନିଟାଇଜର କିଣିଥିଲେ। ଏହା ପିଇସାରିବା ପରେ ସେମାନେ ଗୁରୁତର ହୋଇପଡ଼ିଥିଲେ। ସ୍ଥାନୀୟ ହସ୍ପିଟାଲରେ ଜଣେ ପରେ ଜଣଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରୁ ୩ ଜଣଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଥିବାବେଳେ ସାନିଟାଇଜର ପିଇ ସେମାନଙ୍କ ମୃତ୍ୟୁ ଘଟିଥିବା ପୋଲିସ କହିଛି। ଅନ୍ୟ ୪ ଜଣଙ୍କ ମୃତଦେହ ପରିବାର ଲୋକେ ସତ୍କାର କରିଦେଇଥିବାରୁ ବ୍ୟବଚ୍ଛେଦ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭୟ: ଭାରତୀୟ ବିମାନକୁ ଅନୁମତି ମିଳୁନି, ଯୋଗାଯୋଗ ବିଳମ୍ବକୁ ଦାୟୀକଲା ଚାଇନା

ଉହାନ,୨୨ା୨:ଚାଇନାରେ କରୋନା ଭାଇରସ୍‌ ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ାଇ ଚାଲିଥିବା ବେଳେ ପରିସ୍ଥିତି ଅଣାୟତ ହୋଇପଡ଼ିଛି। ଏବେସୁଦ୍ଧା ଚାଇନାରେ କରୋନା ମୃତ୍ୟୁସଂଖ୍ୟା ୨,୩୪୫ରେ ପହଞ୍ଚିଥିବାବେଳେ...

ବରପକ୍ଷ ଯୌତୁକ ମାଗିବାରୁ ନିମନ୍ତ୍ରଣ କାର୍ଡରେ ସୁଇସାଇଡ୍‌ ନୋଟ୍‌ ଲେଖି ଆତ୍ମହତ୍ୟା କଲେ କନ୍ୟାପିତା

ଚଣ୍ଡିଗଡ଼,୨୩ା୧୧: ଯୌତୁକ ରୂପୀ ଭୂତ ସମାଜରୁ ସମ୍ପୂର୍ଣ୍ଣ ମୂଳପୋଛ ହୋଇନାହିଁ। ଆଜି ବି ଏ ସମାଜରେ କିଛି ଯୌତୁକଲୋଭୀ କନ୍ୟାପକ୍ଷଙ୍କୁ ଯୌତୁକ ମାଗିବାକୁ ପଛାଉ ନାହାନ୍ତି।...

ନୂଆ ସଂସଦ ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବା ଉପରେ ବିରୋଧୀଙ୍କୁ ଟାର୍ଗେଟ୍‌ କଲେ ଶାହା, କହିଲେ କଂଗ୍ରେସ ସହ ଚାଲୁଥିବା ଲୋକ…

ନୂଆଦିଲ୍ଲୀ,୨୫।୫: ନୂତନ ସଂସଦ ଭବନର ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବା ନିଷ୍ପତ୍ତିକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସ ଉପରେ ବର୍ଷିଛନ୍ତି। ଗୁରୁବାର...

ପୁଣି ଥରେ ବିଶ୍ୱର ଲୋକପ୍ରିୟ ନେତା ହେଲେ ମୋଦି, ବାଇଡେନ-ସୁନକଙ୍କ ସମେତ ୨୨ ଲିଡର୍‌ଙ୍କୁ ପକାଇଲେ ପଛରେ…

ନୂଆଦିଲ୍ଲୀ,୩।୨: ଅନ୍ତର୍ଜାତୀୟସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଭାବ ଜାରି ରହିଛି। ସେ ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ଏହି...

୨୭ରେ ନାମାଙ୍କନପତ୍ର ଦାଖଲ କରିବେ ଯଶବନ୍ତ

ନୂଆଦିଲ୍ଲୀ,୨୪।୬: ବିରୋଧି ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନା ଜୁନ ୨୭ରେ ନାମାଙ୍କନପତ୍ର ଦାଖଲ କରିବେ। ଯଶବନ୍ତ ଦୁଇ ଦିନିଆ ବିହାର ଏବଂ ଝାଡଖଣ୍ଡ ଗସ୍ତ...

ସର୍ବୋଚ୍ଚ ବଳିଦାନ ପାଇଁ ପ୍ରସ୍ତୁତ ହେବାକୁ ଶିଖ୍‌ଙ୍କୁ ପ୍ରବର୍ତ୍ତାଉଥିଲେ ଅମ୍ରିତ୍‌ପାଲ

ଚଣ୍ଡିଗଡ଼,୨୫ା୩: ଖଲିସ୍ତାନୀ ନେତା ଅମ୍ରିତପାଲ୍‌ ସିଂ ପଞ୍ଜାବ ପୋଲିସ ହାବୁଡ଼ରୁ ଖସି ପଳାଇଯିବା ପୂର୍ବରୁ ୧୦ ଦିନରେ ୫ଟି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ସେଥିରେ ଉଦ୍‌ବୋଧନ ଦେଇ...

ମେ’ ୨୬ରୁ ଜୁନ୍‌ ୧୧ ମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨ଗୁଣ ବଢ଼ିଛି: ବାଗ୍‌ଚୀ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା (କୋଭିଡ-୧୯)ସମଗ୍ର ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି। ସଂକ୍ରମିତ ଦେଶ ତାଲିକାରେ ଭାରତ ୫ମ ସ୍ଥାନରେ ପହଞ୍ଚିଲାଣି। ରାଜ୍ୟରେ ଗତ ମେ’...

ପୋଲିସ ପୋଷ୍ଟ ଉପରକୁ ଆତଙ୍କବାଦୀଙ୍କ ଗ୍ରେନେଡ ମାଡ

ଶ୍ରୀନଗର,୨୬ ।୧୨: କଶ୍ମୀର ସଂଭାଗର ପୁଲୱାମା ଜିଲାରେ ଆତଙ୍କବାଦୀମାନେ ରବିବାର ପୋଲିସ ପୋଷ୍ଟ ଉପରକୁ ଟାର୍ଗେଟ କରି ଗ୍ରେନେଡ ମାଡ କରିଛନ୍ତି । ଏହି ଗ୍ରେନେଡମାଡ...

Advertisement
Archives

Model This Week