Posted inଜାତୀୟ

ଓଡ଼ିଶାରେ ଖୋଲିବ ୭ ସରକାରୀ ନର୍ସିଂ କଲେଜ

ନୂଆଦିଲ୍ଲୀ,୨୭ା୪(ପି.ଟି.): ଦେଶର ମେଡିକାଲ କଲେଜଗୁଡ଼ିକ ନିକଟରେ ସରକାରୀ ନର୍ସିଂ କଲେଜ ଖୋଲିବ। ୧,୫୭୦ କୋଟି ଟଙ୍କା ବ୍ୟୟରେ ୧୫୭ଟି ନର୍ସିଂ କଲେଜ ଖୋଲିବା ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିବା ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ସୂଚନା ଦେଇଛନ୍ତି। ପ୍ରତି କଲେଜରେ ୧୦୦ ବିଏସ୍‌ସି ନର୍ସିଂ ସିଟ୍‌ ରହିବ। ଉତ୍ତରପ୍ରଦେଶରେ ସର୍ବାଧିକ ୨୭ଟି ନର୍ସିଂ କଲେଜ ଖୋଲିବାକୁ ଥିବାବେଳେ ଓଡ଼ିଶାରେ ୭ଟି ଖୋଲିବ। ରାଜସ୍ଥାନରେ ୨୩, ମଧ୍ୟପ୍ରଦେଶରେ ୧୪, ତାମିଲନାଡୁ ଓ ପଶ୍ଚିମବଙ୍ଗରେ ୧୧ଟି ଲେଖାଏ, ଜମ୍ମୁ-କଶ୍ମୀରରେ ୭, ଆସାମ, ଛତିଶଗଡ଼, ଗୁଜରାଟ, ଝାଡ଼ଖଣ୍ଡରେ ୫ଟି ଲେଖାଏ ନର୍ସିଂ କଲେଜ ଖୋଲିବାକୁ ନିଷ୍ପତ୍ତି ହୋଇଛି। କର୍ନାଟକ, ଉତ୍ତରାଖଣ୍ଡରେ ୪ଟି ଲେଖାଏ, ପଞ୍ଜାବ ଓ ହିମାଚଳପ୍ରଦେଶରେ ୩ଟି ଲେଖାଏ ଏବଂ ହରିୟାଣାରେ ଗୋଟିଏ ନର୍ସିଂ କଲେଜ ଖୋଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri