ରାଜ୍ୟରେ ଆଉ ୭ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି କରୋନାଜନିତ ୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୪୮ରେ ପହଞ୍ଚିଛି। ମୃତଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୬୨ ବର୍ଷୀୟ ମହିଳା ରହିଥିବା ବେଳେ ବରଗଡ଼ର ଜଣେ ୭୬ ବର୍ଷୀୟ ମହିଳା ଓ ୬୫ବର୍ଷୀୟ ପୁରୁଷ ରହିଛନ୍ତି। ସେହିପରି ଭଦ୍ରକର ଜଣେ ୬୦ବର୍ଷୀୟ ପୁରୁଷ ଓ ସମ୍ବଲପୁରର ୨ଜଣ ୭୫ ୫୮ ବର୍ଷୀୟ ପୁରୁଷ ଓ ୬୦ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?