Posted inଜାତୀୟ

ଭୂସ୍ଖଳନରେ ଚାଲିଗଲା ୭ ଜୀବନ

ଶିମଲା,୨୭।୯: ପ୍ରବଳ ବର୍ଷା ଯୋଗୁ ହିମାଚଳପ୍ରଦେଶର ସିର୍ମାଉର ଜିଲାରେ ସୋମବାର ଭୂସ୍ଖଳନ ହୋଇଛି। ଫଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଗତ ୩ରୁ ୪ ଦିନ ହେବ ସିର୍ମାଉର ଅଞ୍ଚଳରେ ପ୍ରବଳରୁ ପ୍ରବଳ ବର୍ଷା ଲାଗିଛି। ଜିଲାରେ ଲଗାତାର ବର୍ଷା ଯୋଗୁ ବହୁ କ୍ଷୟକ୍ଷତି ହୋଇଛି। ରାଜ୍ୟରେ ପ୍ରାୟ ୧୨୦ରାସ୍ତା ଅବରୋଧ ହୋଇଥିବାବେଳେ ପ୍ରବଳ ବର୍ଷା ହେତୁ ୯୦ ଟ୍ରାନ୍ସଫର୍ମର କ୍ଷତିଗ୍ରସ୍ତ ହୋଇଛି। ଅନ୍ୟପକ୍ଷେ, ଲୋକଙ୍କୁ ଆବଶ୍ୟକ ନ ହେଲେ ବାହାରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ସୂଚନାଯୋଗ୍ୟ,ପ୍ରବଳ ବର୍ଷା ହେତୁ ହିମାଚଳ ପ୍ରଦେଶ, ଉତ୍ତରପ୍ରଦେଶ ଏବଂ ଉତ୍ତର-ପୂର୍ବ ରାଜ୍ୟରେ ଭୂସ୍ଖଳନ ଓ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଆସନ୍ତା ୩ ଦିନ ଯାଏ ରାଜ୍ୟରେ…

ଭୁବନେଶ୍ୱର, ୩୦।୭: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

ହଠାତ୍‌ ମୋଦି ସରକାରଙ୍କୁ ପ୍ରଶଂସା କଲେ ୱାଙ୍ଗଚୁକ, କହିଦେଲେ ଏମିତି…

ନୂଆଦିଲ୍ଲୀ, ୩୦।୭: ବିଖ୍ୟାତ ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ଏକ ଭିଡିଓ ଶେୟାର କରି ଭାରତୀୟ ରେଲୱେର ପ୍ରଶଂସା କରିଛନ୍ତି। ଏଥିସହ ସେ ଏହା…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଘରୁ ସ୍ବାମୀଙ୍କୁ ଉଠାଇନେଇ ପୋଲିସ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମର କେ.କୁରେଶୁୁ ରେଡ୍ଡୀଙ୍କ ଝିଅ କେ. ଭାରତୀ ରେଡ୍ଡୀ ସାନଖେମୁଣ୍ଡି ବ୍ଲକ…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଘରୁ ବୃଦ୍ଧାଙ୍କ ପଚାସଢା ମୃତଦେହ ଉଦ୍ଧାର ଘଟଣା: ବେସାହାରା ହୋଇପଡିଛନ୍ତି ମାନସିକ ବିକାରଗ୍ରସ୍ତ ୨ ପୁଅ, ପ୍ରଶାସନର ଦେଖାନାହିଁ…

ପୁରୁଷୋତ୍ତମପୁର,୩୦/୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଚର୍ଚ୍ଚିତ ବିଷୟ ପାଲଟିଥିଲା। ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କିୟମାନେ ମୁହଁ ଫେରାଇ…

ବନ୍ୟା ଜଳ ମାଡ଼ି ଆସିବାରୁ ଫସିଗଲେ ୧୩ଚାଷୀ, ଉଦ୍ଧାର ପାଇଁ ଆସିଲା ଓଡ୍ରାଫ ଟିମ୍‌, ମଝି ପାଣିରେ ରହିଯାଇଥିଲେ ୪

ବଲାଙ୍ଗୀର,୩୦।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ଉନ୍ଦେର ନଦୀରେ ବନ୍ୟା ଆସିବାରୁ ଫସିଗଲେ ୧୩ ଚାଷୀ । ବଙ୍ଗୋମୁଣ୍ଡା ଗନ୍ଧର୍ଲା ଗାଁର ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri