୭ ବିଦେଶୀ ଫେରନ୍ତା ପଜିଟିଭ୍‌

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭ ଜଣ ବିଦେଶୀ ଫେରନ୍ତା କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଜିନୋମ ସିକ୍ୱେନ୍ସିଂ ହୋଇଥିଲା। ସେମାନେ ‘ଓମିକ୍ରନ୍‌’ ପୀଡ଼ିତ ନ ଥିବା ଜଣାପଡ଼ିଛି। ଆଉ ୩ ଜଣଙ୍କ ନମୁନା ସିକ୍ୱେନ୍ସିଂ ପାଇଁ ପଠାଯାଇଛି ବୋଲି ରବିବାର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।

ବିଭିନ୍ନ ମଡେଲ ଦେଖାଉଥିବା ଭବିଷ୍ୟବାଣୀ ଗୋଟେ ପରିସଂଖ୍ୟାନ ଉପରେ ଆଧାରିତ। ଆଇଆଇଟି ମଡେଲ ଅନୁସାରେ, ରୋଗ ପ୍ରତିରୋଧକ ଶକ୍ତି ଯଦି ପର୍ଯ୍ୟାପ୍ତ ପରିମାଣର ନ ଥାଏ ତେବେ ଦିନକୁ ଦେଢ଼ ଲକ୍ଷ ପର୍ଯ୍ୟନ୍ତ ସଂକ୍ରମିତ ବାହାରିବାର ସମ୍ଭାବନା ରହିଛି। ସର୍ଭେଲାନ୍ସ କରିବା ସବୁଠାରୁ ଭଲ ଉପାୟ। କିନ୍ତୁ କରୋନା ସଂକ୍ରମଣକୁ ପୁରା ଶୁନ କରିପାରିବା ନାହିଁ। ତୁରନ୍ତ ଚିହ୍ନଟ କରି ପ୍ରତିକାର କରାଯିବ ତେବେ ଆକ୍ରାନ୍ତଙ୍କ ସଂଖ୍ୟା କମିପାରିବ। ନିର୍ବାଚନ ହେଉ କିମ୍ବା ସ୍କୁଲ ଖୋଲିବା ହେଉ, ସଂକ୍ରମିତଙ୍କ ସଂଖ୍ୟା ଓ ପଜିଟିଭିଟି ହାର ଦେଖି କେନ୍ଦ୍ର ସରକାରଙ୍କ ନିୟମ ମୁତାବକ ପ୍ରତିବନ୍ଧକ ଲଗାଯିବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପ୍ରେମିକଙ୍କ ସହ ଅସଂଜତ ଅବସ୍ଥାରେ ସ୍ତ୍ରୀଙ୍କୁ ଦେଖିଦେଲେ ସ୍ବାମୀ, ତା’ପରେ ଯାହା ଘଟିଲା…

ଦିଗପହଣ୍ଡି,୨୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଘଟିଯାଇଛି ଏକ ଚର୍ଚ୍ଚିତ ଘଟଣା। ଘରେ ସ୍ବାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ଶାନ୍ତି ଦୂତ ସାଜିଥିବା ପାକିସ୍ତାନ ଏବେ ସାଜିବ ‘ଖଳନାୟକ’! ଟ୍ରମ୍ପଙ୍କ ଚକ୍ରବ୍ୟୂହରେ ଫସିଲେ ଶେହବାଜ

ନୂଆଦିଲ୍ଲୀ,୨୫।୫: ପାକିସ୍ତାନ ସମ୍ମୁଖରେ ଏଭଳି ଏକ ଦ୍ୱନ୍ଦ୍ୱ ଦେଖାଦେଇଛି, ଯେଉଁଥିରେ ଯଦି ସେ ସ୍ବୀକାର କରେ ତେବେ ବି ଫସିବ ଏବଂ ଯଦି ମନା କରେ ତେବେ…

ରାସ୍ତାରେ ଅଚେତ୍‌ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍‌ ଚାଳକ, କଣ୍ଡକ୍ଟର କଲେ ଏମିତି କାମ

ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍‌ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri